Friday Horoscope: ଶୁକ୍ରବାର ରାଶିଫଳ ( ୧୩-୦୩-୨୦୨୬ )

Madhusudan Das Picture
Published On

ମେଷ: ପରିଶ୍ରମର ଫଳ ମିଳିବ। ଦିନଟି ଶୁଭଫଳ ପ୍ରଦାନ କରିବ। ଅଫିସ୍‌ ସହକର୍ମୀଙ୍କ ସହଯୋଗ ମିଳିପାରେ।  ନୂଆ ପ୍ରୋଜେକ୍ଟ  ଆରମ୍ଭ କରିବା ପାଇଁ ଅନୁକୂଳ ସମୟ। ବରିଷ୍ଠ ଅଧିକାରୀ କାର୍ଯ୍ୟ ପାଇଁ ପ୍ରଶଂସା କରିବେ। 

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ ( ୧୨-୦୩-୨୦୨୬ )

ବୃଷ: ଲକ୍ଷ୍ୟ ସ୍ଥଳରେ ପହଞ୍ଚିବା ପାଇଁ କଠିନ ପରିଶ୍ରମ କରିବେ। ମାନ ସମ୍ମାନ ବୃଦ୍ଧି ପାଇବ। ଧାର କରଜରୁ ଦୂରେଇ ରହିବେ। ଅଟକିଥ଄ବା କାର୍ଯ୍ୟ ପୂରା ହେବ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ।  

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୧୦-୦୩-୨୦୨୬ )

ମିଥୁନ: ଅଚାନକ ଶୁଭ ଖବର ପାଇବେ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ପରିବାର ସଦସ୍ୟଙ୍କ ସହ ହସଖୁସିରେ ସମୟ ଅତିବାହିତ କରିବେ। ଯୋଜନା ମୁତାବକ କାର୍ଯ୍ୟ କରନ୍ତୁ। 

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୦୬-୦୩-୨୦୨୬ )

କର୍କଟ: ବନ୍ଧୁଙ୍କୁ ଆର୍ଥିକ ସାହାଯ୍ୟ କରିବେ। କ୍ୟାରିୟର ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିପାରନ୍ତି। ମନ ପ୍ରସନ୍ନ ରହିବ। ଉଧାର ଟଙ୍କା ଫେରି ପାଇବେ। ଅଫିସ୍‌ କାର୍ଯ୍ୟ ପାଇଁ ବିଦେଶ ଯାତ୍ରା କରିପାରନ୍ତି। 

ସିଂହ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ। ଅଫିସ୍‌ କାର୍ଯ୍ୟରେ ସଫଳତା ଲାଭ କରିବେ। 

କନ୍ୟା: ଆଶା କରିଥିବା ଦିଗରୁ ଲାଭବାନ ହେବେ। ବନ୍ଧୁ ମିଳନରେ ଯୋଗ ଦେବେ। ଆର୍ଥିକ ସ୍ଥିତିରେ ସୁଧାର ହେବ। ପିତାମାତାମାନେ ପିଲାଙ୍କ ଭବିଷ୍ୟତ କଥା ଚିନ୍ତା କରିବେ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। 

ତୁଳା: ସକାରାତ୍ମକ ଚିନ୍ତାଧାରାରେ ଦିନ ବିତିବ। ଲେଖାଲେଖି ପ୍ରତି ମନ ବଳାଇବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ସରକାରି ଚାକିରିଆଙ୍କ ପାଇଁ ଦିନଟି ଭଲ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। 

ବିଛା: ସମାଜରେ ମାନ ସମ୍ମାନ ବୃଦ୍ଧ଄ ପାଇବ। ପୈତୃକ ସମ୍ପତ୍ତିକୁ ନେଇ ଘରେ ଅଶାନ୍ତି ସୃଷ୍ଟି ହେବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସାମ୍ନାରେ ନିଜ ପକ୍ଷ ରଖିବେ। ମହିଳାମାନେ ଘର କାର୍ଯ୍ୟରେ ସମୟ ଅତିବାହିତ କରିବେ। 

ଧନୁ: କର୍ମଚଞ୍ଚଳ ରହିବେ। ପରିଶ୍ରମ ଅନୁଯାୟୀ ଫଳ ମିଳିବ ନାହିଁ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମେଡିକାଲ କ୍ଷେତ୍ରରେ ସଫଳତା ମିଳିବ। ବୈବାହିକ ଜୀବନ ସୁଖମୟ ହେବ। 

ମକର: ଦୀର୍ଘ ଦିନର ଆଶା ପୂରଣ ହେବ। ଧାର କରଜରୁ ଦୂରେଇ ରହିବେ। ଅଫିସ୍‌ରେ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ଭାଳି ପାରନ୍ତି। ଘରକୁ ଅତିଥିଙ୍କ ଆଗମନ ହେବ। ଦୀର୍ଘଦିନର କାମ ପୂରା କରିବେ। 

କୁମ୍ଭ: ଦିନଟି ହସଖୁସିରେ ଅତିବାହିତ କରିବେ। ଜୀବନସାଥୀଙ୍କ ସହ ଦୂରସ୍ଥାନକୁ ଯାତ୍ରା କରିବେ। ଯାନବାହନ ଚଳାଚଳ ସମୟରେ ସାବଧାନତା ଅବଲମ୍ବନ କରିବେ। ସାମାଜିକ କାର୍ଯ୍ୟରେ ଯୋଗ ଦେବେ। 

ମୀନ: କୋର୍ଟ କଚେରୀ ମାମଲାର ଶୁଣାଣି ହେବ। ବ୍ୟବସାୟରେ ଉନ୍ନତି ହେବ। ଅଫିସ୍‌ କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ଧୈର୍ଯ୍ୟର ସହ ପ୍ରତ୍ୟେକ କାର୍ଯ୍ୟ କରିବେ। କୋର୍ଟକଚେରୀ ମାମଲାରେ ବିଜୟ ଲାଭ କରିବେ। 

13 Mar 2026 By Madhusudan Das

Friday Horoscope: ଶୁକ୍ରବାର ରାଶିଫଳ ( ୧୩-୦୩-୨୦୨୬ )

ମେଷ: ପରିଶ୍ରମର ଫଳ ମିଳିବ। ଦିନଟି ଶୁଭଫଳ ପ୍ରଦାନ କରିବ। ଅଫିସ୍‌ ସହକର୍ମୀଙ୍କ ସହଯୋଗ ମିଳିପାରେ।  ନୂଆ ପ୍ରୋଜେକ୍ଟ  ଆରମ୍ଭ କରିବା ପାଇଁ ଅନୁକୂଳ ସମୟ। ବରିଷ୍ଠ ଅଧିକାରୀ କାର୍ଯ୍ୟ ପାଇଁ ପ୍ରଶଂସା କରିବେ। 

ବୃଷ: ଲକ୍ଷ୍ୟ ସ୍ଥଳରେ ପହଞ୍ଚିବା ପାଇଁ କଠିନ ପରିଶ୍ରମ କରିବେ। ମାନ ସମ୍ମାନ ବୃଦ୍ଧି ପାଇବ। ଧାର କରଜରୁ ଦୂରେଇ ରହିବେ। ଅଟକିଥ଄ବା କାର୍ଯ୍ୟ ପୂରା ହେବ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ।  

ମିଥୁନ: ଅଚାନକ ଶୁଭ ଖବର ପାଇବେ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ପରିବାର ସଦସ୍ୟଙ୍କ ସହ ହସଖୁସିରେ ସମୟ ଅତିବାହିତ କରିବେ। ଯୋଜନା ମୁତାବକ କାର୍ଯ୍ୟ କରନ୍ତୁ। 

କର୍କଟ: ବନ୍ଧୁଙ୍କୁ ଆର୍ଥିକ ସାହାଯ୍ୟ କରିବେ। କ୍ୟାରିୟର ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିପାରନ୍ତି। ମନ ପ୍ରସନ୍ନ ରହିବ। ଉଧାର ଟଙ୍କା ଫେରି ପାଇବେ। ଅଫିସ୍‌ କାର୍ଯ୍ୟ ପାଇଁ ବିଦେଶ ଯାତ୍ରା କରିପାରନ୍ତି। 

ସିଂହ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ। ଅଫିସ୍‌ କାର୍ଯ୍ୟରେ ସଫଳତା ଲାଭ କରିବେ। 

କନ୍ୟା: ଆଶା କରିଥିବା ଦିଗରୁ ଲାଭବାନ ହେବେ। ବନ୍ଧୁ ମିଳନରେ ଯୋଗ ଦେବେ। ଆର୍ଥିକ ସ୍ଥିତିରେ ସୁଧାର ହେବ। ପିତାମାତାମାନେ ପିଲାଙ୍କ ଭବିଷ୍ୟତ କଥା ଚିନ୍ତା କରିବେ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। 

ତୁଳା: ସକାରାତ୍ମକ ଚିନ୍ତାଧାରାରେ ଦିନ ବିତିବ। ଲେଖାଲେଖି ପ୍ରତି ମନ ବଳାଇବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ସରକାରି ଚାକିରିଆଙ୍କ ପାଇଁ ଦିନଟି ଭଲ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। 

ବିଛା: ସମାଜରେ ମାନ ସମ୍ମାନ ବୃଦ୍ଧ଄ ପାଇବ। ପୈତୃକ ସମ୍ପତ୍ତିକୁ ନେଇ ଘରେ ଅଶାନ୍ତି ସୃଷ୍ଟି ହେବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସାମ୍ନାରେ ନିଜ ପକ୍ଷ ରଖିବେ। ମହିଳାମାନେ ଘର କାର୍ଯ୍ୟରେ ସମୟ ଅତିବାହିତ କରିବେ। 

ଧନୁ: କର୍ମଚଞ୍ଚଳ ରହିବେ। ପରିଶ୍ରମ ଅନୁଯାୟୀ ଫଳ ମିଳିବ ନାହିଁ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମେଡିକାଲ କ୍ଷେତ୍ରରେ ସଫଳତା ମିଳିବ। ବୈବାହିକ ଜୀବନ ସୁଖମୟ ହେବ। 

ମକର: ଦୀର୍ଘ ଦିନର ଆଶା ପୂରଣ ହେବ। ଧାର କରଜରୁ ଦୂରେଇ ରହିବେ। ଅଫିସ୍‌ରେ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ଭାଳି ପାରନ୍ତି। ଘରକୁ ଅତିଥିଙ୍କ ଆଗମନ ହେବ। ଦୀର୍ଘଦିନର କାମ ପୂରା କରିବେ। 

କୁମ୍ଭ: ଦିନଟି ହସଖୁସିରେ ଅତିବାହିତ କରିବେ। ଜୀବନସାଥୀଙ୍କ ସହ ଦୂରସ୍ଥାନକୁ ଯାତ୍ରା କରିବେ। ଯାନବାହନ ଚଳାଚଳ ସମୟରେ ସାବଧାନତା ଅବଲମ୍ବନ କରିବେ। ସାମାଜିକ କାର୍ଯ୍ୟରେ ଯୋଗ ଦେବେ। 

ମୀନ: କୋର୍ଟ କଚେରୀ ମାମଲାର ଶୁଣାଣି ହେବ। ବ୍ୟବସାୟରେ ଉନ୍ନତି ହେବ। ଅଫିସ୍‌ କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ଧୈର୍ଯ୍ୟର ସହ ପ୍ରତ୍ୟେକ କାର୍ଯ୍ୟ କରିବେ। କୋର୍ଟକଚେରୀ ମାମଲାରେ ବିଜୟ ଲାଭ କରିବେ। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp