Friday Horoscope: ଶୁକ୍ରବାର ରାଶିଫଳ (୧୬-୧୦-୨୦୨୬)

Madhusudan Das Picture
Published On

ମେଷ: ସକରାତ୍ମକ ଦୃଷ୍ଟିରୁ ଦିନଟି ଭଲରେ କଟିବ। ପୂର୍ବର ଭୁଲ୍କୁ ଅନୁଧ୍ୟାନ କରି ଆଗକୁ ବଢ଼ିବାକୁ ଚେଷ୍ଟା କରିବେ।  ଯାତାୟତ ସମୟରେ ସତର୍କତା ଅବଲମ୍ବ କରନ୍ତୁ। ବ୍ୟବସାୟରେ ସଫଳତା ପାଇବେ। ଆୟ ଓ ବ୍ୟୟ ସମାନ ରହିବ। ମହିଳାମାନଙ୍କ ପାଇଁ ଦିନଟି ଭଲ।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ (୦୯-୧୦-୨୦୨୬)

ବୃଷ: ଅଟକି ଥିବା କାର୍ଯ୍ୟରେ  ସଫଳତା ମିଳିବ।  ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପିଠି ଯନ୍ତ୍ରଣା ଅନୁଭବ କରିପାରନ୍ତି। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ଉଧାର ଟଙ୍କା ଫେରି ପାଇପାରନ୍ତି। ମହିଳାମାନେ ଉଚ୍ଚାଭିଳାଷି ହେବେ। ମାନ ସମ୍ମାନ ବୃଦ୍ଧି ପାଇବ। 

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ (୧୩-୧୦-୨୦୨୬)

ମିଥୁନ: ଆର୍ଥିକ ସ୍ଥିତି ଠିକ୍ ରହିବ। ବିଦ୍ୟାର୍ଥୀମାନେ ଭଲ ପ୍ରଦର୍ଶନ କରିବେ। ଅଫିସ୍ ସହକର୍ମୀଙ୍କ ସହଯୋଗ ମିଳିବ। ଅଯଥା କଥାରେ ଯୁକ୍ତି କରନ୍ତୁନି। ଗୁରୁଜନଙ୍କ ସ୍ବାସ୍ଥ୍ୟସମସ୍ୟାକୁ ଚିନ୍ତିତ ରହିପାରନ୍ତି। ଆଶା  କରିଥିବା ଦିଗରୁ ନିରାଶ ହୋଇପାରନ୍ତି। ମାପିଚୁପି କଥା କୁହନ୍ତୁ।

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ (୧୫-୧୦-୨୦୨୬)

କର୍କଟ: ମାନସିକ ଶାନ୍ତି ମିଳିବ। କୋର୍ଟ କଚେରୀ ମାମଲାର ଶୁଣାଣି ହୋଇପାରେ। ଅଟକି ଥିବା କାର୍ଯ୍ୟ ପୂରା ହେବାର ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ ସମସ୍ତଙ୍କ ସହ ଭଲ ଆଚରଣ ଦେଖାନ୍ତୁ। ଗୁରୁଜନଙ୍କଠାରୁ ପରାମର୍ଶ ନେବା ଫଳପ୍ରଦ। ଥଣ୍ଡାଜନିତ ସମସ୍ୟା ହୋଇପାରେ। ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ ।

ସିଂହ: ଅନ୍ୟମାନଙ୍କୁ ଅଧିକ ବିଶ୍ବାସ କରନ୍ତୁନି। ନିଜ ଲୋକ ଶତ୍ରୁ ସାଜିପାରନ୍ତି। ସମସ୍ୟାରେ ପଡ଼ିବାର ଆଶଙ୍କା ଅଧିକ। ଅଯଥା ଖର୍ଚ୍ଚରୁ ଦୂରେଇ ରହୁନ୍ତୁ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଦୂରସ୍ଥାନ ଯାତ୍ରା ଯୋଗ ରହିଛି। ଜମି ବିବାଦର ସମାଧାନ ହେବ। ଅତିଥି ସତ୍କାର କରିପାରନ୍ତି।

କନ୍ୟା: ପରିବାର ସହିତ ସମୟ ବିତାନ୍ତୁ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଅଂହକାର ମନୋଭାବକୁ ଦୂର କରନ୍ତୁ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।  ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ଯାତାୟତ ସମୟରେ ସତର୍କତା  ଅବଲମ୍ବନ କରନ୍ତୁ।

ତୁଳା: ଅଫିସ କାମକୁ ନେଇ ଚିନ୍ତାରେ ରହିପାରନ୍ତି। ଅନ୍ୟମାନଙ୍କ କଥାରେ ପରିଚାଳିତ ହୁଅନ୍ତୁ ନାହିଁ। ଆଧ୍ୟାତ୍ମିକ କାର୍ଯ୍ୟରେ ସମୟ ବିତାନ୍ତୁ। ମହିଳାମାନଙ୍କ ପାଇଁ ଦିନଟି ଭଲ। ପ୍ରେମୀ ଯୁଗଳଙ୍କର ଦିନଟି ଭଲରେ ବିତିବ। କୋର୍ଟ କଚେରୀ ମାମଲାର ଶୁଣାଣି ହେବ। ପିଲାମାନେ ଖେଳମନସ୍କ ହେବେ। 

ବିଛା: ପ୍ରତ୍ୟେକ କ୍ଷେତ୍ରରେ ନିଷ୍ପତ୍ତି ନିଜେ ନିଅନ୍ତୁ। ଯୋଜନା ଅନୁସାରେ କାମ କରିବା ଭଲ। ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରନ୍ତୁନି। ରାଜନୀତିରେ ସକ୍ରିୟ ରହିପାରନ୍ତି। ମନ ମୁତାବକ କାମ କରନ୍ତୁ। ପଡୋଶୀଙ୍କ ସହ ସମ୍ପର୍କ ମଧୁର ହେବ। ଜମି କ୍ରୟ କରିପାରନ୍ତି। ଆୟ ବ୍ୟୟ ସମାନ ରହିବ।  

ଧନୁ: ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ପିଲାମାନଙ୍କ ନକାରାତ୍ମକ ଗତିବିଧିକୁ ନେଇ ଚିନ୍ତାରେ ରହିବେ।  କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଲୋକସମ୍ପର୍କ ବଢ଼ିବ। ଅଫିସ୍ର ସହକର୍ମୀଙ୍କ ସହଯୋଗ ମିଳିବ। ହାତେ ମାପି ଚାଖଣ୍ଡେ ଚାଲିବା ଭଲ। ମହିଳାମାନେ ଘରକାର୍ଯ୍ୟରେ ବ୍ୟସ୍ତ ରହିବେ। 

ମକର: ଯୁବପିଢ଼ିଙ୍କ ପାଇଁ ଦିନଟି ଭଲ। ଧାର୍ମିକ ଏବଂ ଆଧ୍ୟାତ୍ମିକ କାର୍ଯ୍ୟରେ ସମୟ ବିତିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ମହିଳାମାନେ ନିଜ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ। ପେଟଜନିତ ସମସ୍ୟା ହେବାର ଆଶଙ୍କା ରହିଛି। ନୂତନ ବ୍ୟବସାୟ ପାଇଁ ଅନୁକୂଳ ସମୟ। 

କୁମ୍ଭ: ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଅଟକି ଥିବା ଅର୍ଥ ଫେରିପାଇବେ। ଅତିଥି ସତ୍କାରରେ ଦିନ ବିତିବ। କର୍ମଚାରୀଙ୍କ ପାଇଁ ଦିନଟି ଭଲ। ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଭଲ  ପ୍ରଦର୍ଶନ କରିବେ। ଚାକିରିରେ ପଦୋନ୍ନତି ହୋଇପାରେ। 

ମୀନ: ପରିବାର ପାଇଁ ସମୟ କାଢ଼ନ୍ତୁ। ବିପଦରେ ପଡ଼ିଥିବା ଲୋକଙ୍କୁ ସାହାଯ୍ୟର ହାତ ବଢ଼ାନ୍ତୁ। କର୍ମକ୍ଷେତ୍ରରେ କାର୍ଯ୍ୟର ଚାପ ବଢ଼ିବ। ପାରିବାରିକ ଜୀବନରେ ଝଡ଼ ସୃଷ୍ଟି ହେବାର ଆଶଙ୍କା ରହିଛି। ଘରେ ପୂଜାପାଠର ଆୟୋଜନ କରିବେ। କଠିନ  ପରିଶ୍ରମ  କରିବାକୁ ପଡ଼ିପାରେ।  

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp