ମନୋରଞ୍ଜନ

ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା
୬୬ ବର୍ଷ ବୟସରେ ସର୍ଟସ୍ ପିନ୍ଧି ଟ୍ରୋଲ୍ ହେଲେ ନୀନା ଗୁପ୍ତା, ହେଟର୍ସଙ୍କୁ ଦେଲେ କଡ଼ା ଜବାବ; ଜାଣନ୍ତୁ କେବେ ଆସିବ 'ପଞ୍ଚାୟତ ୫'?

ଶୁକ୍ରବାର ରାଶିଫଳ (୦୩-୦୬-୨୦୨୨)

The Sakala Picture
Published On

ମେଷ: ଅନ୍ୟର କଥାକୁ ଗୁରୁତ୍ବ ଦିଅନ୍ତୁ ନାହିଁ। ମନୋରଞ୍ଜନରେ ଅଧିକ ଖର୍ଚ୍ଚ କରିବେ। କାର୍ଯ୍ୟଭାର ବଢ଼ିବାକୁୁ ଲାଗିବ। ଶତ୍ରୁମାନଙ୍କର କୂଟଚକ୍ରାନ୍ତର ଶିକାର ହୋଇପାରନ୍ତି। ବୃଷ: କର୍ମକ୍ଷେତ୍ରରେ ଥିବା ଦାୟିତ୍ବକୁ ସୂଚାରୁରୂପରେ ସମାପନ କରିବେ। ଦାମ୍ପତ୍ୟ ଜୀବନରେ ସୁଖଶାନ୍ତି ବୃଦ୍ଧି ପାଇବ। ପଦୋନ୍ନତିର ସୁଯୋଗ ରହିଛି। ବନ୍ଧୁବାନ୍ଧବଙ୍କ ଆଗମନ ଘଟିବ। ମିଥୁନ: କୌଣସି କାର୍ଯ୍ୟ କରିବା ପୂର୍ବରୁ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ଅବସାଦରୁ ମୁକ୍ତି ପାଇବେ। ଅର୍ଥ କାରବାରରେ ସାବଧାନତା ଅବଲମ୍ବନ କରନ୍ତୁ। କର୍ମକ୍ଷେତ୍ରରେ ଆଗୁଆ ରହିବେ। କର୍କଟ: […]

ମେଷ: ଅନ୍ୟର କଥାକୁ ଗୁରୁତ୍ବ ଦିଅନ୍ତୁ ନାହିଁ। ମନୋରଞ୍ଜନରେ ଅଧିକ ଖର୍ଚ୍ଚ କରିବେ। କାର୍ଯ୍ୟଭାର ବଢ଼ିବାକୁୁ ଲାଗିବ। ଶତ୍ରୁମାନଙ୍କର କୂଟଚକ୍ରାନ୍ତର ଶିକାର ହୋଇପାରନ୍ତି।

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ (୨୧-୦୫-୨୦୨୬)

ବୃଷ: କର୍ମକ୍ଷେତ୍ରରେ ଥିବା ଦାୟିତ୍ବକୁ ସୂଚାରୁରୂପରେ ସମାପନ କରିବେ। ଦାମ୍ପତ୍ୟ ଜୀବନରେ ସୁଖଶାନ୍ତି ବୃଦ୍ଧି ପାଇବ। ପଦୋନ୍ନତିର ସୁଯୋଗ ରହିଛି। ବନ୍ଧୁବାନ୍ଧବଙ୍କ ଆଗମନ ଘଟିବ।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୨୨-୦୫-୨୦୨୬ )

ମିଥୁନ: କୌଣସି କାର୍ଯ୍ୟ କରିବା ପୂର୍ବରୁ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ଅବସାଦରୁ ମୁକ୍ତି ପାଇବେ। ଅର୍ଥ କାରବାରରେ ସାବଧାନତା ଅବଲମ୍ବନ କରନ୍ତୁ। କର୍ମକ୍ଷେତ୍ରରେ ଆଗୁଆ ରହିବେ।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

କର୍କଟ: ଜୀବନରେ ନୂତନ ପରିବର୍ତ୍ତନ ଦେଖାଦେବ। ଆୟ ବଢ଼ିବାରେ ଲାଗିବ। ସହକର୍ମୀଙ୍କ ସହଯୋଗ ପାଇବେ। ସ୍ବାସ୍ଥ୍ୟ ଭଲ ରହିବ। ପରିବାରରେ ସୁଖସମୃଦ୍ଧି ବୃଦ୍ଧି ପାଇବ।

ସିଂହ: ନିଜ ନିଷ୍ପତ୍ତିର ପରିବର୍ତ୍ତନ କରନ୍ତୁ ନାହିଁ। କର୍ମକ୍ଷେତ୍ରରେ ହତୋତ୍ସାହ ହୋଇପାରନ୍ତି। ପରିବାରରେ ବିଦ୍ବେଷଭାବ ଦେଖାଯିବ। ଛାତ୍ରଛାତ୍ରୀ ଲେଖାପଢ଼ାରେ ମନ ବଳାଇବେ।

କନ୍ୟା: ଆଜି ଦିନରେ କିଛି ନୂଆ କରି ଦେଖାଇବେ। କର୍ମକ୍ଷେତ୍ରରେ ସମୟ ପୂର୍ବରୁ କାର୍ଯ୍ୟ ସମାପନ କରିବେ। ବରିଷ୍ଠ ଅଧିକାରୀଙ୍କଠାରୁ ପରାମର୍ଶ ପାଇବେ। ଅନ୍ୟକୁ ସାହାଯ୍ୟ କରି ଅଡୁଆରେ ପଡ଼ିବେ।

ତୁଳା: ଦିନଟି ଉତ୍ସାହପୂର୍ଣ୍ଣ ରହିବ। କଠିନ ପରିଶ୍ରମ କରି ଫଳ ପାଇବେ। ଆର୍ଥିକ ସ୍ଥିତି ସୁଦୃଢ଼ ରହିବ। ବାଦବିବାଦରେ ପଡ଼ି ପାରନ୍ତି। ଜୀବନସାଥୀଙ୍କ ସ୍ବାସ୍ଥ୍ୟରେ ଅବନତି ହୋଇପାରେ।

ବିଛା: ଦୀର୍ଘ ଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରଣ ହେବ। ଆର୍ଥିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ। ଜୀବନସାଥୀଙ୍କ ସହଯୋଗ ପାଇବେ। ପରିବାରରେ ସୁଖସମୃଦ୍ଧି ବୃଦ୍ଧି ପାଇବ।

ଧନୁ: ମନରେ ସକାରାତ୍ମକ ଚିନ୍ତା ରଖନ୍ତୁ। କର୍ମକ୍ଷେତ୍ରରେ ଅପଦସ୍ତ ହୋଇପାରନ୍ତି। ବନ୍ଧୁବାନ୍ଧବଙ୍କ ସହଯୋଗ ପାଇବେ। ଦରକାରୀ କାଗଜପତ୍ର ଦାୟିତ୍ବର ସହ ରଖନ୍ତୁ। ନୂତନ ନିବେଶ କରି ଲାଭବାନ ହେବେ।

ମକର: ଭବିଷ୍ୟତ ପାଇଁ ନୂତନ ଯୋଜନା କରିବେ। କର୍ମକ୍ଷେତ୍ରରେ ନିଜକୁ ପ୍ରମାଣିତ କରିବେ। ପରିବାର ସହ ଅଧିକ ସମୟ କଟାଇବେ। ଅନ୍ୟକୁ ସାହାଯ୍ୟ କରି ସନ୍ତୋଷ ଅନୁଭବ କରିବେ।

କୁମ୍ଭ: ପ୍ରିୟଜନଙ୍କ ପାଇଁ ସମ୍ବେଦନଶୀଳ ହୋଇ ପଡ଼ିବେ। ନୂତନ ନିବେଶ କରିବାରୁ ନିବୃତ୍ତ ରୁହନ୍ତୁ। ରାସ୍ତାରେ ସତର୍କତା ଅବଲମ୍ବନ କରନ୍ତୁ। ପାରିବାରିକ ସମ୍ପର୍କରେ ତିକ୍ତତା ଦେଖା ଦେଇପାରେ।

ମୀନ: ଗୁରୁଜନଙ୍କ ପରାମର୍ଶରେ ନିଷ୍ପତ୍ତି ନେବେ। କର୍ମକ୍ଷେତ୍ରରେ ସମସ୍ତ କାର୍ଯ୍ୟକୁ ସୂଚାରୁରୂପରେ କରିବେ। ପ୍ରେମ ଓ ଦାମ୍ପତ୍ୟ ସମ୍ପର୍କରେ ମଧୁରତା ଆସିବ।

03 Jun 2022 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp