ମନୋରଞ୍ଜନ

ଆମେରିକାରେ ଶାହରୁଖ୍ ଖାନଙ୍କ ନୂଆ କ୍ରିକେଟ୍ ଷ୍ଟାଡିୟମ୍: ଉଦ୍‌ଘାଟନୀ ଭିଡିଓରେ ନଜର ଆସିଲେ ପାକିସ୍ତାନୀ ବଂଶୋଦ୍ଭବ ଖେଳାଳି
ରିଆଲିଟି ସୋ 'ଦି ଆଲାଏନ୍ସ'ରେ ସୋହେଲ୍ ଖାନ୍‌ଙ୍କ ୱାଇଲ୍ଡ କାର୍ଡ ଏଣ୍ଟ୍ରି: ସଲମାନଙ୍କ ରିଆକ୍ସନ ବିଷୟରେ କହିଲେ ଅଭିନେତା
'କାଲା ହିରଣ' ବିବାଦ: ସେନ୍ସର ବୋର୍ଡକୁ ଯାଇନାହିଁ ଫିଲ୍ମ, ସଲମାନ ଖାନଙ୍କ ଆବେଦନ ଉପରେ ଦିଲ୍ଲୀ ହାଇକୋର୍ଟରେ ଶୁଣାଣି ସ୍ଥଗିତ
'ଟକ୍ସିକ୍'ର ନୂଆ ଟିଜର ରିଲିଜ୍: ଆକ୍ସନ୍ ବଦଳରେ ବୋଲ୍ଡ ସିନ୍ ଦେଖି ତାଜୁବ୍ ଫ୍ୟାନ୍ସ, ୟଶ୍ ଏବଂ କିଆରାଙ୍କ ରୋମାନ୍ସକୁ ନେଇ ଟ୍ରୋଲ୍ ହେଲେ ମେକର୍ସ
ବିବାହ ପୂର୍ବରୁ ଲିଭ୍-ଇନ୍‌ରେ ରହିବାକୁ ପରାମର୍ଶ ଦେଲେ ଭେଟେରାନ୍ ଅଭିନେତ୍ରୀ ଜୀନତ ଅମାନ, କହିଲେ '୧୫ ବର୍ଷ ଦୁଃଖରେ ରହିବା ଅପେକ୍ଷା ୫ ବର୍ଷ ଖୁସି ଭଲ'

Friday Horoscope: ଶୁକ୍ରବାର ରାଶିଫଳ ( ୦୩-୦୭-୨୦୨୬ )

Madhusudan Das Picture
Published On

ମେଷ: ଯୋଜନା ମୁତାବକ କାମ କରିବେ। କ୍ୟାରିୟରକୁ ନେଇ ଆଗକୁ ବଢ଼ିବେ। ବୈବାହିକ ଜୀବନ ସୁଖମୟ ହେବ। ଆର୍ଥିକ ଦୃଷ୍ଟିରୁ ଦିନଟି ଭଲରେ କଟିବ। ଅଫିସ୍‌ କାର୍ଯ୍ୟ ପାଇଁ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

ବୃଷ: ସମାଜରେ ମାନସମ୍ମାନ ବୃଦ୍ଧି ପାଇବ। ଦୀର୍ଘ ଦିନର ଆଶା ପୂରଣ ହେବ। ପରିବାରର ଦାୟିତ୍ବ ସୁଚାରୁରୂପେ ତୁଲାଇବେ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ରାଜନେତାଙ୍କ ପାଇଁ ଦିନଟି ଭଲ। 

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ (୨୯-୦୬-୨୦୨୬)

ମିଥୁନ: କାର୍ଯ୍ୟକ୍ଷେତ୍ରରେ ଅଧିକ କାମ କରିବାକୁ ପଡ଼ିପାରେ। ବ୍ୟବସାୟରେ ଲାଭ ମିଳିବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଚକ୍ଷୁ ସମସ୍ୟା ଭୋଗିପାରନ୍ତି। ଆଶା ପୂରଣ ହେବ।  

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ (୦୧-୦୭-୨୦୨୬)

କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ପ୍ରତିଯୋଗିତାମୂଳକ ପରୀକ୍ଷା ପ୍ରସ୍ତୁତି ଲାଗି ବିଦ୍ୟାର୍ଥୀଙ୍କୁ ଅଧିକ ପରିଶ୍ରମ କରିବାକୁ ପଡ଼ିପାରେ। 

ସିଂହ: କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। କାର୍ଯ୍ୟରେ ସଫଳତା ମିଳିବ। ଦିନଟି ବ୍ୟସ୍ତତା ଭିତରେ କଟିପାରେ। ସାମାଜିକ କାର୍ଯ୍ୟରେ ସହଯୋଗ କରିବେ। ପରିବାର ସହିତ ହସ ଖୁସିର ସମୟ ବିତାଇବେ।   

କନ୍ୟା: ସହକର୍ମୀଙ୍କ ସହ ଉତ୍ତମ ବୁଝାମଣା ରହିବ। ଉଧାର ଦେଇଥିବା ଟଙ୍କା ଫେରି ପାଇବେ। ପରିବାର ସଦସ୍ୟଙ୍କ ସହ ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।

ତୁଳା: ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କଠାରୁ ପ୍ରଶଂସା ପାଇବେ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ। ଧନ ଲାଭର ଯୋଗ ଅଛି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଲୋକ ସମ୍ପର୍କ ବୃଦ୍ଧି ପାଇବ। 

ବିଛା: କୋର୍ଟ କଚେରୀ ମାମଲାର ଶୁଣାଣି ହେବ। ଅଧିକ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ। ମହିଳାମାନେ ଘରକାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। 

ଧନୁ: ଜୀବନସାଥୀଙ୍କଠାରୁ ଉପହାର ମିଳିବ। ଗୁରୁଜନଙ୍କ ଆଶୀର୍ବାଦ  ନେଇ ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ। 

ମକର: ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ବ୍ୟବସାୟକୁ ଆଗକୁ ନେବା ଲାଗି ନୂଆ ଯୋଜନା କରିବେ। କଣ୍ଠଶିଳ୍ପୀଙ୍କ ପାଇଁ ଦିନଟି ଭଲ। ବ୍ୟକ୍ତିଗତ କଥା ଅନ୍ୟମାନଙ୍କ ସହ ସେୟାର କରନ୍ତୁନି। 

କୁମ୍ଭ: ଖୁସି ଖବର ମିଳିପାରେ। ସନ୍ତାନଙ୍କ ଭବିଷ୍ୟତ ପାଇଁ  ନୂଆ ଯୋଜନା ପ୍ରସ୍ତୁତ କରିବେ। ଅବିବାହିତଙ୍କ ପାଇଁ  ବିବାହ ପ୍ରସ୍ତାବ ଆସିପାରେ। ବ୍ୟବସାୟରୁ ଲାଭ ମିଳିବ। ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ। 

ମୀନ: ଚାକିରିରେ ନୂଆ ସୁଯୋଗ ଜୁଟିପାରେ। ଆଣ୍ଠୁଗଣ୍ଠି ସମସ୍ୟା ହୋଇପାରେ।  ଦାମ୍ପତ୍ୟ ଜୀବନ ସୁଖମୟ ହେବ।  ଧାର୍ମିକ କାର୍ଯ୍ୟରେ ସାମିଲ ରହିବେ। ସକାରାତ୍ମକ ଚିନ୍ତାଧାରା  ନେଇ ଆଗକୁ ବଢ଼ିବେ। 

03 Jul 2026 By Madhusudan Das

Friday Horoscope: ଶୁକ୍ରବାର ରାଶିଫଳ ( ୦୩-୦୭-୨୦୨୬ )

ମେଷ: ଯୋଜନା ମୁତାବକ କାମ କରିବେ। କ୍ୟାରିୟରକୁ ନେଇ ଆଗକୁ ବଢ଼ିବେ। ବୈବାହିକ ଜୀବନ ସୁଖମୟ ହେବ। ଆର୍ଥିକ ଦୃଷ୍ଟିରୁ ଦିନଟି ଭଲରେ କଟିବ। ଅଫିସ୍‌ କାର୍ଯ୍ୟ ପାଇଁ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

ବୃଷ: ସମାଜରେ ମାନସମ୍ମାନ ବୃଦ୍ଧି ପାଇବ। ଦୀର୍ଘ ଦିନର ଆଶା ପୂରଣ ହେବ। ପରିବାରର ଦାୟିତ୍ବ ସୁଚାରୁରୂପେ ତୁଲାଇବେ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ରାଜନେତାଙ୍କ ପାଇଁ ଦିନଟି ଭଲ। 

ମିଥୁନ: କାର୍ଯ୍ୟକ୍ଷେତ୍ରରେ ଅଧିକ କାମ କରିବାକୁ ପଡ଼ିପାରେ। ବ୍ୟବସାୟରେ ଲାଭ ମିଳିବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଚକ୍ଷୁ ସମସ୍ୟା ଭୋଗିପାରନ୍ତି। ଆଶା ପୂରଣ ହେବ।  

କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ପ୍ରତିଯୋଗିତାମୂଳକ ପରୀକ୍ଷା ପ୍ରସ୍ତୁତି ଲାଗି ବିଦ୍ୟାର୍ଥୀଙ୍କୁ ଅଧିକ ପରିଶ୍ରମ କରିବାକୁ ପଡ଼ିପାରେ। 

ସିଂହ: କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। କାର୍ଯ୍ୟରେ ସଫଳତା ମିଳିବ। ଦିନଟି ବ୍ୟସ୍ତତା ଭିତରେ କଟିପାରେ। ସାମାଜିକ କାର୍ଯ୍ୟରେ ସହଯୋଗ କରିବେ। ପରିବାର ସହିତ ହସ ଖୁସିର ସମୟ ବିତାଇବେ।   

କନ୍ୟା: ସହକର୍ମୀଙ୍କ ସହ ଉତ୍ତମ ବୁଝାମଣା ରହିବ। ଉଧାର ଦେଇଥିବା ଟଙ୍କା ଫେରି ପାଇବେ। ପରିବାର ସଦସ୍ୟଙ୍କ ସହ ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।

ତୁଳା: ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କଠାରୁ ପ୍ରଶଂସା ପାଇବେ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ। ଧନ ଲାଭର ଯୋଗ ଅଛି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଲୋକ ସମ୍ପର୍କ ବୃଦ୍ଧି ପାଇବ। 

ବିଛା: କୋର୍ଟ କଚେରୀ ମାମଲାର ଶୁଣାଣି ହେବ। ଅଧିକ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ। ମହିଳାମାନେ ଘରକାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। 

ଧନୁ: ଜୀବନସାଥୀଙ୍କଠାରୁ ଉପହାର ମିଳିବ। ଗୁରୁଜନଙ୍କ ଆଶୀର୍ବାଦ  ନେଇ ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ। 

ମକର: ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ବ୍ୟବସାୟକୁ ଆଗକୁ ନେବା ଲାଗି ନୂଆ ଯୋଜନା କରିବେ। କଣ୍ଠଶିଳ୍ପୀଙ୍କ ପାଇଁ ଦିନଟି ଭଲ। ବ୍ୟକ୍ତିଗତ କଥା ଅନ୍ୟମାନଙ୍କ ସହ ସେୟାର କରନ୍ତୁନି। 

କୁମ୍ଭ: ଖୁସି ଖବର ମିଳିପାରେ। ସନ୍ତାନଙ୍କ ଭବିଷ୍ୟତ ପାଇଁ  ନୂଆ ଯୋଜନା ପ୍ରସ୍ତୁତ କରିବେ। ଅବିବାହିତଙ୍କ ପାଇଁ  ବିବାହ ପ୍ରସ୍ତାବ ଆସିପାରେ। ବ୍ୟବସାୟରୁ ଲାଭ ମିଳିବ। ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ। 

ମୀନ: ଚାକିରିରେ ନୂଆ ସୁଯୋଗ ଜୁଟିପାରେ। ଆଣ୍ଠୁଗଣ୍ଠି ସମସ୍ୟା ହୋଇପାରେ।  ଦାମ୍ପତ୍ୟ ଜୀବନ ସୁଖମୟ ହେବ।  ଧାର୍ମିକ କାର୍ଯ୍ୟରେ ସାମିଲ ରହିବେ। ସକାରାତ୍ମକ ଚିନ୍ତାଧାରା  ନେଇ ଆଗକୁ ବଢ଼ିବେ। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp