Friday Horoscope: ଶୁକ୍ରବାର ରାଶିଫଳ ( ୨୯-୦୫-୨୦୨୬ )

Madhusudan Das Picture
Published On

ମେଷ: ଅଫିସ୍‌ରେ ସମସ୍ୟା ଦେଖା ଦେବ। ଗୁରୁଜନଙ୍କ ସହ ଉତ୍ତମ ବୁଝାମଣା ରହିବ। ଆର୍ଥିକ ଦୃଷ୍ଟିରୁ ଦିନଟି ଉତ୍ତମ। ରୋଜଗାର ବୃଦ୍ଧ଄ ହେବ। ମନ ପ୍ରସନ୍ନ ରହିବ। ଜୀବନସାଥୀଙ୍କ ସହଯୋଗ ମିଳିବ। 

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୨୨-୦୫-୨୦୨୬ )

ବୃଷ: ଦିନଟି ମିଶ୍ରଫଳ ପ୍ରଦାନ କରିବ। କୌଣସି କାର୍ଯ୍ୟ ବିଗିଡ଼ିଯାଇପାରେ। ଧାର୍ମିକ କାର୍ଯ୍ୟ ପ୍ରତି ଆଗ୍ରହ ବଢ଼ିବ। ଆଚରଣରେ ନିୟନ୍ତ୍ରଣ ରକ୍ଷା କରିବେ। ଆତ୍ମବିଶ୍ବାସର ସହ କାର୍ଯ୍ୟ କରିବେ।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

ମିଥୁନ: ବିରୋଧୀଙ୍କ ସହ ମତାନ୍ତର ଦୂର ହେବ। ଆଇନ ସମ୍ବନ୍ଧୀୟ ମାମଲା ଆପଣଙ୍କ ସପକ୍ଷରେ ଯିବ। ପାରିବାରିକ ଜୀବନରେ ସୁଖଶାନ୍ତି ରହିବ। ପ୍ରେମିକ ପ୍ରେମିକାଙ୍କ ପାଇଁ ଦିନଟି ଭଲ।

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୨୬-୦୫-୨୦୨୬ )

କର୍କଟ: ବିଦ୍ୟାର୍ଥୀ ବିଦେଶ ଯାତ୍ରା କରିବେ। ଗରିବଙ୍କୁ ସାହାଯ୍ୟ କରିବେ। ମାନସିକ ଶାନ୍ତି ମିଳିବ। କାର୍ଯ୍ୟ କ୍ଷେତ୍ରରେ ବରିଷ୍ଠ ଅଧିକାରୀଙ୍କ ମାର୍ଗଦର୍ଶନରେ ପରିଚାଳିତ ହେବେ। ଖର୍ଚ୍ଚରେ ନିୟନ୍ତ୍ରଣ ରକ୍ଷା କରିବେ।

ସିଂହ: ଆର୍ଥିକ ସମସ୍ୟା ସୃଷ୍ଟି ହେବ। ସେଲ୍‌ସ ମାର୍କେଟିଂ କ୍ଷେତ୍ରରେ ସଫଳତା ମିଳିବ। କାର୍ଯ୍ୟକ୍ଷେତ୍ରରେ ବିଶେଷ ଧ୍ୟାନ ଦେବେ। ଦୁର୍ଗା ଚାଳିଶା ପାଠ କରିବା ଭଲ। କାର୍ଯ୍ୟ ଧାରାରେ ପରିବର୍ତ୍ତନ ଆଣିବେ। 

କନ୍ୟା: ସମାଜରେ ମାନ ସମ୍ମାନ ବୃଦ୍ଧି ପାଇବ। ବନ୍ଧୁଙ୍କ ସହାୟତାରେ କାମ ପୂରା କରିବେ। ଛାତ୍ରଛାତ୍ରୀ ପଢ଼ାକୁ ନେଇ ଚିନ୍ତାରେ ରହିବେ। ସ୍ବାସ୍ଥ୍ୟ ସମସ୍ୟା ଉପୁଜିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। 

ତୁଳା: ଦିନଟିରେ ସଫଳତା ମିଳିବ। ପୈତୃକ ବ୍ୟବସାୟରୁ ଲାଭବାନ ହେବେ। ସକାରାତ୍ମକ ଚିନ୍ତାଧାରାରେ ସମସ୍ତ କାର୍ଯ୍ୟ କରିବେ। ଆର୍ଥିକ ଲାଭ ମିଳିବ। ବଚନରେ ମଧୁରତା ରକ୍ଷା କରିବେ। 

ବିଛା: ବାଦବିବାଦରୁ ଦୂରେଇ ରହିବେ। ତରବରିଆ ଭାବେ ନିଷ୍ପତ୍ତି ନେବେ ନାହିଁ। କାମରୁ ଲାଭ ଓ ସଫଳତା ମିଳିବ। ବ୍ୟବସାୟରେ ଦୂରସ୍ଥାନକୁ ଯାତ୍ରା କରିବେ। ପ୍ରେମ ସମ୍ପର୍କ ସୁଖମୟ ହେବ। 

ଧନୁ: କାର୍ଯ୍ୟକ୍ଷେତ୍ରରେ ଆତ୍ମବିଶ୍ବାସର ଅଭାବ ରହିବ। କୌଣସି ସମସ୍ୟାରେ ପଡ଼ିପାରନ୍ତି। ପରିଶ୍ରମ ଅନୁସାରେ ସଫଳତା ମିଳିବ। ମହାଦେବଙ୍କ ପୂଜାର୍ଚ୍ଚନାରେ ସମୟ ବିତିବ। 

ମକର: ବିବାହ ପ୍ରସ୍ତାବ ଆସିବ। ଧନଲାଭ ଯୋଗ ଅଛି। କୌଣସି କଥାକୁ ନେଇ ଅଧିକ ଚିନ୍ତା କରିବେ ନାହିଁ। ଭାଇ,ଭଉଣୀଙ୍କ ସହ ହସ ଖୁସିରେ ଦିନ କାଟିବେ। ଡାକ୍ତରୀ ଛାତ୍ରଛାତ୍ରୀଙ୍କୁ ନିଯୁକ୍ତି ସୁଯୋଗ ମିଳିବ। 

କୁମ୍ଭ: ପରନିନ୍ଦାରୁ ଦୂରେଇ ରହିବେ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତାନ୍ତର ଦେଖା ଦେବ। ରଣନୀତିରେ କାମ କରିବେ ଏବଂ ସଫଳତା ପ୍ରାପ୍ତି ହେବ। ସ୍ବାସ୍ଥ୍ୟ ସମସ୍ୟା ପାଇଁ ଖର୍ଚ୍ଚାନ୍ତ ହେବେ। 

ମୀନ: ଅଫିସ୍‌ରେ ପ୍ରତିଷ୍ଠା ବଢ଼ିବ। ଆର୍ଥିକ ଦୃଷ୍ଟିରୁ ଦିନଟି ଶୁଭ। କାମ ଆରମ୍ଭ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ  ନେବେ। ସମସ୍ତ କାମ ସହଜରେ ପୂରା କରିବେ। ବ୍ୟବସାୟୀ କୌଣସି ଶୁଭ ଖବର ପାଇବେ। 

29 May 2026 By Madhusudan Das

Friday Horoscope: ଶୁକ୍ରବାର ରାଶିଫଳ ( ୨୯-୦୫-୨୦୨୬ )

ମେଷ: ଅଫିସ୍‌ରେ ସମସ୍ୟା ଦେଖା ଦେବ। ଗୁରୁଜନଙ୍କ ସହ ଉତ୍ତମ ବୁଝାମଣା ରହିବ। ଆର୍ଥିକ ଦୃଷ୍ଟିରୁ ଦିନଟି ଉତ୍ତମ। ରୋଜଗାର ବୃଦ୍ଧ଄ ହେବ। ମନ ପ୍ରସନ୍ନ ରହିବ। ଜୀବନସାଥୀଙ୍କ ସହଯୋଗ ମିଳିବ। 

ବୃଷ: ଦିନଟି ମିଶ୍ରଫଳ ପ୍ରଦାନ କରିବ। କୌଣସି କାର୍ଯ୍ୟ ବିଗିଡ଼ିଯାଇପାରେ। ଧାର୍ମିକ କାର୍ଯ୍ୟ ପ୍ରତି ଆଗ୍ରହ ବଢ଼ିବ। ଆଚରଣରେ ନିୟନ୍ତ୍ରଣ ରକ୍ଷା କରିବେ। ଆତ୍ମବିଶ୍ବାସର ସହ କାର୍ଯ୍ୟ କରିବେ।

ମିଥୁନ: ବିରୋଧୀଙ୍କ ସହ ମତାନ୍ତର ଦୂର ହେବ। ଆଇନ ସମ୍ବନ୍ଧୀୟ ମାମଲା ଆପଣଙ୍କ ସପକ୍ଷରେ ଯିବ। ପାରିବାରିକ ଜୀବନରେ ସୁଖଶାନ୍ତି ରହିବ। ପ୍ରେମିକ ପ୍ରେମିକାଙ୍କ ପାଇଁ ଦିନଟି ଭଲ।

କର୍କଟ: ବିଦ୍ୟାର୍ଥୀ ବିଦେଶ ଯାତ୍ରା କରିବେ। ଗରିବଙ୍କୁ ସାହାଯ୍ୟ କରିବେ। ମାନସିକ ଶାନ୍ତି ମିଳିବ। କାର୍ଯ୍ୟ କ୍ଷେତ୍ରରେ ବରିଷ୍ଠ ଅଧିକାରୀଙ୍କ ମାର୍ଗଦର୍ଶନରେ ପରିଚାଳିତ ହେବେ। ଖର୍ଚ୍ଚରେ ନିୟନ୍ତ୍ରଣ ରକ୍ଷା କରିବେ।

