ଶୁକ୍ରବାର ରାଶିଫଳ (୨୯-୦୮-୨୦୨୫)

The Sakala Picture
Published On

ମେଷ: ଅଫିସ୍‌ କାର୍ଯ୍ୟ ପ୍ରଭାବିତ ହେବ। ଆର୍ଥିକ ସମସ୍ୟା ଦେଖାଦେବ। ଖାଦ୍ୟପାନୀୟ ପ୍ରତି ଧ୍ୟାନ ରଖିବେ। ମହିଳାଙ୍କଠାରେ ଆଣ୍ଠୁଗଣ୍ଠି ସମସ୍ୟା ଦେଖାଦେବ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ । ବୃଷ: ଅଫିସ୍‌ରେ ସହକର୍ମୀଙ୍କ ସହଯୋଗ ମିଳିବ। ବ୍ୟବସାୟରେ ସମସ୍ୟାକୁ ସାମ୍ନା କରିବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ପରିଲକ୍ଷିତ ହେବ। ମନ ପ୍ରସନ୍ନ ରହିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ମିଥୁନ: ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ନୂଆ କାର୍ଯ୍ୟ ଆରମ୍ଭ […]

ମେଷ: ଅଫିସ୍‌ କାର୍ଯ୍ୟ ପ୍ରଭାବିତ ହେବ। ଆର୍ଥିକ ସମସ୍ୟା ଦେଖାଦେବ। ଖାଦ୍ୟପାନୀୟ ପ୍ରତି ଧ୍ୟାନ ରଖିବେ। ମହିଳାଙ୍କଠାରେ ଆଣ୍ଠୁଗଣ୍ଠି ସମସ୍ୟା ଦେଖାଦେବ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ ।

ଆହୁରି ପଢ଼ନ୍ତୁ: ୨୦୨୬ ଫେବୃଆରୀରୁ ବଦଳିବ ଏହି ୪ ରାଶିର ଭାଗ୍ୟ: ମିଳିବ ପ୍ରଚୁର ଧନ ଓ ସଫଳତା

ବୃଷ: ଅଫିସ୍‌ରେ ସହକର୍ମୀଙ୍କ ସହଯୋଗ ମିଳିବ। ବ୍ୟବସାୟରେ ସମସ୍ୟାକୁ ସାମ୍ନା କରିବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ପରିଲକ୍ଷିତ ହେବ। ମନ ପ୍ରସନ୍ନ ରହିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୧୧-୦୩-୨୦୨୬)

ମିଥୁନ: ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ନୂଆ କାର୍ଯ୍ୟ ଆରମ୍ଭ କରିବେ। ବିଦେଶ ଯାତ୍ରା ଯୋଗ ରହିଛି। ପରିବାର ସହିତ ହସଖୁସିରେ ସମୟ ଅତିବାହିତ କରିବେ।

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ ( ୦୯-୦୩-୨୦୨୬ )

କର୍କଟ: ଶାନ୍ତ ଓ ଖୁସି ମନରେ ସମସ୍ତ କାମ ପୂରା କରିବେ। ନିବେଶରୁ ଲାଭ ମିଳିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ଜୀବନସାଥୀଙ୍କ ସହ ବୁଲିବାକୁ ଯିବେ। ଆଇଟି କ୍ଷେତ୍ରରେ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।

ସିଂହ: ବ୍ୟବସାୟରେ ବିରୋଧୀଙ୍କୁ ସାମ୍ନା କରିବେ। ନୂଆ କାମରେ ବନ୍ଧୁ ତଥା ପରିବାର ସଦସ୍ୟଙ୍କ ସହଯୋଗ ମିଳିବ। ବିବାହ ପ୍ରସ୍ତାବ ସ୍ଥିର ହେବ। କଳା କ୍ଷେତ୍ରରେ ରୁଚି ବଢ଼ିବ। ଦେବ କାର୍ଯ୍ୟରେ ମନୋଯୋଗ ଦେବେ।

କନ୍ୟା: ବ୍ୟବସାୟରୁ ଲାଭ ମିଳିବ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ବାପାଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ବିଦ୍ୟାର୍ଥୀ ପ୍ରବେଶିକା ପରୀକ୍ଷା ପାଇଁ ପ୍ରସ୍ତୁତି କରିବେ।

ତୁଳା: କୋର୍ଟକଚେରୀ ମାମଲାରେ ବିଜୟ ଲାଭ କରିବେ। ପାରିବାରିକ ବିବାଦ ଦେଖା ଦେବ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ରହିବେ। ଦୂର ସ୍ଥାନକୁ ଯାତ୍ରା ଯୋଗ ଅଛି। ପ୍ରେମିକ ପ୍ରେମିକାଙ୍କ ପାଇଁ ଦିନଟି ଭଲ।

ବିଛା: କାର୍ଯ୍ୟରେ ବାଧା ଆସିବ। ଅନଲାଇନ୍ ବ୍ୟବସାୟୀଙ୍କୁ ଲାଭ ମିଳିବ। ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ। ଭାଇ-ଭଉଣୀଙ୍କ ସମ୍ପର୍କ ମଜଭୁତ ହେବ। ଦାମ୍ପତ୍ୟ ଜୀବନ ଅଶାନ୍ତି ଭିତରେ ଗତି କରିବ।

ଧନୁ: କର୍ମ ଚଞ୍ଚଳ ରହିବେ। ଧାର୍ମିକ କାର୍ଯ୍ୟ ପ୍ରତି ରୁଚି ବଢ଼ିବ। ଅଫିସ୍‌ କାର୍ଯ୍ୟରେ ସମସ୍ୟା ଆସିବ। ସମୟ ପୂର୍ବରୁ କାମ ଶେଷ କରିବେ। ଆୟର ନୂତନ ମାର୍ଗ ଉନ୍ମୋଚନ ହେବ।

ମକର: ଆୟଠୁ ଅଧିକ ବ୍ୟୟ ହେବ। ପରିବାର ସଦସ୍ୟଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। ସ୍ବାସ୍ଥ୍ୟ ପ୍ରତି ସଚେତନ ହେବେ। ଅଯଥା ଖର୍ଚ୍ଚରେ ନିୟନ୍ତ୍ରଣ ରକ୍ଷା କରିବେ।

କୁମ୍ଭ: ଧାର କରଜରୁ ଦୂରେଇ ରହିବେ। ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ।

ମୀନ: ଦିନଟି ବ୍ୟସ୍ତତା ଭିତରେ କଟିବ। ପରିବାରରେ ହସଖୁସିର ପରିବେଶ ରହିବ। ଖେଳାଳୀଙ୍କ ପାଇଁ ଅନୁକୂଳ ସମୟ। ଧନଲାଭ ଯୋଗ ଅଛି। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

29 Aug 2025 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp