ଶୁକ୍ରବାର ରାଶିଫଳ ( ୧୬ – ୦୬ – ୨୦୨୩ )

The Sakala Picture
Published On

ମେଷ: ଅଟକି ଥିବା କାର୍ଯ୍ୟ ପୂରଣ କରିବେ। ଆପଣଙ୍କ ପାଇଁ ସମୟ ବହୁତ ଭଲ। ନୂତନ ବନ୍ଧୁଙ୍କ ସହ ସାକ୍ଷାତ ହେବ। ପତି-ପତ୍ନୀଙ୍କ ମଧ୍ୟରେ ସୁସମ୍ପର୍କ ରହିବ। ଧନ ପ୍ରାପ୍ତି ହେବ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ। ବୃଷ: ନୂତନ ବ୍ୟବସାୟରେ ନିବେଶ କରନ୍ତୁ, ସମୟ ଅନୁକୂଳ ରହିଛି। କାର୍ଯ୍ୟକ୍ଷେତ୍ରରେ ଉଚ୍ଚପଦସ୍ଥଙ୍କ ଠାରୁ ପ୍ରଶଂସିତ ହେବେ। ମହିଳାମାନେ ସନ୍ତାନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ରହିବେ। ମିଥୁନ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଆର୍ଥିକ ମାମଲାରେ ସାବଧାନ ରହିବେ। କଥା […]

ମେଷ: ଅଟକି ଥିବା କାର୍ଯ୍ୟ ପୂରଣ କରିବେ। ଆପଣଙ୍କ ପାଇଁ ସମୟ ବହୁତ ଭଲ। ନୂତନ ବନ୍ଧୁଙ୍କ ସହ ସାକ୍ଷାତ ହେବ। ପତି-ପତ୍ନୀଙ୍କ ମଧ୍ୟରେ ସୁସମ୍ପର୍କ ରହିବ। ଧନ ପ୍ରାପ୍ତି ହେବ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ (୦୬-୦୭-୨୦୨୬)

ବୃଷ: ନୂତନ ବ୍ୟବସାୟରେ ନିବେଶ କରନ୍ତୁ, ସମୟ ଅନୁକୂଳ ରହିଛି। କାର୍ଯ୍ୟକ୍ଷେତ୍ରରେ ଉଚ୍ଚପଦସ୍ଥଙ୍କ ଠାରୁ ପ୍ରଶଂସିତ ହେବେ। ମହିଳାମାନେ ସନ୍ତାନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ରହିବେ।

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ (୦୯-୦୭-୨୦୨୬)

ମିଥୁନ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଆର୍ଥିକ ମାମଲାରେ ସାବଧାନ ରହିବେ। କଥା କହିବା ସମୟରେ ସଂଯମତା ରକ୍ଷା କରନ୍ତୁ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

ସିଂହ: ଆୟ ଅନୁସାରେ ବ୍ୟୟ ହେବ। ଅକସ୍ମାତ୍‌ ଧନ ଲାଭ ଯୋଗ ରହିଛି। ନିର୍ଦ୍ଧାରିତ ଯୋଜନା ମୁତାବକ କାମ ହେବ। ଜୀବନସାଥୀଙ୍କ ଠାରୁ ମୂଲ୍ୟବାନ ଉପହାର ପାଇପାରନ୍ତି।

କର୍କଟ: ମନ ଭିତରେ ଯାହା କିଛି ଭାବୁଛନ୍ତି ତାହାକୁ ପ୍ରକାଶ କରନ୍ତୁ। ସାହିତ୍ୟ ସମାବେଶରେ ପ୍ରଶଂସିତ ହେବେ। ସମୟର ସଦୁପଯୋଗ କରନ୍ତୁ। ମାତାପିତାଙ୍କ କଥାକୁ ପାଳନ କରନ୍ତୁ।

କନ୍ୟା: କାର୍ଯ୍ୟକ୍ଷେତ୍ରରେ ନିଜ ଟାର୍ଗେଟ୍‌କୁ ପୂରା କରନ୍ତୁ। ଅଯଥାରେ କାହା ସହିତ ଯୁକ୍ତିତର୍କ କରନ୍ତୁନି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। କାର୍ଯ୍ୟରୁ ସଫଳତା ମିଳିବ।

ତୁଳା: ଆଜିର ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ନିଜ ବ୍ୟକ୍ତିଗତ ମାମଲା ବିଷୟରେ ପରିବାର ଲୋକଙ୍କ ସହ ଆଲୋଚନା କରନ୍ତୁ। ପ୍ରତିକୂଳ ପରିସ୍ଥିତିରେ ଭାଙ୍ଗି ପଡ଼ନ୍ତୁନି।

ବିଛା: ଅଟକି ଥିବା ଦିଗରୁ ଧନ ମିଳିପାରେ। ଆୟ ଅନୁସାରେ ବ୍ୟୟ ଅଧିକ ହେବ। ପରିବାରର ଚାପ ଆପଣଙ୍କ ଉପରେ ଅଧିକ ରହିବ। ପିଲାମାନେ ଖେଳକୁଦରେ ସମୟ ବିତାଇବେ। ମହିଳାମାନଙ୍କୁ ମୁଖ୍ୟ ଦାୟିତ୍ବ ମିଳିବ।

ଧନୁ: ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ କଠିନ ପରିଶ୍ରମ କରିବେ। ଆଜି ଭାଗ୍ୟ ଆପଣଙ୍କ ସାଥ୍‌ ଦେବ। କର୍ମକ୍ଷେତ୍ରରେ ବଡ଼ ଦାୟିତ୍ବ ପାଇପାରନ୍ତି। ସନ୍ତାନଙ୍କ କ୍ୟାରିୟରକୁ ନେଇ ଅଭିଭାବକ ଚିନ୍ତାରେ ରହିବେ।

ମକର: ଆପଣଙ୍କ ପ୍ରତିଭା ପ୍ରସ୍ଫୁଟିତ ହେବ। ସରକାରୀ ଚାକିରିଆଙ୍କ ପାଇଁ ଆଜିର ଦିନଟି ବହୁତ ଭଲ। ବନ୍ଧୁଙ୍କ ସହିତ ମନୋରଞ୍ଜନ କରିବେ। ଦିନଟି ବେଶ୍‌ ହସଖୁସିରେ ବିତିବ।

କୁମ୍ଭ: ଅଚାନକ ଆପଣଙ୍କ ମନ ଭିତରେ ପରିବର୍ତ୍ତନ ଆସିବ। ଆର୍ଥିକ ସମସ୍ୟା ରହିବନି। ଅନ୍ୟକୁ ଉଧାର ଦେଇ ଠକିପାରନ୍ତି। ଆୟ ଅନୁସାରେ ଅଧିକ ବ୍ୟୟ ହେବ। ଭଗବାନଙ୍କ ପୂଜାର୍ଚ୍ଚନା କରନ୍ତୁ।

ମୀନ: ଜମି କିଣାବିକା ଯୋଗ ରହିଛି। ଅନ୍ୟମାନଙ୍କୁ ସାହାଯ୍ୟ କରି ଉଦାହରଣ ସୃଷ୍ଟି କରିବେ। ଅଧିକ ଲାଭ ପାଇବା ଆଶାରେ ଭୁଲ୍‌ କରନ୍ତୁନି। ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ।

16 Jun 2023 By The Sakala

ଶୁକ୍ରବାର ରାଶିଫଳ ( ୧୬ – ୦୬ – ୨୦୨୩ )

ମେଷ: ଅଟକି ଥିବା କାର୍ଯ୍ୟ ପୂରଣ କରିବେ। ଆପଣଙ୍କ ପାଇଁ ସମୟ ବହୁତ ଭଲ। ନୂତନ ବନ୍ଧୁଙ୍କ ସହ ସାକ୍ଷାତ ହେବ। ପତି-ପତ୍ନୀଙ୍କ ମଧ୍ୟରେ ସୁସମ୍ପର୍କ ରହିବ। ଧନ ପ୍ରାପ୍ତି ହେବ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।

ବୃଷ: ନୂତନ ବ୍ୟବସାୟରେ ନିବେଶ କରନ୍ତୁ, ସମୟ ଅନୁକୂଳ ରହିଛି। କାର୍ଯ୍ୟକ୍ଷେତ୍ରରେ ଉଚ୍ଚପଦସ୍ଥଙ୍କ ଠାରୁ ପ୍ରଶଂସିତ ହେବେ। ମହିଳାମାନେ ସନ୍ତାନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ରହିବେ।

ମିଥୁନ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଆର୍ଥିକ ମାମଲାରେ ସାବଧାନ ରହିବେ। କଥା କହିବା ସମୟରେ ସଂଯମତା ରକ୍ଷା କରନ୍ତୁ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ।