ସିଂହ: ଆର୍ଥିକ ସମସ୍ୟା ସୃଷ୍ଟି ହେବ। ସେଲ୍‌ସ ମାର୍କେଟିଂ କ୍ଷେତ୍ରରେ ସଫଳତା ମିଳିବ। କାର୍ଯ୍ୟକ୍ଷେତ୍ରରେ ବିଶେଷ ଧ୍ୟାନ ଦେବେ। ଦୁର୍ଗା ଚାଳିଶା ପାଠ କରିବା ଭଲ। କାର୍ଯ୍ୟ ଧାରାରେ ପରିବର୍ତ୍ତନ ଆଣିବେ। 

କନ୍ୟା: ସମାଜରେ ମାନ ସମ୍ମାନ ବୃଦ୍ଧି ପାଇବ। ବନ୍ଧୁଙ୍କ ସହାୟତାରେ କାମ ପୂରା କରିବେ। ଛାତ୍ରଛାତ୍ରୀ ପଢ଼ାକୁ ନେଇ ଚିନ୍ତାରେ ରହିବେ। ସ୍ବାସ୍ଥ୍ୟ ସମସ୍ୟା ଉପୁଜିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। 

ତୁଳା: ଦିନଟିରେ ସଫଳତା ମିଳିବ। ପୈତୃକ ବ୍ୟବସାୟରୁ ଲାଭବାନ ହେବେ। ସକାରାତ୍ମକ ଚିନ୍ତାଧାରାରେ ସମସ୍ତ କାର୍ଯ୍ୟ କରିବେ। ଆର୍ଥିକ ଲାଭ ମିଳିବ। ବଚନରେ ମଧୁରତା ରକ୍ଷା କରିବେ। 

ବିଛା: ବାଦବିବାଦରୁ ଦୂରେଇ ରହିବେ। ତରବରିଆ ଭାବେ ନିଷ୍ପତ୍ତି ନେବେ ନାହିଁ। କାମରୁ ଲାଭ ଓ ସଫଳତା ମିଳିବ। ବ୍ୟବସାୟରେ ଦୂରସ୍ଥାନକୁ ଯାତ୍ରା କରିବେ। ପ୍ରେମ ସମ୍ପର୍କ ସୁଖମୟ ହେବ। 

ଧନୁ: କାର୍ଯ୍ୟକ୍ଷେତ୍ରରେ ଆତ୍ମବିଶ୍ବାସର ଅଭାବ ରହିବ। କୌଣସି ସମସ୍ୟାରେ ପଡ଼ିପାରନ୍ତି। ପରିଶ୍ରମ ଅନୁସାରେ ସଫଳତା ମିଳିବ। ମହାଦେବଙ୍କ ପୂଜାର୍ଚ୍ଚନାରେ ସମୟ ବିତିବ। 

ମକର: ବିବାହ ପ୍ରସ୍ତାବ ଆସିବ। ଧନଲାଭ ଯୋଗ ଅଛି। କୌଣସି କଥାକୁ ନେଇ ଅଧିକ ଚିନ୍ତା କରିବେ ନାହିଁ। ଭାଇ,ଭଉଣୀଙ୍କ ସହ ହସ ଖୁସିରେ ଦିନ କାଟିବେ। ଡାକ୍ତରୀ ଛାତ୍ରଛାତ୍ରୀଙ୍କୁ ନିଯୁକ୍ତି ସୁଯୋଗ ମିଳିବ। 

କୁମ୍ଭ: ପରନିନ୍ଦାରୁ ଦୂରେଇ ରହିବେ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତାନ୍ତର ଦେଖା ଦେବ। ରଣନୀତିରେ କାମ କରିବେ ଏବଂ ସଫଳତା ପ୍ରାପ୍ତି ହେବ। ସ୍ବାସ୍ଥ୍ୟ ସମସ୍ୟା ପାଇଁ ଖର୍ଚ୍ଚାନ୍ତ ହେବେ। 

ମୀନ: ଅଫିସ୍‌ରେ ପ୍ରତିଷ୍ଠା ବଢ଼ିବ। ଆର୍ଥିକ ଦୃଷ୍ଟିରୁ ଦିନଟି ଶୁଭ। କାମ ଆରମ୍ଭ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ  ନେବେ। ସମସ୍ତ କାମ ସହଜରେ ପୂରା କରିବେ। ବ୍ୟବସାୟୀ କୌଣସି ଶୁଭ ଖବର ପାଇବେ। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp