ଶୁକ୍ରବାର ରାଶିଫଳ ( ୧୮ -୦୨ – ୨୦୨୨ )
ମେଷ: ଅନିଶ୍ଚିତତା ଭିତରେ ଗତି କରିବେ। ସନ୍ତାନସନ୍ତତିମାନେ ଅବାଧ୍ୟ ହୋଇପାରନ୍ତି। ରାଜନୀତିରେ ବିରୋଧାଭାସ ରହିବ। ବାଣିଜ୍ୟରେ ସମସ୍ୟା ରହିବ। ଶିକ୍ଷାର୍ଥୀ ଅସଫଳ ହେବେ। ଶୁଭ ଅଙ୍କ-୯, ଶୁଭ ରଙ୍ଗ-କମଳା। ବୃଷ: କୌଣସି କାର୍ଯ୍ୟ ପାଇଁ ଦୂରଯାତ୍ରା କରିପାରନ୍ତି। ଅତିଥିଙ୍କ ଆଗମନ ହୋଇପାରେ। ଚାକିରିରେ କର୍ତ୍ତୃପକ୍ଷଙ୍କର ଅସ୍ଥାଭାଜନ ହେବେ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ-ମେଟାଲିକ୍। ମିଥୁନ: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକୁ ତୁଲାଇ ଆଶ୍ବସ୍ତି ହେବେ। ରାଜନୀତିରେ ପ୍ରଭାବଶାଳୀ ରହିବେ। ମହିଳାମାନେ ଆତ୍ମନିର୍ଭଶୀଳ […]
ମେଷ: ଅନିଶ୍ଚିତତା ଭିତରେ ଗତି କରିବେ। ସନ୍ତାନସନ୍ତତିମାନେ ଅବାଧ୍ୟ ହୋଇପାରନ୍ତି। ରାଜନୀତିରେ ବିରୋଧାଭାସ ରହିବ। ବାଣିଜ୍ୟରେ ସମସ୍ୟା ରହିବ। ଶିକ୍ଷାର୍ଥୀ ଅସଫଳ ହେବେ। ଶୁଭ ଅଙ୍କ-୯, ଶୁଭ ରଙ୍ଗ-କମଳା।
ବୃଷ: କୌଣସି କାର୍ଯ୍ୟ ପାଇଁ ଦୂରଯାତ୍ରା କରିପାରନ୍ତି। ଅତିଥିଙ୍କ ଆଗମନ ହୋଇପାରେ। ଚାକିରିରେ କର୍ତ୍ତୃପକ୍ଷଙ୍କର ଅସ୍ଥାଭାଜନ ହେବେ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ-ମେଟାଲିକ୍।
ମିଥୁନ: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକୁ ତୁଲାଇ ଆଶ୍ବସ୍ତି ହେବେ। ରାଜନୀତିରେ ପ୍ରଭାବଶାଳୀ ରହିବେ। ମହିଳାମାନେ ଆତ୍ମନିର୍ଭଶୀଳ ହେବେ। ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ- ଆକାଶୀ।
କର୍କଟ: ଆର୍ଥିକ ବିଷୟକୁ ନେଇ ବାଦବିବାଦ ଉପୁଜିପାରେ। ରାଜନୀତିରେ ଷଡ଼ଯନ୍ତ୍ରରେ ପ୍ରଭାବିତ ହେବେ। ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟ ପ୍ରତିକୂଳ ରହିବ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ- କ୍ରିମ୍।
ସିଂହ: ଦିନଟି ଚଳଚଞ୍ଚଳ ରହିବେ। ଚାକିରିରେ ସହଯୋଗ ମିଳିବ। ରାଜନୀତିରେ ସୁନାମ ପାଇବେ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍।
କନ୍ୟା: ପରିଶ୍ରମ ମୁତାବକ ଫଳ ପାଇବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ଚାକିରିରେ ସହକର୍ମୀଙ୍କର ସାହାଯ୍ୟ ମିଳିବ। ବାଣିଜ୍ୟରେ ଶୁଭଫଳ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ- ସିଲଭର୍।
ତୁଳା: ନୂତନ ଯୋଜନା ଫଳପ୍ରସୂ ହେବ। ପ୍ରଶାସନିକ ଓ ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ମହିଳାମାନେ ଉଚ୍ଚାଭିଳାଷୀ ହେବେ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ। ଶୁଭ ଅଙ୍କ- ୬, ଶୁଭ ରଙ୍ଗ- ସିଲଭର୍।
ବିଛା: ଦିନଟି ଆମୋଦ ପ୍ରମୋଦ ଭିତରେ କଟିପାରେ । ଉଭୟ ପ୍ରେମ ଓ ସାଂସାରିକ ମଧୁର ସମ୍ପର୍କ ରହିବ। ବାଣିଜ୍ୟ ଉତ୍ସାହଜନକ ରହିବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ। ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ଲାଲ୍।
ଧନୁ: ସ୍ବପ୍ନ ସାକାର ହେବ। ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ବାଣିଜ୍ୟରେ ମନ ମୁତାବକ ଫଳ ପାଇବେ। ଶିକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେବେ। ଶୁଭ ଅଙ୍କ-୭,ଶୁଭ ରଙ୍ଗ- କଫି।
ମକର: ଉଚ୍ଚ ଆଶା ସଫଳ ହେବ। ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ଶୁଭ ଫଳମିଳିବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ- ୮,ଶୁଭ ରଙ୍ଗ- କଳା।
କୁମ୍ଭ: କେତେକ ବିଷୟକୁ ନେଇ ଚିନ୍ତାରେ ରହିବେ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ମହିଳାମାନେ ଉଦାସ ରହିବେ। ବାଣିଜ୍ୟରେ ସ୍ବଳ୍ପ ଆୟ ହେବ। ଶିକ୍ଷାର୍ଥୀ ଅବହେଳା କରିବେ। ଶୁଭ ଅଙ୍କ- ୬,ଶୁଭ ରଙ୍ଗ- ସିଲଭର୍।
ମୀନ: ଦିନଟି ଅଶାନ୍ତି ଓ ଦୁଶ୍ଚିନ୍ତା ଭିତରେ କଟିପାରେ। ରାଜନୀତିରେ ବାଧାବିଘ୍ନ ରହିପାରେ। ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ- ୩,ଶୁଭ ରଙ୍ଗ- ହଳଦିଆ।