ଶୁକ୍ରବାର ରାଶିଫଳ ( ୦୫-୧୨-୨୦୨୫ )

Madhusudan Das Picture
Published On

ମେଷ: ମନ ପ୍ରସନ୍ନ ରହିବ। ଦୀର୍ଘଦିନରୁ ଅଟକିଥିବା କାମ ପୂରା ହେବ। ଧାର୍ମିକ କାର୍ଯ୍ୟ ପ୍ରତି ରୁଚି ବଢ଼ିବ । ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି।  ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଉଧାର ଟଙ୍କା ଫେରିପାଇବେ।

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୦୩-୦୩-୨୦୨୬ )

ବୃଷ: ନୂତନ କାମ ଆରମ୍ଭ କରିବାକୁ ଭଲ ସମୟ। କୋର୍ଟ ସମ୍ବନ୍ଧୀୟ ମାମଲାର ସମାଧାନ ହେବ। ଭାବିଚିନ୍ତି କାମ କରନ୍ତୁ। ପରିଶ୍ରମ ଅନୁସାରେ ଫଳ ମିଳିବ ନାହିଁ। ରାଜନୀତିରେ ନୂଆ ଲୋକଙ୍କ ସହ ମିଳାମିଶା ବଢ଼ିବ।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

ମିଥୁନ: ଯାନବାହନ କିଣିବା ଯୋଗ ଅଛି। ପରିବାରକୁ ସମୟ ଦେବେ। ପାରିବାରିକ ଜୀବନ ସୁଖମୟ ହେବ। ପିଲାଙ୍କ ବଦମାସ ସ୍ବଭାବରେ ପିତାମାତା ବିରକ୍ତି ହୋଇପାରନ୍ତି। ଆୟ ଓ ବ୍ୟୟ ସମାନ ରହିବ। 

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୦୬-୦୩-୨୦୨୬ )

କର୍କଟ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଅଫିସ୍‌ରେ ସହକର୍ମୀଙ୍କ ସହଯୋଗ ମିଳିବ। ବନ୍ଧୁଙ୍କ ସହଯୋଗ ମିଳିପାରେ। ମହିଳାମାନେ ପିଲାଙ୍କ କ୍ୟାରିୟରକୁ ନେଇ ଚିନ୍ତିତ ରହିବେ। 

ସିଂହ: ପାରିବାରିକ ବ୍ୟବସାୟକୁ ଆଗକୁ ନେବେ। ସମ୍ମାନ ହାନି ଯୋଗ ଅଛି। ଚାଷ କ୍ଷେତ୍ରରେ ଲାଭ ମିଳିବ। ଘରେ ପୂଜାପାଠ ଆୟୋଜନ କରିବେ। ଅଭିବାହିତଙ୍କ ପାଇଁ ଉତ୍ତମ ପ୍ରସ୍ତାବ ଆସିପାରେ।  

କନ୍ୟା: ଅଚାନକ ଖୁସି ଖବର ପାଇପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ବିଦେଶ ଯାତ୍ରା କରିପାରନ୍ତି।  ବିଦ୍ୟାର୍ଥୀ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବେ। 

ତୁଳା: ସମାଜସେବା ପ୍ରତି ଆଗ୍ରହ ବଢ଼ିବ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ନୂତନ ଯାନବାହନ କିଣିପାରନ୍ତି। ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ଜମି ତଥା ଯାନବାହନ କିଣିପାରନ୍ତି। 

ବିଛା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଘରେ ପୂଜାପାଠ, ଭଜନକୀର୍ତ୍ତନ ଆୟୋଜନ କରିବେ। ମନରୁ ନକାରାତ୍ମକ ଚିନ୍ତାଧାରା ଦୂର ହେବ।  ଆଳସ୍ୟ ଅନୁଭବ କରିପାରନ୍ତି। ପ୍ରେମରେ ବିଫଳ ହୋଇପାରନ୍ତି। 

ଧନୁ: ସନ୍ତାନଙ୍କ କ୍ୟାରିୟରକୁ ନେଇ ଅଭିଭାବକ ଚିନ୍ତାରେ ରହିବେ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ଗୁରୁଜନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। କୌଣସି ନୂଆ କାମ ଆରମ୍ଭ କରିପାରନ୍ତି।

ମକର: କର୍ମତତ୍ପର ରହିବେ। ଆଧ୍ୟାତ୍ମିକ ଦିଗରୁ ଦିନଟି ଭଲ। କର୍ମକ୍ଷେତ୍ରରେ କାମ ଚାପ ରହିବ।  ଛାତ୍ରଛାତ୍ରୀମାନେ ନୂଆ ବିଷୟ ପାଇଁ ଆଗ୍ରହ ପ୍ରକାଶ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। 

କୁମ୍ଭ: ବ୍ୟବସାୟରୁ ଆଶାଜନକ ଲାଭ ମିଳିବ। କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ।  ଭବିଷ୍ୟତ ପାଇଁ ଚିନ୍ତା ବଢ଼ିବ।  ନୂଆ ଯୋଜନା କରିପାରନ୍ତି। ବନ୍ଧୁଙ୍କ ସହ ଦୂରଯାତ୍ରା କରିପାରନ୍ତି। ଆଶା ପୂରଣ ହେବ। 

ମୀନ: ଆତ୍ମବିଶ୍ବାସ ବୃଦ୍ଧି ପାଇବ। ପଢ଼ା ପାଇଁ ଅର୍ଥ ନିବେଶ କରିବେ। ଧାର କରଜରୁ ଦୂରେଇ ରହିବେ। ପୈତୃକ ସମ୍ପତ୍ତିରୁ ଲାଭ ମିଳିବ। ଦୀର୍ଘ ଦିନରୁ ଲାଗିରହିଥିବା ପାରିବାରିକ ସମସ୍ୟାର ସମାଧାନ ହେବ।

05 Dec 2025 By Madhusudan Das

ଶୁକ୍ରବାର ରାଶିଫଳ ( ୦୫-୧୨-୨୦୨୫ )

ମେଷ: ମନ ପ୍ରସନ୍ନ ରହିବ। ଦୀର୍ଘଦିନରୁ ଅଟକିଥିବା କାମ ପୂରା ହେବ। ଧାର୍ମିକ କାର୍ଯ୍ୟ ପ୍ରତି ରୁଚି ବଢ଼ିବ । ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି।  ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଉଧାର ଟଙ୍କା ଫେରିପାଇବେ।

ବୃଷ: ନୂତନ କାମ ଆରମ୍ଭ କରିବାକୁ ଭଲ ସମୟ। କୋର୍ଟ ସମ୍ବନ୍ଧୀୟ ମାମଲାର ସମାଧାନ ହେବ। ଭାବିଚିନ୍ତି କାମ କରନ୍ତୁ। ପରିଶ୍ରମ ଅନୁସାରେ ଫଳ ମିଳିବ ନାହିଁ। ରାଜନୀତିରେ ନୂଆ ଲୋକଙ୍କ ସହ ମିଳାମିଶା ବଢ଼ିବ।

ମିଥୁନ: ଯାନବାହନ କିଣିବା ଯୋଗ ଅଛି। ପରିବାରକୁ ସମୟ ଦେବେ। ପାରିବାରିକ ଜୀବନ ସୁଖମୟ ହେବ। ପିଲାଙ୍କ ବଦମାସ ସ୍ବଭାବରେ ପିତାମାତା ବିରକ୍ତି ହୋଇପାରନ୍ତି। ଆୟ ଓ ବ୍ୟୟ ସମାନ ରହିବ। 