ସିଂହ: ଆୟ ଅନୁସାରେ ବ୍ୟୟ ହେବ। ଅକସ୍ମାତ୍‌ ଧନ ଲାଭ ଯୋଗ ରହିଛି। ନିର୍ଦ୍ଧାରିତ ଯୋଜନା ମୁତାବକ କାମ ହେବ। ଜୀବନସାଥୀଙ୍କ ଠାରୁ ମୂଲ୍ୟବାନ ଉପହାର ପାଇପାରନ୍ତି।

କର୍କଟ: ମନ ଭିତରେ ଯାହା କିଛି ଭାବୁଛନ୍ତି ତାହାକୁ ପ୍ରକାଶ କରନ୍ତୁ। ସାହିତ୍ୟ ସମାବେଶରେ ପ୍ରଶଂସିତ ହେବେ। ସମୟର ସଦୁପଯୋଗ କରନ୍ତୁ। ମାତାପିତାଙ୍କ କଥାକୁ ପାଳନ କରନ୍ତୁ।

କନ୍ୟା: କାର୍ଯ୍ୟକ୍ଷେତ୍ରରେ ନିଜ ଟାର୍ଗେଟ୍‌କୁ ପୂରା କରନ୍ତୁ। ଅଯଥାରେ କାହା ସହିତ ଯୁକ୍ତିତର୍କ କରନ୍ତୁନି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। କାର୍ଯ୍ୟରୁ ସଫଳତା ମିଳିବ।

ତୁଳା: ଆଜିର ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ନିଜ ବ୍ୟକ୍ତିଗତ ମାମଲା ବିଷୟରେ ପରିବାର ଲୋକଙ୍କ ସହ ଆଲୋଚନା କରନ୍ତୁ। ପ୍ରତିକୂଳ ପରିସ୍ଥିତିରେ ଭାଙ୍ଗି ପଡ଼ନ୍ତୁନି।

ବିଛା: ଅଟକି ଥିବା ଦିଗରୁ ଧନ ମିଳିପାରେ। ଆୟ ଅନୁସାରେ ବ୍ୟୟ ଅଧିକ ହେବ। ପରିବାରର ଚାପ ଆପଣଙ୍କ ଉପରେ ଅଧିକ ରହିବ। ପିଲାମାନେ ଖେଳକୁଦରେ ସମୟ ବିତାଇବେ। ମହିଳାମାନଙ୍କୁ ମୁଖ୍ୟ ଦାୟିତ୍ବ ମିଳିବ।

ଧନୁ: ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ କଠିନ ପରିଶ୍ରମ କରିବେ। ଆଜି ଭାଗ୍ୟ ଆପଣଙ୍କ ସାଥ୍‌ ଦେବ। କର୍ମକ୍ଷେତ୍ରରେ ବଡ଼ ଦାୟିତ୍ବ ପାଇପାରନ୍ତି। ସନ୍ତାନଙ୍କ କ୍ୟାରିୟରକୁ ନେଇ ଅଭିଭାବକ ଚିନ୍ତାରେ ରହିବେ।

ମକର: ଆପଣଙ୍କ ପ୍ରତିଭା ପ୍ରସ୍ଫୁଟିତ ହେବ। ସରକାରୀ ଚାକିରିଆଙ୍କ ପାଇଁ ଆଜିର ଦିନଟି ବହୁତ ଭଲ। ବନ୍ଧୁଙ୍କ ସହିତ ମନୋରଞ୍ଜନ କରିବେ। ଦିନଟି ବେଶ୍‌ ହସଖୁସିରେ ବିତିବ।

କୁମ୍ଭ: ଅଚାନକ ଆପଣଙ୍କ ମନ ଭିତରେ ପରିବର୍ତ୍ତନ ଆସିବ। ଆର୍ଥିକ ସମସ୍ୟା ରହିବନି। ଅନ୍ୟକୁ ଉଧାର ଦେଇ ଠକିପାରନ୍ତି। ଆୟ ଅନୁସାରେ ଅଧିକ ବ୍ୟୟ ହେବ। ଭଗବାନଙ୍କ ପୂଜାର୍ଚ୍ଚନା କରନ୍ତୁ।

ମୀନ: ଜମି କିଣାବିକା ଯୋଗ ରହିଛି। ଅନ୍ୟମାନଙ୍କୁ ସାହାଯ୍ୟ କରି ଉଦାହରଣ ସୃଷ୍ଟି କରିବେ। ଅଧିକ ଲାଭ ପାଇବା ଆଶାରେ ଭୁଲ୍‌ କରନ୍ତୁନି। ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp