ଶୁୁକ୍ରବାର ରାଶିଫଳ ( ୧୮-୦୪- ୨୦୨୫ )

The Sakala Picture
Published On

ମେଷ: ଚକ୍ଷୁ ପାଇଁ କଷ୍ଟ ପାଇପାରନ୍ତି। ଆର୍ଥିକସ୍ଥିତିରେ ସୁଧାର ଆସିବ। ନୂତନ ନିବେଶରୁ କ୍ଷତିଗ୍ରସ୍ତ ହୋଇପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ପିଲାମାନେ ପଢ଼ାରେ ଧ୍ୟାନ ଦେବେ। ବୃଷ: ବିଭିନ୍ନ କାର୍ଯ୍ୟରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ଦକ୍ଷତା ପ୍ରମାଣିତ ହେବ । ଆୟ ବୃଦ୍ଧି ହେତୁ ଉତ୍ସାହିତ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଦିନଟି ହସଖୁସିରେ ବିତିବ। ମିଥୁନ: ଜରୁରୀ କାର୍ଯ୍ୟରେ ବ୍ୟସ୍ତ ରହିବେ। ଆଶା କରିଥିବା ଦିଗରୁ ଧନ ମିଳିବ। ସନ୍ତାନଙ୍କ ଉଚ୍ଚ […]

ମେଷ: ଚକ୍ଷୁ ପାଇଁ କଷ୍ଟ ପାଇପାରନ୍ତି। ଆର୍ଥିକସ୍ଥିତିରେ ସୁଧାର ଆସିବ। ନୂତନ ନିବେଶରୁ କ୍ଷତିଗ୍ରସ୍ତ ହୋଇପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ପିଲାମାନେ ପଢ଼ାରେ ଧ୍ୟାନ ଦେବେ।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୦୬-୦୩-୨୦୨୬ )

ବୃଷ: ବିଭିନ୍ନ କାର୍ଯ୍ୟରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ଦକ୍ଷତା ପ୍ରମାଣିତ ହେବ । ଆୟ ବୃଦ୍ଧି ହେତୁ ଉତ୍ସାହିତ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଦିନଟି ହସଖୁସିରେ ବିତିବ।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

ମିଥୁନ: ଜରୁରୀ କାର୍ଯ୍ୟରେ ବ୍ୟସ୍ତ ରହିବେ। ଆଶା କରିଥିବା ଦିଗରୁ ଧନ ମିଳିବ। ସନ୍ତାନଙ୍କ ଉଚ୍ଚ ଶିକ୍ଷା ପାଇଁ ଅଭିଭାବକ ଯୋଜନା ପ୍ରସ୍ତୁତ କରିେବ। ପ୍ରେମ ବ୍ୟାପାରରେ ସଫଳତା ମିଳିପାରେ।

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୦୭-୦୩-୨୦୨୬)

କର୍କଟ: ପାରିବାରିକ ସମସ୍ୟା ଦେଖାଦେଇପାରେ। ଆର୍ଥିକ ଉନ୍ନତି ହେବ। ଲଗାତାର ଚେଷ୍ଟା କରି ସଫଳତା ପାଇବେ। କାର୍ଯ୍ୟଭାର ବୃଦ୍ଧି ପାଇବ। ରାଜନୀତିରେ ସକ୍ରିୟ ହୋଇପାରନ୍ତି।

ସିଂହ: ବ୍ୟବସାୟରେ ସଫଳତା ପାଇବେ। ଦୂରଯାତ୍ରା ସୁଯୋଗ ଅଛି। ମାନସିକ ସ୍ତରରେ ଚାପଗ୍ରସ୍ତ ରହିବେ। ଅତ୍ୟଧିକ ପରିଶ୍ରମ କରି ଥକ୍କା ଅନୁଭବ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ।

କନ୍ୟା: ବିଦ୍ୟାର୍ଥୀମାନେ କ୍ୟାରିୟର ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିେବ। କାର୍ଯ୍ୟକ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ପାଇବ। ଉଚ୍ଚଅଧିକାରୀଙ୍କ ସହଯୋଗରେ ଅନେକ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ପୂରଣ ହେବ।

ତୁଳା: ଅସଫଳତା ଯୋଗୁଁ ନିରାଶ ରହିପାରନ୍ତି। ସାହିତ୍ୟ ତଥା ଅନ୍ୟାନ୍ୟ ସୃଜନଶୀଳ କଳା ପ୍ରତି ଆଗ୍ରହ ବୃଦ୍ଧି ପାଇବ। ମହିଳାମାନେ ଉଚିତ ନିଷ୍ପତ୍ତି ନେବେ।

ବିଛା: ଦୀର୍ଘ ସମୟ ଧରି ଅଟକି ରହିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ଆନନ୍ଦ ଉଲ୍ଲାସରେ ଦିନ ବିତିବ। ନୂତନ ବ୍ୟବସାୟ ପାଇଁ ଉପଯୁକ୍ତ ସମୟ। ମହିଳାମାନେ ପୂଜାର୍ଚ୍ଚନାରେ ସମୟ ବିତାଇବେ।

ଧନୁ: ପାରିବାରିକ ସମ୍ପର୍କ ମଜଭୁତ ହେବ। ଜୀବନସାଥୀଙ୍କ ପରାମର୍ଶକ୍ରମେ କାର୍ଯ୍ୟ କରିବେ। ନୂଆ ଲକ୍ଷ୍ୟକୁ ନିର୍ଦ୍ଧାରିତ କରିବା ପାଇଁ ଦିନଟି ଉତ୍ତମ ରହିବ। ନିଜ ଲୋକ ଶତ୍ରୁ ସାଜିପାରନ୍ତି।

ମକର: ପରିବାର ସଦସ୍ୟଙ୍କ ସହ ଅଧÒକ ସମୟ ବିତାଇବେ। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି। ବ୍ୟବସାୟରେ କ୍ଷତି ସହିପାରନ୍ତି। ମହିଳାମାନେ ସ୍ବାଭିମାନୀ ହୋଇ କାର୍ଯ୍ୟ କରିବେ।
କୁମ୍ଭ: ଅଧିକ ଖର୍ଚ୍ଚାନ୍ତ ହେବେ। ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ନୂତନ କାର୍ଯ୍ୟ ପାଇଁ ପ୍ରଶଂସିତ ହେବେ। ସୁଯୋଗର ସଠିକ୍‌ ଉପଯୋଗ କରିବେ। ମହିଳାମାନେ ସ୍ବାଧୀନମନା ହେବେ।

ମୀନ: ଅନ୍ୟକୁ ଧାର ଦେଇ ହଇରାଣରେ ପଡ଼ିପାରନ୍ତି। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। କୋର୍ଟକଚେରୀ ମାମଲାରେ ବିଜୟ ଲାଭ କରିେବ। ଆୟ ଓ ବ୍ୟୟ ସମାନ ରହିବ। ମହିଳାଙ୍କ ଦାୟିତ୍ବ ବଢ଼ିବ।

18 Apr 2025 By The Sakala

ଶୁୁକ୍ରବାର ରାଶିଫଳ ( ୧୮-୦୪- ୨୦୨୫ )

ମେଷ: ଚକ୍ଷୁ ପାଇଁ କଷ୍ଟ ପାଇପାରନ୍ତି। ଆର୍ଥିକସ୍ଥିତିରେ ସୁଧାର ଆସିବ। ନୂତନ ନିବେଶରୁ କ୍ଷତିଗ୍ରସ୍ତ ହୋଇପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ପିଲାମାନେ ପଢ଼ାରେ ଧ୍ୟାନ ଦେବେ।

ବୃଷ: ବିଭିନ୍ନ କାର୍ଯ୍ୟରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ଦକ୍ଷତା ପ୍ରମାଣିତ ହେବ । ଆୟ ବୃଦ୍ଧି ହେତୁ ଉତ୍ସାହିତ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଦିନଟି ହସଖୁସିରେ ବିତିବ।

ମିଥୁନ: ଜରୁରୀ କାର୍ଯ୍ୟରେ ବ୍ୟସ୍ତ ରହିବେ। ଆଶା କରିଥିବା ଦିଗରୁ ଧନ ମିଳିବ। ସନ୍ତାନଙ୍କ ଉଚ୍ଚ ଶିକ୍ଷା ପାଇଁ ଅଭିଭାବକ ଯୋଜନା ପ୍ରସ୍ତୁତ କରିେବ। ପ୍ରେମ ବ୍ୟାପାରରେ ସଫଳତା ମିଳିପାରେ।

କର୍କଟ: ପାରିବାରିକ ସମସ୍ୟା ଦେଖାଦେଇପାରେ। ଆର୍ଥିକ ଉନ୍ନତି ହେବ। ଲଗାତାର ଚେଷ୍ଟା କରି ସଫଳତା ପାଇବେ। କାର୍ଯ୍ୟଭାର ବୃଦ୍ଧି ପାଇବ। ରାଜନୀତିରେ ସକ୍ରିୟ ହୋଇପାରନ୍ତି।

ସିଂହ: ବ୍ୟବସାୟରେ ସଫଳତା ପାଇବେ। ଦୂରଯାତ୍ରା ସୁଯୋଗ ଅଛି। ମାନସିକ ସ୍ତରରେ ଚାପଗ୍ରସ୍ତ ରହିବେ। ଅତ୍ୟଧିକ ପରିଶ୍ରମ କରି ଥକ୍କା ଅନୁଭବ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ।

କନ୍ୟା: ବିଦ୍ୟାର୍ଥୀମାନେ କ୍ୟାରିୟର ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିେବ। କାର୍ଯ୍ୟକ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ପାଇବ। ଉଚ୍ଚଅଧିକାରୀଙ୍କ ସହଯୋଗରେ ଅନେକ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ପୂରଣ ହେବ।

ତୁଳା: ଅସଫଳତା ଯୋଗୁଁ ନିରାଶ ରହିପାରନ୍ତି। ସାହିତ୍ୟ ତଥା ଅନ୍ୟାନ୍ୟ ସୃଜନଶୀଳ କଳା ପ୍ରତି ଆଗ୍ରହ ବୃଦ୍ଧି ପାଇବ। ମହିଳାମାନେ ଉଚିତ ନିଷ୍ପତ୍ତି ନେବେ।

ବିଛା: ଦୀର୍ଘ ସମୟ ଧରି ଅଟକି ରହିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ଆନନ୍ଦ ଉଲ୍ଲାସରେ ଦିନ ବିତିବ। ନୂତନ ବ୍ୟବସାୟ ପାଇଁ ଉପଯୁକ୍ତ ସମୟ। ମହିଳାମାନେ ପୂଜାର୍ଚ୍ଚନାରେ ସମୟ ବିତାଇବେ।

ଧନୁ: ପାରିବାରିକ ସମ୍ପର୍କ ମଜଭୁତ ହେବ। ଜୀବନସାଥୀଙ୍କ ପରାମର୍ଶକ୍ରମେ କାର୍ଯ୍ୟ କରିବେ। ନୂଆ ଲକ୍ଷ୍ୟକୁ ନିର୍ଦ୍ଧାରିତ କରିବା ପାଇଁ ଦିନଟି ଉତ୍ତମ ରହିବ। ନିଜ ଲୋକ ଶତ୍ରୁ ସାଜିପାରନ୍ତି।

ମକର: ପରିବାର ସଦସ୍ୟଙ୍କ ସହ ଅଧÒକ ସମୟ ବିତାଇବେ। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି। ବ୍ୟବସାୟରେ କ୍ଷତି ସହିପାରନ୍ତି। ମହିଳାମାନେ ସ୍ବାଭିମାନୀ ହୋଇ କାର୍ଯ୍ୟ କରିବେ।
କୁମ୍ଭ: ଅଧିକ ଖର୍ଚ୍ଚାନ୍ତ ହେବେ। ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ନୂତନ କାର୍ଯ୍ୟ ପାଇଁ ପ୍ରଶଂସିତ ହେବେ। ସୁଯୋଗର ସଠିକ୍‌ ଉପଯୋଗ କରିବେ। ମହିଳାମାନେ ସ୍ବାଧୀନମନା ହେବେ।

ମୀନ: ଅନ୍ୟକୁ ଧାର ଦେଇ ହଇରାଣରେ ପଡ଼ିପାରନ୍ତି। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। କୋର୍ଟକଚେରୀ ମାମଲାରେ ବିଜୟ ଲାଭ କରିେବ। ଆୟ ଓ ବ୍ୟୟ ସମାନ ରହିବ। ମହିଳାଙ୍କ ଦାୟିତ୍ବ ବଢ଼ିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp