ଶୁକ୍ରବାର ରାଶିଫଳ (୦୪-୦୮-୨୦୨୩)
ମେଷ: ଅନ୍ୟମାନଙ୍କ ଉପରେ ଭରସା କରନ୍ତୁନି। ପ୍ରତ୍ୟେକ ଦିଗରୁ ହତୋତ୍ସାହ ହେବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟର ସହ କାମ କରନ୍ତୁ। ପରିବାର ଲୋକ ଆପଣଙ୍କ ଉପରେ ଅସନ୍ତୁଷ୍ଟ ହୋଇପାରନ୍ତି। ବୃଷ: ପରିବାର ସଦସ୍ୟଙ୍କ ସହାୟତା ଯୋଗୁଁ ଅଟକି ଥିବା କାମକୁ ପୂରା କରିବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ତରବରିଆ ଭାବେ ଗୁରୁତ୍ବପୂର୍ଣ୍ଣ କାମ କରିବା ଅନୁଚିତ। ବ୍ୟୟ ଅଧିକ ହେବ। ମିଥୁନ: କୌଣସି କାମରେ ସମସ୍ୟା ହେବନି। ସୁସମ୍ବାଦ ମିଳିବ। ପ୍ରତ୍ୟେକ କ୍ଷେତ୍ରରେ ମାନସମ୍ମାନ ଓ […]
ମେଷ: ଅନ୍ୟମାନଙ୍କ ଉପରେ ଭରସା କରନ୍ତୁନି। ପ୍ରତ୍ୟେକ ଦିଗରୁ ହତୋତ୍ସାହ ହେବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟର ସହ କାମ କରନ୍ତୁ। ପରିବାର ଲୋକ ଆପଣଙ୍କ ଉପରେ ଅସନ୍ତୁଷ୍ଟ ହୋଇପାରନ୍ତି।
ବୃଷ: ପରିବାର ସଦସ୍ୟଙ୍କ ସହାୟତା ଯୋଗୁଁ ଅଟକି ଥିବା କାମକୁ ପୂରା କରିବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ତରବରିଆ ଭାବେ ଗୁରୁତ୍ବପୂର୍ଣ୍ଣ କାମ କରିବା ଅନୁଚିତ। ବ୍ୟୟ ଅଧିକ ହେବ।
ମିଥୁନ: କୌଣସି କାମରେ ସମସ୍ୟା ହେବନି। ସୁସମ୍ବାଦ ମିଳିବ। ପ୍ରତ୍ୟେକ କ୍ଷେତ୍ରରେ ମାନସମ୍ମାନ ଓ ପ୍ରଶଂସିତ ହେବେ। ସାମାଜିକ କାର୍ଯ୍ୟ କରିବାରେ ରୁଚି ବଢ଼ିବ। ଛାତ୍ରଛାତ୍ରୀମାନେ ପଢ଼ାରେ ଭଲ ପ୍ରଦର୍ଶନ କରିବେ।
କର୍କଟ: ବ୍ୟବସାୟରେ ଲାଭବାନ ହେବେ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ନିଜର ଦାୟିତ୍ବକୁ ସୁରୁଖୁରୁରେ ସମ୍ଭାଳିବେ। ବନ୍ଧୁଙ୍କ ସହିତ ମଧୁର ବ୍ୟବହାର କରିବେ। ଦୂରସ୍ଥାନ ଯାତ୍ରା କରିପାରନ୍ତି।
ସିଂହ: କାମଚାପ ଅଧିକ ରହିବ। ସ୍ବାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦିଅନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ଭଲ। ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଗୁରୁଜନଙ୍କ କଥା ମାନି ଚଳନ୍ତୁ।
କନ୍ୟା: ଆର୍ଥିକ ସ୍ଥିତିରେ ସୁଧାର ଆସିବ। କ୍ୟାରିୟରକୁ ନେଇ ଚିନ୍ତିତ ହୁଅନ୍ତୁନି। ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ଦିନସାରା ବ୍ୟସ୍ତ ରହିବା କାରଣରୁ ଥକ୍କାପଣ ଅନୁଭବ କରିବେ।
ତୁଳା: ଘର ମାହୋଲ ଶାନ୍ତିପୂର୍ଣ୍ଣ ରହିବ। କାର୍ଯ୍ୟକ୍ଷେତ୍ରରେ ଚାପ ଯୋଗୁଁ ଅସ୍ଥିରତା ଅନୁଭବ କରିପାରନ୍ତି। ପତି-ପତ୍ନୀଙ୍କ ମଧ୍ୟରେ ସୁସମ୍ପର୍କ ରହିବ। ଛାତ୍ରଛାତ୍ରୀ ଖେଳପ୍ରିୟ ହେବେ।
ବିଛା: ବିଦ୍ୟାର୍ଥୀମାନେ ନିଜ କ୍ୟାରିୟରକୁ ଅଧିକ ଗୁରୁତ୍ବ ଦେବା ଦରକାର। ଆଳସ୍ୟ ଓ ଚିନ୍ତାରେ ଦିନଟି ବିତିବ। ପ୍ରେମ ବ୍ୟାପାରରେ ଶୁଭ ଖବର ପାଇବେ । ଘର କାମରେ ବ୍ୟସ୍ତ ରହିପାରନ୍ତି।
ଧନୁ: ନକାରାତ୍ମକ ପ୍ରବୃତ୍ତିର ଲୋକଙ୍କଠାରୁ ଦୂରେଇ ରୁହନ୍ତୁ। ଅଫିସ୍ ଓ ଘର କାମରେ ବ୍ୟସ୍ତ ରହିବେ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ସମୟ ବିତାଇବେ। ଶତ୍ରୁଠାରୁ ଦୂରେଇ ରୁହନ୍ତୁ।
ମକର: ଟଙ୍କା ନେଣଦେଣ କାର୍ଯ୍ୟରେ ଅନ୍ୟ ଉପରେ ଅଧିକ ଭରସା କରନ୍ତୁନି। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବିଦ୍ୟାର୍ଥୀମାନେ କ୍ୟାରିୟରକୁ ନେଇ ଚିନ୍ତିତ ରହିବେ।
କୁମ୍ଭ: ପରିସ୍ଥିତି ଅନୁସାରେ କାମ କରନ୍ତୁ। ମନକୁ ଆୟତ୍ତରେ ରଖିବା ଭଲ। କର୍ମକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ମହିଳାମାନେ ସ୍ବାସ୍ଥ୍ୟ ପ୍ରତି ଯତ୍ନଶୀଳ ହେବେ। ପେଟ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ।
ମୀନ: କର୍ମକ୍ଷେତ୍ରରେ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ସ୍ବାସ୍ଥ୍ୟ ସମ୍ବନ୍ଧୀୟ ପୁରୁଣା ସମସ୍ୟା ଦେଖାଦେଇପାରେ। ବୈବାହିକ ଜୀବନ ସୁଖମୟ ହେବ। ସାବଧାନତା ସହିତ କାର୍ଯ୍ୟ କରନ୍ତୁ।