କର୍କଟ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଅଫିସ୍‌ରେ ସହକର୍ମୀଙ୍କ ସହଯୋଗ ମିଳିବ। ବନ୍ଧୁଙ୍କ ସହଯୋଗ ମିଳିପାରେ। ମହିଳାମାନେ ପିଲାଙ୍କ କ୍ୟାରିୟରକୁ ନେଇ ଚିନ୍ତିତ ରହିବେ। 

ସିଂହ: ପାରିବାରିକ ବ୍ୟବସାୟକୁ ଆଗକୁ ନେବେ। ସମ୍ମାନ ହାନି ଯୋଗ ଅଛି। ଚାଷ କ୍ଷେତ୍ରରେ ଲାଭ ମିଳିବ। ଘରେ ପୂଜାପାଠ ଆୟୋଜନ କରିବେ। ଅଭିବାହିତଙ୍କ ପାଇଁ ଉତ୍ତମ ପ୍ରସ୍ତାବ ଆସିପାରେ।  

କନ୍ୟା: ଅଚାନକ ଖୁସି ଖବର ପାଇପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ବିଦେଶ ଯାତ୍ରା କରିପାରନ୍ତି।  ବିଦ୍ୟାର୍ଥୀ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବେ। 

ତୁଳା: ସମାଜସେବା ପ୍ରତି ଆଗ୍ରହ ବଢ଼ିବ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ନୂତନ ଯାନବାହନ କିଣିପାରନ୍ତି। ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ଜମି ତଥା ଯାନବାହନ କିଣିପାରନ୍ତି। 

ବିଛା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଘରେ ପୂଜାପାଠ, ଭଜନକୀର୍ତ୍ତନ ଆୟୋଜନ କରିବେ। ମନରୁ ନକାରାତ୍ମକ ଚିନ୍ତାଧାରା ଦୂର ହେବ।  ଆଳସ୍ୟ ଅନୁଭବ କରିପାରନ୍ତି। ପ୍ରେମରେ ବିଫଳ ହୋଇପାରନ୍ତି। 

ଧନୁ: ସନ୍ତାନଙ୍କ କ୍ୟାରିୟରକୁ ନେଇ ଅଭିଭାବକ ଚିନ୍ତାରେ ରହିବେ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ଗୁରୁଜନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। କୌଣସି ନୂଆ କାମ ଆରମ୍ଭ କରିପାରନ୍ତି।

ମକର: କର୍ମତତ୍ପର ରହିବେ। ଆଧ୍ୟାତ୍ମିକ ଦିଗରୁ ଦିନଟି ଭଲ। କର୍ମକ୍ଷେତ୍ରରେ କାମ ଚାପ ରହିବ।  ଛାତ୍ରଛାତ୍ରୀମାନେ ନୂଆ ବିଷୟ ପାଇଁ ଆଗ୍ରହ ପ୍ରକାଶ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। 

କୁମ୍ଭ: ବ୍ୟବସାୟରୁ ଆଶାଜନକ ଲାଭ ମିଳିବ। କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ।  ଭବିଷ୍ୟତ ପାଇଁ ଚିନ୍ତା ବଢ଼ିବ।  ନୂଆ ଯୋଜନା କରିପାରନ୍ତି। ବନ୍ଧୁଙ୍କ ସହ ଦୂରଯାତ୍ରା କରିପାରନ୍ତି। ଆଶା ପୂରଣ ହେବ। 

ମୀନ: ଆତ୍ମବିଶ୍ବାସ ବୃଦ୍ଧି ପାଇବ। ପଢ଼ା ପାଇଁ ଅର୍ଥ ନିବେଶ କରିବେ। ଧାର କରଜରୁ ଦୂରେଇ ରହିବେ। ପୈତୃକ ସମ୍ପତ୍ତିରୁ ଲାଭ ମିଳିବ। ଦୀର୍ଘ ଦିନରୁ ଲାଗିରହିଥିବା ପାରିବାରିକ ସମସ୍ୟାର ସମାଧାନ ହେବ।

https://www.thesakala.in/horoscope/friday-horoscope-5th-dec-2025/article-43405
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp