ଶୁକ୍ରବାର ରାଶିଫଳ (୦୪-୦୪-୨୦୨୫)
ମେଷ: ନୂଆ କାମ ପାଇଁ ଉପଯୁକ୍ତ ସମୟ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ମହିଳାମାନେ ପୂଜାର୍ଚ୍ଚନାରେ ସମୟ ଅତିବାହିତ କରିବେ। ବୃଷ: ବ୍ୟବସାୟରେ ବାଧା ଆସିପାରେ। ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ଯୋଗ ଦେବେ। ଗରିବଙ୍କୁ ସାହାଯ୍ୟ କରିବେ। ସାହିତ୍ୟ ପ୍ରତି ରୁଚି ବଢ଼ିବ। ମିଥୁନ: ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ଭବିଷ୍ୟତ ପାଇଁ […]
ମେଷ: ନୂଆ କାମ ପାଇଁ ଉପଯୁକ୍ତ ସମୟ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ମହିଳାମାନେ ପୂଜାର୍ଚ୍ଚନାରେ ସମୟ ଅତିବାହିତ କରିବେ।
ବୃଷ: ବ୍ୟବସାୟରେ ବାଧା ଆସିପାରେ। ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ଯୋଗ ଦେବେ। ଗରିବଙ୍କୁ ସାହାଯ୍ୟ କରିବେ। ସାହିତ୍ୟ ପ୍ରତି ରୁଚି ବଢ଼ିବ।
ମିଥୁନ: ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। ସମସ୍ତ ଇଚ୍ଛା ପୂରଣ ହେବ।
କର୍କଟ: ଅଫିସ୍ରେ ପଦୋନ୍ନତି ସମ୍ଭାବନା ଅଛି। ଧାର୍ମିକ ସ୍ଥାନକୁ ଯାତ୍ରାଯୋଗ ଅଛି। ନୂଆ କାମ ଆରମ୍ଭ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ। ପ୍ରେମ ବ୍ୟାପାରରେ ସଫଳ ହେବେ।
ସିଂହ: ଦୀର୍ଘଦିନରୁ ଚାଲିଥିବା ପାରିବାରିକ ମତଭେଦ ଦୂର ହେବ। କର୍ମଚଞ୍ଚଳ ରହିବେ। ବିଦ୍ୟାର୍ଥୀ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ ।
କନ୍ୟା: ନୂଆ କାର୍ଯ୍ୟ ଆରମ୍ଭରୁ ଦୂରେଇ ରହିବେ। ଅଫିସ୍ରେ ସହକର୍ମୀଙ୍କ ସାହାଯ୍ୟ ମିଳିବ। ପଡ଼ୋଶୀଙ୍କ ସହ ମତାନ୍ତର ଦୂର ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସରକାରି କର୍ମଚାରୀଙ୍କ ପାଇଁ ଦିନଟି ଭଲ।
ତୁଳା: ମନ ପ୍ରସନ୍ନ ରହିବ। ଦିନଟି ଶୁଭଫଳ ପ୍ରଦାନ କରିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମନରୁ ନକାରାତ୍ମକ ଚିନ୍ତାଧାର ଦୂର ହେବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିପାରନ୍ତି। ପୁରୁଣା ନିବେଶରୁ ଲାଭ ମିଳିବ।
ବିଛା: ଜମିବାଡ଼ିକୁ ନେଇ ବିବାଦ ଦେଖା ଦେଇପାରେ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ। ଅଚାନକ ଖୁସି ଖବର ପାଇପାରନ୍ତି।
ଧନୁ: କ୍ୟାରିଅରକୁ ନେଇ ଚିନ୍ତାରେ ରହିବେ। ପରିବାରକୁ ସମୟ ଦେବେ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତଭେଦ ସୃଷ୍ଟି ହୋଇପାରେ। ନିବେଶରୁ ଲାଭ ପାଇବେ। ନିବେଶ କରିବା ପାଇଁ ଉପଯୁକ୍ତ ସମୟ।
ମକର: ବିବାଦୀୟ କାର୍ଯ୍ୟରୁ ଦୂରେଇ ରହିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପରିବାର ସଦସ୍ୟଙ୍କ ସହ ହସଖୁସିରେ ସମୟ ଅତିବାହିତ କରିବେ। ଅଫିସ୍ କାର୍ଯ୍ୟ ପାଇଁ ବିଦେଶ ଯାତ୍ରା କରିପାରନ୍ତି।
କୁମ୍ଭ: ଆର୍ଥିକ ସମସ୍ୟା ଦେଖା ଦେବ। ପେଟଜନିତ ସମସ୍ୟା ଦେଖା ଦେଇପାରେ। ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍ ବୁଝାମଣା ଦେଖାଦେବ। ଲୋକ ସମ୍ପର୍କ ବଢ଼ିବ।
ମୀନ: ପାରିବାରିକ ଜୀବନ ସୁଖମୟ ହେବ। ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବ୍ୟବସାୟକୁ ନେଇ ଦୂର ସ୍ଥାନକୁ ଯାତ୍ରା କରିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହ ବୁଲିବାକୁ ଯିବେ। ନୂଆ ବ୍ୟବସାୟ ଆରମ୍ଭ କରିବେ।