Friday Horoscope: ଶୁକ୍ରବାର ରାଶିଫଳ ( ୦୭-୦୮-୨୦୨୬ )
ମେଷ: ଦୀର୍ଘ ଦିନର ଆଶା ପୂରଣ ହେବ। ଆୟ ଓ ବ୍ୟୟ ସମାନ ରହିପାରେ। ମାନ ସମ୍ମାନ ବୃଦ୍ଧି ପାଇବ। ଅଫିସ୍ କାର୍ଯ୍ୟ ପ୍ରଭାବିତ ହୋଇପାରେ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ ।
ବୃଷ: ଅଫିସ୍ରେ ସହକର୍ମୀଙ୍କ ସହଯୋଗ ମିଳିପାରେ। ପରିବାର ଲୋକଙ୍କ ସହ ହସଖୁସିର ସମୟ ବିତାଇବେ। ବ୍ୟବସାୟରେ ଲାଭ ମିଳିପାରେ। ମନ ପ୍ରସନ୍ନ ରହିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ମିଥୁନ: ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ଅଫିସ୍ କାର୍ଯ୍ୟ ପାଇଁ ବିଦେଶ ଯାତ୍ରା କରିପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। କୌଣସି କଥାକୁ ନେଇ ମନ ବିଚଳିତ ରହିପାରେ।
କର୍କଟ: ପୁରୁଣା ନିବେଶରୁ ଲାଭ ମିଳିପାରେ। ଯୋଜନା ମୁତାବକ କାମ କରିବେ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମହିଳାମାନେ ପୂଜାର୍ଚ୍ଚନାରେ ବ୍ୟସ୍ତ ରହିବେ।
ସିଂହ: ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଗୁରୁଜନଙ୍କ ଆଶୀର୍ବାଦ ନେଇ ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ପରିବାର ସଦସ୍ୟଙ୍କ ସହଯୋଗ ମିଳିବ। ବିବାହ ପ୍ରସ୍ତାବ ସ୍ଥିର ହେବ। ରାଜନେତାଙ୍କ ପାଇଁ ଦିନଟି ଭଲ।
କନ୍ୟା: ବ୍ୟବସାୟରୁ ଲାଭ ମିଳିପାରେ। ଅଫିସ୍ରେ ପଦୋନ୍ନତି ସମ୍ଭାବନା ଅଛି। ଲୋକ ସମ୍ପର୍କ ବୃଦ୍ଧ ପାଇବ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ଆଖି ବୁଜି ଅନ୍ୟମାନଙ୍କ ଉପରେ ଭରସା କରନ୍ତୁନି।
ତୁଳା: କୋର୍ଟକଚେରୀ ମାମଲାରେ ବିଜୟ ଲାଭ କରିବେ। ପାରିବାରିକ ବିବାଦ ଦେଖା ଦେବ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ରହିପାରନ୍ତି। ପ୍ରେମିକ ପ୍ରେମିକାଙ୍କ ପାଇଁ ଦିନଟି ଭଲ।
ବିଛା: କାର୍ଯ୍ୟରେ ବାଧା ଆସିପାରେ। ସକାରାତ୍ମକ ଚିନ୍ତାଧାରା ସହିତ ଆଗକୁ ବଢ଼ିବେ। ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆୟ ଓ ବ୍ୟୟ ସମାନ ରହିବ।
ଧନୁ: କର୍ମ ଚଞ୍ଚଳ ରହିବେ। ମାନ ସମ୍ମାନ ବୃଦ୍ଧି ପାଇବ। ଧାର୍ମିକ କାର୍ଯ୍ୟ ପ୍ରତି ରୁଚି ବଢ଼ିବ। ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁନି। ଉଧାର ଦେଇଥିବା ଟଙ୍କା ଫେରି ପାଇବେ। ଧୈର୍ଯ୍ୟ ରଖି କାମ କରନ୍ତୁ।
ମକର: ଆୟଠୁ ଅଧିକ ବ୍ୟୟ ହେବ। ପରିବାର ସଦସ୍ୟଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ମହିଳାମାନେ ଘର କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ।
କୁମ୍ଭ: ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଧାର କରଜରୁ ଦୂରେଇ ରହିବେ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ। ବ୍ୟବସାୟ ପାଇଁ ନୂଆ ଯୋଜନା କରିପାରନ୍ତି।ନିଜ ଲୋକ ଶତ୍ରୁ ସାଜିପାରନ୍ତି।
ମୀନ: ଦିନଟି ବ୍ୟସ୍ତତା ଭିତରେ କଟିବ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ଆଶା ପୂରଣ ହେବ। ଧନଲାଭ ଯୋଗ ଅଛି। ସକାରାତ୍ମକ ଚିନ୍ତାଧାରା ସହିତ ଆଗକୁ ବଢ଼ିବେ। ଯୋଜନା ମୁତାବକ କାମ କରିବେ।