ଶୁକ୍ରବାର ରାଶିଫଳ ( ୧୩ – ୧୨ – ୨୦୨୪ )

The Sakala Picture
Published On

ମେଷ: ନୂଆ କାମ ଆରମ୍ଭ କରିବା ପାଇଁ ଭଲ ସମୟ। ପ୍ରିୟବନ୍ଧୁଙ୍କୁ ନିଜ ମନକଥା କହିବେ। ଆର୍ଥିକ ସ୍ଥିତି ମଜଭୁତ୍‌ ହେବ। ପ୍ରେମୀଯୁଗଳଙ୍କ ମତାନ୍ତର ଦୂର ହେବ। ମହିଳାମାନେ ଘର କାମରେ ବ୍ୟସ୍ତ ରହିପାରନ୍ତି। ବୃଷ: ଘରେ ମାଙ୍ଗଳିକ କାର୍ଯ୍ୟକ୍ରମ ଆୟୋଜନ ହେବ। ଅବିବାହିତଙ୍କ ବିବାହ ସ୍ଥିର ହେବ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ପୈତୃକ ସମ୍ପତ୍ତିକୁ ନେଇ ଭାଇଭାଇଙ୍କ ମଧ୍ୟରେ ବିବାଦ ସୃଷ୍ଟି ହୋଇପାରେ। ମିଥୁନ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଦୂର ସ୍ଥାନକୁ ଯାତ୍ରାଯୋଗ […]

ମେଷ: ନୂଆ କାମ ଆରମ୍ଭ କରିବା ପାଇଁ ଭଲ ସମୟ। ପ୍ରିୟବନ୍ଧୁଙ୍କୁ ନିଜ ମନକଥା କହିବେ। ଆର୍ଥିକ ସ୍ଥିତି ମଜଭୁତ୍‌ ହେବ। ପ୍ରେମୀଯୁଗଳଙ୍କ ମତାନ୍ତର ଦୂର ହେବ। ମହିଳାମାନେ ଘର କାମରେ ବ୍ୟସ୍ତ ରହିପାରନ୍ତି।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

ବୃଷ: ଘରେ ମାଙ୍ଗଳିକ କାର୍ଯ୍ୟକ୍ରମ ଆୟୋଜନ ହେବ। ଅବିବାହିତଙ୍କ ବିବାହ ସ୍ଥିର ହେବ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ପୈତୃକ ସମ୍ପତ୍ତିକୁ ନେଇ ଭାଇଭାଇଙ୍କ ମଧ୍ୟରେ ବିବାଦ ସୃଷ୍ଟି ହୋଇପାରେ।

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ (୨୩-୦୪-୨୦୨୬)

ମିଥୁନ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଦୂର ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟୀ ନୂଆ ବ୍ୟବସାୟର ଯୋଜନା କରିବେ। ପ୍ରେମୀ ଯୁଗଳ ସୁନ୍ଦର ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖାଦେବ।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୨୪-୦୪-୨୦୨୬ )

କର୍କଟ: ପଡ଼ୋଶୀଙ୍କ ସାହାଯ୍ୟ ମିଳିବ। କ୍ରୀଡ଼ାବିତ୍‌ଙ୍କୁ ଶୁଭ ଖବର ମିଳିବ। ଜମି କାରବାରରେ ସଫଳ ହେବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। ଦୂରଯାତ୍ରା ସମୟରେ ସତର୍କତା ଅବଲମ୍ବନ କରନ୍ତୁ।

ସିଂହ: ଇଚ୍ଛା ମୁତାବକ କାମ ହେବ। ଆଣ୍ଠୁଗଣ୍ଠି ସମସ୍ୟା ପାଇଁ ଚିନ୍ତାରେ ରହିବେ। ଅଚାନକ ଖୁସି ଖବର ପାଇପାରନ୍ତି। ଅଫିସ୍‌ କାମ ଠିକ୍‌ ସମୟରେ ଶେଷ କରିବେ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ।

କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ନାଚ, ଗୀତ ପ୍ରତି ରୁଚି ବଢ଼ିବ। ବନ୍ଧୁଙ୍କ ସହ ସମୟ ଅତିବାହିତ କରିବେ। ଅଫିସ୍‌ରେ ଅସୁବିଧାର ସମ୍ମୁଖୀନ ହେବେ। ଚାକିରିରେ ବଦଳି ସମ୍ଭାବନା ଅଛି।

ତୁଳା: ମନ ଖୁସି ରହିବ। ପରିବାର ସଦସ୍ୟଙ୍କ ସହ ସମୟ ଅତିବାହିତ କରିବେ। ନୂଆ ଚାକିରି ମିଳିବା ସମ୍ଭାବନା ଅଛି। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ଦେଖା ଦେବ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ।

ବିଛା: ରାଜନୀତିରେ ସକ୍ରିୟ ହେବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବନ୍ଧୁଙ୍କ କଥା ଖରାପ ଲାଗିବ। ସମସ୍ତ କାର୍ଯ୍ୟ ସୁଚାରୁରୂପେ ତୁଲାଇବେ। ଆୟ ସହ ଖର୍ଚ୍ଚ ବଢ଼ିବ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିବାରେ।

ଧନୁ: ଚାକିରି ପାଇଁ ବିଦେଶ ଯାତ୍ରା କରିପାରନ୍ତି। ନିଜ ଲୋକ ଶତ୍ରୁ ସାଜିବେ। ମାପିଚୁପି କଥା କୁହନ୍ତୁ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ଉଦର ଜନିତ ସମସ୍ୟା ଦେଖା ଦେବ। ଆୟ ବ୍ୟୟ ସମାନ ରହିବ।

ମକର: ସମୟର ସଦୁପଯୋଗ କରିବେ। ପ୍ରେମ ସମ୍ବନ୍ଧ ମଜଭୁତ ହେବ। ଠକାମିର ଶିକାର ହେବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ଦୀର୍ଘ ଦିନର ଆଶା ପୂରଣ ହେବ। ଅନ୍ୟଙ୍କୁ କଟୁ କଥା କୁହନ୍ତୁନି।

କୁମ୍ଭ: ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁ ନାହିଁ। ସନ୍ତାନଙ୍କ କ୍ୟାରିୟର୍‌କୁ ନେଇ ଚିନ୍ତାରେ ରହିବେ। ବ୍ୟାଙ୍କ ଓ ଆଇଟି କ୍ଷେତ୍ରରେ ସଫଳତା ମିଳିବ। ଚିନ୍ତା ଓ ଅବସାଦରେ ରହିବେ। ମହିଳାମାନଙ୍କ ଦାୟିତ୍ବ ଅଧିକ ବଢ଼ିବ।

ମୀନ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ବିବାହକୁ ନେଇ ଚିନ୍ତାରେ ରହିବେ। ନୂଆ ନିଯୁକ୍ତି ଅବସର ମିଳିବ। ନିଜ ପାଇଁ ସମୟ ବାହାର କରିବେ। ବୈବାହିକ ଜୀବନ ସୁଖମୟ ହେବ। ଅର୍ଥ ସଞ୍ଚୟ ଯୋଜନା କରିବେ।

13 Dec 2024 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp