Friday Horoscope: ଶୁକ୍ରବାର ରାଶିଫଳ ( ୧୦-୦୪-୨୦୨୬ )

Madhusudan Das Picture
Published On

ମେଷ: କୌଣସି କଥାକୁ ନେଇ ମନ ବିଚଳିତ ହୋଇପାରେ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି।  ମହିଳାମାନଙ୍କ ମନୋସ୍କାମନା ପୂର୍ଣ୍ଣ ହୋଇପାରେ। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ। 

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ ( ୦୬-୦୪-୨୦୨୬ )

ବୃଷ: ସାମାଜିକ କାର୍ଯ୍ୟକ୍ରମରେ ସାମିଲ ରହିପାରନ୍ତି। ଅଚାନକ ଧନ ବୃଦ୍ଧି ପାଇବ। ମହିଳାମାନେ ଘର କାର୍ଯ୍ୟରେ ବ୍ୟସ୍ତ ରହିବେ।  ଦୂରସ୍ଥାନକୁ ଯାତ୍ରା ଯୋଗ ରହିଛି। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି। 

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୦୪-୦୪-୨୦୨୬)

ମିଥୁନ: ଅଚାନକ ଖୁସି ଖବର ପାଇବେ। ଗୁରୁଜନଙ୍କ ଆଶୀର୍ବାଦ ନେଇ ନୂଆ କାମ ଆରମ୍ଭ କରିପାରନ୍ତି। ଅନ୍ୟମାନଙ୍କୁ ସାହାଯ୍ୟ କରି ପ୍ରଶଂସିତ ହୋଇପାରନ୍ତି। ନୂତନ ଯାନବାହନ କ୍ରୟ ଯୋଗ ରହିଛି। 

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ ( ୦୯-୦୪-୨୦୨୬ )

କର୍କଟ: ଅଫିସ କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଯୋଜନା ମୁତାବକ କାମ କରନ୍ତୁ।  ଆତ୍ମବିଶ୍ବାସ ବୃଦ୍ଧି ପାଇବ। ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେଇ ପାରେ। ଯାନବାହନ କିଣି ପାରନ୍ତି। 

ସିଂହ: ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ମାନସମ୍ମାନ ବୃଦ୍ଧି ପାଇବ। ଖର୍ଚ୍ଚ ବଢ଼ିପାରେ।  

କନ୍ୟା: ଯୋଜନା ମୁତାବକ କାମ କରନ୍ତୁ। ସକାରାତ୍ମକ ଚିନ୍ତା ଠିକ୍‌ ନିଷ୍ପତ୍ତି ନେବାରେ ସାହାଯ୍ୟ କରିବ। ଉଦ୍ଧାର ଦେଇଥିବା ଟଙ୍କା ଫେରି ପାଇବେ। ପରଚର୍ଚ୍ଚାଠାରୁ ଦୂରେଇ ରୁହନ୍ତୁ। ଅଫିସ୍‌ରେ ନୂଆ କାମ ମିଳିପାରେ। 

ତୁଳା: ଅଚାନକ ଖୁସି ଖବର ପାଇବେ। ଦୀର୍ଘ ଦିନର ଆଶା ପୂରଣ ହେବ। ପରିବାର ସଦସ୍ୟଙ୍କ ସହିତ ସମୟ ଅତିବାହିତ ହେବ। ଅତ୍ୟଧିକ କାମକୁ ନେଇ ଚିନ୍ତା ବଢ଼ିପାରେ। ପେଟଜନିତ ସମସ୍ୟା ହୋଇପାରେ।

ବିଛା: ସାମାଜିକ କାର୍ଯ୍ୟକ୍ରମରେ ସାମିଲ ରହିବେ। ଲକ୍ଷ୍ୟ ପୂରା ହେବ। କଣ୍ଠଶିଳ୍ପୀଙ୍କ ପାଇଁ ଆଜି ଦିନଟି ବହୁତ ଭଲ।  ପୁରୁଣା ନିବେଶରୁ ଲାଭ ମିଳିପାରେ। ପତିପତ୍ନୀଙ୍କ ମଧ୍ୟରେ ଭୁଲ ବୁଝାମଣା ହୋଇପାରେ।

ଧନୁ: ଆଜିର ଦିନରେ ବ୍ୟସ୍ତ ରହିପାରନ୍ତି। ଅଟକି ଥିବା ଧନ ଫେରି ପାଇବେ। ବିଦ୍ୟାର୍ଥୀ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଚକ୍ଷୁ ସମସ୍ୟା ଭୋଗି ପାରନ୍ତି। 

ମକର: ଦିନଟି ସୁଖପ୍ରଦାନ କରିବ। ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ଆୟ ଅନୁସାରେ ଅଧିକ ଖର୍ଚ୍ଚ ହେବ।  ଲୋକସମ୍ପର୍କ ବୃଦ୍ଧ଄ ପାଇବ। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। 

କୁମ୍ଭ: ନୂତନ ବ୍ୟବସାୟ ଆରମ୍ଭ କରିବାକୁ ବର୍ତ୍ତମାନ ସମୟ ଅନୁକୂଳ। ଅଟକି ଥିବା କାମ ପୂରା ହେବ। ଅଚାନକ ଖୁସି ଖବର ମିଳିପାରେ। ଗୁରୁଜନଙ୍କ ଆଶୀର୍ବାଦ ନେଇ ନୂଆ କାମ ଆରମ୍ଭ କରିବେ। 

ମୀନ: ସଫଳତା ପାଇବା ପାଇଁ କଠିନ ପରିଶ୍ରମ କରିବାକୁ ପଡ଼ିପାରେ। ଘର ପାଇଁ ମୂଲ୍ୟବାନ ସାମଗ୍ରୀ କିଣିବେ। ଅଯଥା ଖର୍ଚ୍ଚ କରିପାରନ୍ତି। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ମହିଳାମାନେ ଘରକାମରେ ବ୍ୟସ୍ତ ରହିବେ। 

10 Apr 2026 By Madhusudan Das

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp