ମନୋରଞ୍ଜନ
Friday Horoscope: ଶୁକ୍ରବାର ରାଶିଫଳ ( ୧୪-୦୮-୨୦୨୬ )
ମେଷ: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ଭାଳିପାରନ୍ତି। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ଭଲ। ଆର୍ଥିକ ସମସ୍ୟା ଦେଖାଦେଇ ପାରେ। ବୈବାହିକ ଜୀବନ ସୁଖମୟ ହେବ।
ବୃଷ: କୌଣସି ବି ପରିସ୍ଥିତିରେ ହାର୍ ମାନନ୍ତୁନି। କଠିନ ପରିଶ୍ରମ କରି ସଫଳ ହୋଇପାରନ୍ତି। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ବିଦ୍ୟାର୍ଥୀମାନେ ଖେଳକୁଦରେ ସମୟ ବିତାଇବେ।
ମିଥୁନ: ଦୂରଯାତ୍ରାରୁ ଥକ୍କାପଣ ଅନୁଭବ କରିପାରନ୍ତି। ଦୀର୍ଘ ଦିନର ଆଶା ପୂରଣ ହେବ। ପାରିବାରିକ ସୁଖ ଶାନ୍ତି ମିଳିପାରେ। ଯାନବାହନ କ୍ରୟ କରିପାରନ୍ତି। ପିଲାଙ୍କ ଭବିଷ୍ୟତ ପାଇଁ ପିତାମାତା ଚିନ୍ତା କରିବେ।
କର୍କଟ: ଆଇଟି ଚାକିରିଆଙ୍କ ପାଇଁ ଦିନଟି ଭଲ। ଲୋକ ସମ୍ପର୍କ ବୃଦ୍ଧି ପାଇବ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ମହିଳାମାନେ ଘରକାମରେ ବ୍ୟସ୍ତ ରହିବେ।
ସିଂହ: ଦିନଟି ଶୁଭଫଳ ପ୍ରଦାନ କରିବ। ମହିଳାମାନେ ସନ୍ତାନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ରହିପାରନ୍ତି। ଅତିଥି ସତ୍କାର କରିପାରନ୍ତି। ବ୍ୟବସାୟରୁ ଲାଭ ମିଳିପାରେ। ମାନ ସମ୍ମାନ ବୃଦ୍ଧି ପାଇବ।
କନ୍ୟା: ଦିନଟି ବ୍ୟସ୍ତରେ ବିତିବ। ଜମି କିଣାବିକା ପାଇଁ ଭଲ ସମୟ। ଆୟ ଅନୁସାରେ ବ୍ୟୟ କମ୍ ହେବ। ପ୍ରିୟଜନଙ୍କ ସହ ଦୂରଯାତ୍ରା କରିପାରନ୍ତି। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ।
ତୁଳା: ଯୋଜନା ଅନୁଯାୟୀ କାମ କରିବେ। ଜୀବନସାଥିଙ୍କ ସହ ଖୁସିର ମୁହୂର୍ତ୍ତ ବିତାଇବେ। ଲୋକ ସମ୍ପର୍କ ବୃଦ୍ଧି ପାଇବ। ଧାର୍ମିକ କାର୍ଯ୍ୟ ପ୍ରତି ମନ ବଳାଇବେ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ।
ବିଛା: ପାରିବାରିକ ସମସ୍ୟା ଲାଗି ରହିପାରେ। କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ଜୀବନସାଥିଙ୍କ ସହ ଭ୍ରମଣ ଯୋଗ ରହିଛି। ବିଦ୍ୟାର୍ଥୀମାନେ କ୍ୟାରିୟର କଥା ଚିନ୍ତା କରିବେ। ସଙ୍ଗୀତ ପ୍ରତି ରୁଚି ବଢ଼ିବ।
ଧନୁ: ବନ୍ଧୁ ମିଳନ ଯୋଗ ରହିଛି। ଆଣ୍ଠୁଗଣ୍ଠି ସମସ୍ୟା ଭୋଗିପାରନ୍ତି। ନୂତନ ବ୍ୟବସାୟ ଆରମ୍ଭ କରିବେ। ପତି-ପତ୍ନୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ଯାତାୟତ ସମୟରେ ସତର୍କତା ଅବଲମ୍ବନ କରନ୍ତୁ।
ମକର: ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ଉଧାର ଦେଇଥିବା ଟଙ୍କା ଫେରି ପାଇବେ। କର୍ମକ୍ଷେତ୍ରରେ ପଦୋନ୍ନତି ଯୋଗ ରହିଛି। ମହିଳାମାନେ ଅଳଙ୍କାର କିଣାକିଣିରେ ସମୟ ଦେବେ।
କୁମ୍ଭ: ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁନି। ପିତାଙ୍କ ସ୍ବାସ୍ଥ୍ୟସମସ୍ୟା ଚିନ୍ତିତ କରିପାରେ। ଆଶା କରିଥିବା ଦିଗରୁ ନିରାଶ ହୋଇପାରନ୍ତି। ଧୈର୍ଯ୍ୟ ରଖି ଚାଲନ୍ତୁ। ଧାର୍ମିକ କାର୍ଯ୍ୟରେ ସାମିଲ ରହିବେ।
ମୀନ: ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବୈବାହିକ ଜୀବନ ସୁଖମୟ ହେବ। ମହିଳାଙ୍କ ଦାୟିତ୍ବ ବଢ଼ିପାରେ। କୌଣସି କଥାକୁ ନେଇ ଚିନ୍ତା ବଢ଼ିପାରେ। ପୁରୁଣା ନିବେଶରୁ ଲାଭ ମିଳିପାରେ।