Friday Horoscope: ଶୁକ୍ରବାର ରାଶିଫଳ ( ୦୫-୦୬-୨୦୨୬ )

Madhusudan Das Picture
Published On

ମେଷ: ଅଫିସ୍‌ କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଆଶା କରିଥିବା ଦିଗରୁ ଧନ ମିଳିପାରେ। ଜୀବନସାଥୀଙ୍କ ସହ ହସ ଖୁସିର ସମୟ ବିତାଇବେ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ।

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ (୦୧-୦୬-୨୦୨୬)

ବୃଷ: ଛାତ୍ରଛାତ୍ରୀମାନେ ସଫଳତା ପାଇବା ପାଇଁ କଠିନ ପରିଶ୍ରମ କରିବେ। ନିଜ ଲୋକ ଶତ୍ରୁ ସାଜିପାରନ୍ତି। କୌଣସି କଥାକୁ  ନେଇ ମନ ଉଦାସ ରହିପାରେ। କଣ୍ଠଶିଳ୍ପୀଙ୍କ ପାଇଁ ଦିନଟି ବହୁତ ଭଲ। 

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୦୨-୦୬-୨୦୨୬ )

ମିଥୁନ: ଦିନଟି ଶୁଭଫଳ ପ୍ରଦାନ କରିବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। 

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ (୦୪-୦୬-୨୦୨୬)

କର୍କଟ: ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଦୀର୍ଘଦିନରୁ ଅଟକି ରହିଥ଄ବା କାର୍ଯ୍ୟ ପୂରା ହେବ। ପାରିବାରିକ ଜୀବନ ସୁଖମୟ ହେବ। ପରିବାର ସହିତ ସୁଖଦ ସମୟ ଅତିବାହିତ କରିବେ। ଲୋକ ସମ୍ପର୍କ ବଢ଼ିବ। 

ସିଂହ: ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ମନ ପ୍ରସନ୍ନ ରହିବ। ବିଦ୍ୟାର୍ଥୀ ଖେଳକୁଦରେ ସମୟ ଅତିବାହିତ କରିବେ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଯାନବାହନ କିଣିବାର ସ୍ବପ୍ନ ସାକାର ହେବ। ସମାଜରେ ପ୍ରତିଷ୍ଠା ବଢ଼ିବ।

କନ୍ୟା: ରାଜନୀତିରେ ସାମିଲ ହୋଇପାରନ୍ତି। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବୈବାହିକ ଜୀବନ ସୁଖମୟ ହେବ। ବନ୍ଧୁଙ୍କ ସହ ଦୂରସ୍ଥାନକୁ ଯାତ୍ରା କରିବେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ। 

ତୁଳା: ଅଫିସ୍‌ କାର୍ଯ୍ୟରେ ବିଦେଶ ଯାତ୍ରା ଯୋଗ ଅଛି। ଧାରକରଜରୁ ଦୂରେଇ ରହିବେ। ମାଆଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ସୁଖ ସମୃଦ୍ଧି ବୃଦ୍ଧି ପାଇବ ।

ବିଛା: କର୍ମଚଞ୍ଚଳ ରହିବେ। ମନ ପ୍ରସନ୍ନ ରହିବ। ଆୟଠୁ ବ୍ୟୟ ଅଧିକ ହେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଘର ପାଇଁ ନୂଆ ଜିନିଷ କିଣିପାରନ୍ତି। କଳା, ସାହିତ୍ୟ କ୍ଷେତ୍ରରେ ସଫଳତା ମିଳିବ। 

ଧନୁ: ବନ୍ଧୁଙ୍କ ସହଯୋଗରେ ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଧାର୍ମିକ କାର୍ଯ୍ୟ କରିବେ। ସମାଜସେବାରେ ନିଜକୁ ନିୟୋଜିତ କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେଇପାରେ। 

ମକର: ଶାରୀରିକ ଯନ୍ତ୍ରଣା ଭୋଗିବେ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବୁଲାବୁଲି ପାଇଁ ଯୋଜନା ପ୍ରସ୍ତୁତ କରିବେ। ସାହିତ୍ୟ ପ୍ରତି ରୁଚି ବଢ଼ିବ। ବ୍ୟବସାୟରେ କ୍ଷତି ଘଟିବ। ଉଧାର ଦେଇଥିବା ଟଙ୍କା ଫେରି ପାଇବେ। 

କୁମ୍ଭ: ପୁରୁଣା ନିବେଶରୁ ଲାଭ ମିଳିପାରେ। କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଆତ୍ମବିଶ୍ବାସର ସହ କାର୍ଯ୍ୟ ସମ୍ପାଦନ କରିବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ପାରିବାରିକ ସମ୍ପର୍କ ମଜବୁତ୍‌ ହେବ। 

ମୀନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ପଡ଼ୋଶୀଙ୍କ ସହ ବିବାଦ ଦେଖା ଦେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। 

05 Jun 2026 By Madhusudan Das

Friday Horoscope: ଶୁକ୍ରବାର ରାଶିଫଳ ( ୦୫-୦୬-୨୦୨୬ )

ମେଷ: ଅଫିସ୍‌ କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଆଶା କରିଥିବା ଦିଗରୁ ଧନ ମିଳିପାରେ। ଜୀବନସାଥୀଙ୍କ ସହ ହସ ଖୁସିର ସମୟ ବିତାଇବେ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ।

ବୃଷ: ଛାତ୍ରଛାତ୍ରୀମାନେ ସଫଳତା ପାଇବା ପାଇଁ କଠିନ ପରିଶ୍ରମ କରିବେ। ନିଜ ଲୋକ ଶତ୍ରୁ ସାଜିପାରନ୍ତି। କୌଣସି କଥାକୁ  ନେଇ ମନ ଉଦାସ ରହିପାରେ। କଣ୍ଠଶିଳ୍ପୀଙ୍କ ପାଇଁ ଦିନଟି ବହୁତ ଭଲ। 

ମିଥୁନ: ଦିନଟି ଶୁଭଫଳ ପ୍ରଦାନ କରିବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। 

କର୍କଟ: ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଦୀର୍ଘଦିନରୁ ଅଟକି ରହିଥ଄ବା କାର୍ଯ୍ୟ ପୂରା ହେବ। ପାରିବାରିକ ଜୀବନ ସୁଖମୟ ହେବ। ପରିବାର ସହିତ ସୁଖଦ ସମୟ ଅତିବାହିତ କରିବେ। ଲୋକ ସମ୍ପର୍କ ବଢ଼ିବ। 

ସିଂହ: ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ମନ ପ୍ରସନ୍ନ ରହିବ। ବିଦ୍ୟାର୍ଥୀ ଖେଳକୁଦରେ ସମୟ ଅତିବାହିତ କରିବେ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଯାନବାହନ କିଣିବାର ସ୍ବପ୍ନ ସାକାର ହେବ। ସମାଜରେ ପ୍ରତିଷ୍ଠା ବଢ଼ିବ।

କନ୍ୟା: ରାଜନୀତିରେ ସାମିଲ ହୋଇପାରନ୍ତି। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବୈବାହିକ ଜୀବନ ସୁଖମୟ ହେବ। ବନ୍ଧୁଙ୍କ ସହ ଦୂରସ୍ଥାନକୁ ଯାତ୍ରା କରିବେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ। 

ତୁଳା: ଅଫିସ୍‌ କାର୍ଯ୍ୟରେ ବିଦେଶ ଯାତ୍ରା ଯୋଗ ଅଛି। ଧାରକରଜରୁ ଦୂରେଇ ରହିବେ। ମାଆଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ସୁଖ ସମୃଦ୍ଧି ବୃଦ୍ଧି ପାଇବ ।

ବିଛା: କର୍ମଚଞ୍ଚଳ ରହିବେ। ମନ ପ୍ରସନ୍ନ ରହିବ। ଆୟଠୁ ବ୍ୟୟ ଅଧିକ ହେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଘର ପାଇଁ ନୂଆ ଜିନିଷ କିଣିପାରନ୍ତି। କଳା, ସାହିତ୍ୟ କ୍ଷେତ୍ରରେ ସଫଳତା ମିଳିବ। 

ଧନୁ: ବନ୍ଧୁଙ୍କ ସହଯୋଗରେ ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଧାର୍ମିକ କାର୍ଯ୍ୟ କରିବେ। ସମାଜସେବାରେ ନିଜକୁ ନିୟୋଜିତ କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେଇପାରେ। 

ମକର: ଶାରୀରିକ ଯନ୍ତ୍ରଣା ଭୋଗିବେ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବୁଲାବୁଲି ପାଇଁ ଯୋଜନା ପ୍ରସ୍ତୁତ କରିବେ। ସାହିତ୍ୟ ପ୍ରତି ରୁଚି ବଢ଼ିବ। ବ୍ୟବସାୟରେ କ୍ଷତି ଘଟିବ। ଉଧାର ଦେଇଥିବା ଟଙ୍କା ଫେରି ପାଇବେ। 

କୁମ୍ଭ: ପୁରୁଣା ନିବେଶରୁ ଲାଭ ମିଳିପାରେ। କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଆତ୍ମବିଶ୍ବାସର ସହ କାର୍ଯ୍ୟ ସମ୍ପାଦନ କରିବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ପାରିବାରିକ ସମ୍ପର୍କ ମଜବୁତ୍‌ ହେବ। 

ମୀନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ପଡ଼ୋଶୀଙ୍କ ସହ ବିବାଦ ଦେଖା ଦେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp