ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଶୁକ୍ରବାର ରାଶିଫଳ (୦୮-୦୯-୨୦୨୩)

The Sakala Picture
Published On

ମେଷ: କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଯୋଜନା ସଫଳ ହେବ। ଦୂର ଯାତ୍ରା ଯୋଗ ରହିଛି। ପୁରୁଣା ସମସ୍ୟାର ସମାଧାନ ହେବ। ଜୀବନସାଥୀଙ୍କ ସହଯୋଗ ମିଳିବ। ପ୍ରେମିକପ୍ରେମିକାଙ୍କ ପାଇଁ ଦିନଟି ଭଲ। ବୃଷ: ଲକ୍ଷ୍ୟସ୍ଥଳରେ ପହଞ୍ଚିବା ପାଇଁ କଠିନ ପରିଶ୍ରମ କରିବାକୁ ପଡ଼ିବ। ପାରିବାରିକ ସମସ୍ୟା ଦେଖା ଦେବ। ଧନ ପ୍ରାପ୍ତି ହେବ। ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ଆୟ କମ୍‌ ହେବ ଏବଂ ଖର୍ଚ୍ଚ ବଢ଼ିବ। ପ୍ରେମ ସମ୍ପର୍କ ସୁଖମୟ ହେବ। ମିଥୁନ: ସୁଖଦ ଯାତ୍ରା […]

ମେଷ: କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଯୋଜନା ସଫଳ ହେବ। ଦୂର ଯାତ୍ରା ଯୋଗ ରହିଛି। ପୁରୁଣା ସମସ୍ୟାର ସମାଧାନ ହେବ। ଜୀବନସାଥୀଙ୍କ ସହଯୋଗ ମିଳିବ। ପ୍ରେମିକପ୍ରେମିକାଙ୍କ ପାଇଁ ଦିନଟି ଭଲ।

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ (୧୦-୦୬-୨୦୨୬)

ବୃଷ: ଲକ୍ଷ୍ୟସ୍ଥଳରେ ପହଞ୍ଚିବା ପାଇଁ କଠିନ ପରିଶ୍ରମ କରିବାକୁ ପଡ଼ିବ। ପାରିବାରିକ ସମସ୍ୟା ଦେଖା ଦେବ। ଧନ ପ୍ରାପ୍ତି ହେବ। ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ଆୟ କମ୍‌ ହେବ ଏବଂ ଖର୍ଚ୍ଚ ବଢ଼ିବ। ପ୍ରେମ ସମ୍ପର୍କ ସୁଖମୟ ହେବ।

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୧୩-୦୬-୨୦୨୬)

ମିଥୁନ: ସୁଖଦ ଯାତ୍ରା ଯୋଗ ରହିଛି। ପିତାଙ୍କ ସହଯୋଗ ମିଳିବ। ଆୟରେ ଉନ୍ନତି ପରିଲକ୍ଷିତ ହେବ। ଋଣ ସମସ୍ୟା ସମାଧାନ ହେବ। କାର୍ଯ୍ୟସ୍ଥଳରେ ବରିଷ୍ଠଙ୍କ ସହଯୋଗ ମିଳିବ। ଚିନ୍ତାମୁକ୍ତ ରହିବେ।

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ (୧୫-୦୬-୨୦୨୬)

କର୍କଟ: କୌଣସି କଥାକୁ ନେଇ ଚିନ୍ତାରେ ରହିବେ। ନୂଆ କାର୍ଯ୍ୟ ଆରମ୍ଭ କରିବେ। କାର୍ଯ୍ୟରେ ସଫଳତା ମିଳିବ। ଧନ ପ୍ରାପ୍ତି ଯୋଗ ରହିଛି। ଦିନଟି ବ୍ୟସ୍ତତା ଭିତରେ ବିତିବ। ବିଦ୍ୟାର୍ଥୀ ପରୀକ୍ଷାରେ ଭଲ କରିବେ।

ସିଂହ: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଉତ୍ତମ। ସମାଜରେ ପ୍ରତିଷ୍ଠା ବଢ଼ିବ ଓ ସମ୍ମାନ ପ୍ରାପ୍ତି ହେବ। ଠିକ୍ ସମୟରେ କାର୍ଯ୍ୟ ପୂରା କରିବେ।

କନ୍ୟା: ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ନୂଆ ବ୍ୟବସାୟ ଆରମ୍ଭ କରିପାରନ୍ତି। କାର୍ଯ୍ୟରେ ମନ ଲାଗିବ ନାହିଁ। ବିଦ୍ୟାର୍ଥୀ ପାଠରେ ମନୋନିବେଶ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ତୁଳା: ଦିନଟି ଅନୁକୂଳ ରହିବ। ଅନ୍ୟର ସାହାଯ୍ୟ ମିଳିବ। ବ୍ୟବସାୟରେ ଉନ୍ନତିକୁ ନେଇ ପ୍ରସନ୍ନ ରହିବେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ। ଧନ ଆଗମନ। ନୂଆ ଯାନ କିଣିପାରନ୍ତି। ପରିବାର ସହିତ ସମ୍ପର୍କ ମଧୁର ହେବ।

ବିଛା: ସମସ୍ୟାକୁ ସାମ୍ନା କରିବେ। ଏକସଙ୍ଗରେ ଅନେକ ସଫଳତା ପ୍ରାପ୍ତି ହେବ। ବିରୋଧୀଙ୍କଠାରୁ ଦୂରେଇ ରୁହନ୍ତୁ। ମନ ଉଦାସ ରହିବ। କାର୍ଯ୍ୟରେ ଲୋକଙ୍କ ସାହାଯ୍ୟ ମିଳିବ। ବିଦ୍ୟାର୍ଥୀଙ୍କ ପାଇଁ ଉତ୍ତମ ସମୟ।

ଧନୁ: ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। କାର୍ଯ୍ୟରେ ପଦୋନ୍ନତି ମିଳିବା ସମ୍ଭାବନା ଅଧିକ। ପୂଜାକାର୍ଯ୍ୟରେ ସମୟ କଟିବ। ଉଚ୍ଚ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ମିଳିବ। ପ୍ରେମିକ ପ୍ରେମିକାଙ୍କ ପାଇଁ ଭଲ ଦିନ।

ମକର: ମନୋରଞ୍ଜନରେ ସମୟ ବିତିବ। ସାଙ୍ଗସାଥୀଙ୍କ ସହଯୋଗରେ କାର୍ଯ୍ୟ ସଫଳ ହେବ। ଆୟରେ ବୃଦ୍ଧି ହେବ। ମାନସିକ ଦୁଶ୍ଚିନ୍ତାରେ ରହିବେ। ଗୃହ ନିର୍ମାଣ କାର୍ଯ୍ୟ କରିପାରନ୍ତି।

କୁମ୍ଭ: ରାଜନୀତିରେ ଆଶାତୀତ ସଫଳତା ମିଳିବ। ଗୃହ ନିର୍ମାଣ ସମ୍ବନ୍ଧୀୟ କୌଣସି କାର୍ଯ୍ୟ ଆରମ୍ଭ କରିପାରନ୍ତି। ବ୍ୟବସାୟ ଓ ଚାକିରିରୁ ଲାଭ ମିଳିବ। ଗାଈଙ୍କୁ ଖାଇବାକୁ ଦିଅନ୍ତୁ। ପାରିବାରିକ ଜୀବନ ସୁଖମୟ ହେବ।

ମୀନ: ବାଦ ବିବାଦଠାରୁ ଦୂରେଇ ରୁହନ୍ତୁ। ନୂଆ ସମ୍ପର୍କ ଆରମ୍ଭ କରିବେ। ଆୟ କମ୍ ଓ ବ୍ୟୟ ଅଧିକ ହେବ। ଅଯଥା କଥାକୁ ନେଇ ଚିନ୍ତାରେ ରହିବେ। ନୂଆ କାର୍ଯ୍ୟରେ ପରିବାର ଲୋକଙ୍କ ସହଯୋଗ ମିଳିବ।

08 Sep 2023 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp