Friday Horoscope: ଶୁକ୍ରବାର ରାଶିଫଳ (୦୯-୧୦-୨୦୨୬)

Madhusudan Das Picture
Published On

ମେଷ: ନୂତନ ବ୍ୟବସାୟ ପାଇଁ ଭଲ ସମୟ। ଧାର କରଜରୁ ଦୂରେଇ ରହିବେ। ବ୍ୟବସାୟରେ କ୍ଷତି ହୋଇପାରେ। ପ୍ରିୟବନ୍ଧୁଙ୍କୁ ନିଜ ମନକଥା କହିବେ। ପ୍ରେମୀଯୁଗଳଙ୍କ ମତାନ୍ତର ଦୂର ହେବ। 

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ (୦୨-୧୦-୨୦୨୬)

ବୃଷ: ଅବିବାହିତଙ୍କ ବିବାହ ସ୍ଥିର ହେବ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ସମ୍ପତ୍ତି ବିବାଦ ସମାଧାନ ହେବ। ପିଲାମାନେ ଖେଳକୁଦରେ ସମୟ ବିତାଇବେ। 

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ (୦୫-୧୦-୨୦୨୬)

ମିଥୁନ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଦୂର ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟୀ ନୂଆ ବ୍ୟବସାୟର ଯୋଜନା କରିବେ। ସ୍ଥ୍ୟ ସମସ୍ୟା ଦେଖାଦେବ। ଅଫିସ୍‌ ସହକର୍ମୀଙ୍କ ସହଯୋଗରେ ଆଗକୁ ବଢ଼ିବେ। 

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ (୦୭-୧୦-୨୦୨୬)

କର୍କଟ: ରାଜନେତାଙ୍କ ପାଇଁ ଦିନଟି ଭଲ। ଜମି କାରବାରରେ ସଫଳ ହେବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେଇପାରେ। ଅଯଥା କାମରେ ସମୟ ନଷ୍ଟ ହେବ। 

ସିଂହ: ଧନ ଆଗମନ ହେବ। ଅଫିସ୍‌ କାମ ଠିକ୍‌ ସମୟରେ ଶେଷ କରିବେ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ପଡୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ। 

କନ୍ୟା: ବନ୍ଧୁଙ୍କ ସହ ସମୟ ଅତିବାହିତ କରିବେ। ଅଫିସ୍‌ରେ ଅସୁବିଧାର ସମ୍ମୁଖୀନ ହେବେ। ଚାକିରିରେ ବଦଳି ସମ୍ଭାବନା ଅଛି। ଦାନ ଧର୍ମ କରିବେ।  

ତୁଳା: ମନ ଖୁସି ରହିବ। ନୂଆ ଚାକିରି ମିଳିବା ସମ୍ଭାବନା ଅଛି। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ବୁଝାମଣା ଦେଖା ଦେବ। ମାନ ସମ୍ମାନ ବୃଦ୍ଧ଄ ପାଇବ।  ଅଫିସ୍‌ କାମ ପାଇଁ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। 

ବିଛା: ରାଜନୀତିରେ ସକ୍ରିୟ ହେବେ। ସମସ୍ତ କାର୍ଯ୍ୟ ସୁଚାରୁରୂପେ ତୁଲାଇବେ। କୌଣସି କଥାକୁ ନେଇ ମନ ଉଣା କରିପାରନ୍ତି। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। 

ଧନୁ: ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। କାର୍ଯ୍ୟରୁ ଆଶାଜନକ ଲାଭ ମିଳିବ ନାହିଁ। ଆୟ ଓ ବ୍ୟୟ ସମାନ ରହିବ। ନିଜ ଲୋକ ଶତ୍ରୁ ସାଜିପାରନ୍ତି। 

ମକର: ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ଚକ୍ଷୁ ସମସ୍ୟା ଭୋଗିପାରନ୍ତି। ତରବରିଆ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଧାର୍ମିକ କାର୍ଯ୍ୟରେ ସାମିଲ ରହିବେ। ପୁରୁଣା ବନ୍ଧୁଙ୍କ ସହ ଭେଟ ହେବ। 

କୁମ୍ଭ: ବ୍ୟାଙ୍କ ଓ ଆଇଟି କ୍ଷେତ୍ରରେ ସଫଳତା ମିଳିବ। ଚିନ୍ତା ଓ ଅବସାଦରେ ରହିବେ। ସାମାଜିକ ଓ ଧାର୍ମିକ କାର୍ଯ୍ୟରେ ମନୋନିବେଶ କରିପାରନ୍ତି। କଠିନ ପରିଶ୍ରମ କରିବାକୁ ପଡ଼ିପାରେ।  

ମୀନ: ନୂଆ ନିଯୁକ୍ତି ଅବସର ମିଳିବ। ନିଜ ପାଇଁ ସମୟ ବାହାର କରିବେ। ବୈବାହିକ ଜୀବନ ସୁଖମୟ ହେବ। ଅର୍ଥ ସଞ୍ଚୟ ଯୋଜନା କରିପାରନ୍ତି। ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp