ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଶୁକ୍ରବାର ରାଶିଫଳ ( ୨୨-୦୮- ୨୦୨୫ )

The Sakala Picture
Published On

ମେଷ: ସାମାଜିକ କାର୍ଯ୍ୟ ପାଇଁ ସମୟ ବାହାର କରିବେ। ଶୁଭ ଖବର ପ୍ରାପ୍ତ ହେବ। ନୂଆ ଯାନ କିଣିବା ଯୋଗ ଅଛି। ଅଫିସ୍‌ରେ ସହକର୍ମୀଙ୍କୁ ସାହାଯ୍ୟ କରିବେ। ଜୀବନସାଥୀଙ୍କ ସହ ସୁଖଦ ସମୟ ଅତିବାହିତ କରିବେ। ବୃଷ: ଦୂର ସ୍ଥାନକୁ ଯାତ୍ରା ଯୋଗ ଅଛି। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବ୍ୟବସାୟକୁ ନେଇ ଚିନ୍ତାରେ ରହିବେ। ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ପ୍ରିୟଜନଙ୍କ କଥାକୁ ବିଶ୍ବାସ କରିବେ ନାହିଁ। ମିଥୁନ: ବ୍ୟବହାରରେ ସଂଯମତା ରକ୍ଷା କରିବେ। ନାଚ, ଗୀତରେ […]

ମେଷ: ସାମାଜିକ କାର୍ଯ୍ୟ ପାଇଁ ସମୟ ବାହାର କରିବେ। ଶୁଭ ଖବର ପ୍ରାପ୍ତ ହେବ। ନୂଆ ଯାନ କିଣିବା ଯୋଗ ଅଛି। ଅଫିସ୍‌ରେ ସହକର୍ମୀଙ୍କୁ ସାହାଯ୍ୟ କରିବେ। ଜୀବନସାଥୀଙ୍କ ସହ ସୁଖଦ ସମୟ ଅତିବାହିତ କରିବେ।

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ (୧୦-୦୬-୨୦୨୬)

ବୃଷ: ଦୂର ସ୍ଥାନକୁ ଯାତ୍ରା ଯୋଗ ଅଛି। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବ୍ୟବସାୟକୁ ନେଇ ଚିନ୍ତାରେ ରହିବେ। ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ପ୍ରିୟଜନଙ୍କ କଥାକୁ ବିଶ୍ବାସ କରିବେ ନାହିଁ।

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ (୧୧-୦୬-୨୦୨୬)

ମିଥୁନ: ବ୍ୟବହାରରେ ସଂଯମତା ରକ୍ଷା କରିବେ। ନାଚ, ଗୀତରେ ପ୍ରଶଂସା ମିଳିବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। କାମ ଆରମ୍ଭ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

କର୍କଟ: ପାରିବାରିକ ଜୀବନରେ ସୁଖ, ସମୃଦ୍ଧି ବୃଦ୍ଧି ପାଇବ। ବ୍ୟସାୟରେ ଉନ୍ନତି ପାଇଁ ଆଧୁନିକ ଜ୍ଞାନ-କୌଶଳ ଉପଯୋଗ କରିବେ। ବାପାମାଆଙ୍କ ସ୍ବାସ୍ଥ୍ୟ ପାଇଁ ଯତ୍ନବାନ ହେବେ।

ସିଂହ: ଯାତ୍ରା ସମୟରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବେ। କୋର୍ଟ କଚେରୀ ମାମଲାରୁ ଦୂରେଇ ରହିବେ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ରହିବେ। ଛାତ୍ରଛାତ୍ରୀ ପଢ଼ାରେ ମନଯୋଗ ଦେବେ।

କନ୍ୟା: ବ୍ୟବସାୟରେ ଲାଭ ହେବ। ଆୟଠୁ ଅଧିକ ବ୍ୟୟ କରିବେ। ବରିଷ୍ଠ ଅଧିକାରୀଙ୍କ ପରାମର୍ଶରେ କାମରେ ଆଗକୁ ବଢ଼ିବେ। ନୂଆ କାମ ଆରମ୍ଭ କରିବେ। ଛାତ୍ରଛାତ୍ରୀ କ୍ରୀଡ଼ା ପ୍ରତିଯୋଗିତାରେ ସାମିଲ ହେବେ।

ତୁଳା: ଗୁରୁତ୍ବପୂର୍ଣ୍ଣ ଖବର ପ୍ରାପ୍ତ ହେବ। ପ୍ରତିଯୋଗିତା ମନୋଭାବ ନେଇ ବିଦ୍ୟାର୍ଥୀ ଆଗକୁ ବଢ଼ିବେ। ପାରିବାରିକ ସମସ୍ୟା ସମାଧାନ ହେବ। ଆୟର ନୂତନ ମାର୍ଗ ଉନ୍ମୋଚନ ହେବ।

ବିଛା: ବୈବାହିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ଭାଇଭଉଣୀଙ୍କଠାରୁ ଉପହାର ପାଇବେ। ଅଫିସ୍‌ କାମରେ ଦୂର ସ୍ଥାନକୁ ଯାତ୍ରା କରିବେ।

ଧନୁ: ଅଜଣା ଲୋକଙ୍କଠାରୁ ଦୂରେଇ ରହିବେ। ଧୈର୍ଯ୍ୟର ସହ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ତୁଲାଇବେ। ଭାବପ୍ରବଣ ହୋଇ ନିଷ୍ପତ୍ତି ନେବାରୁ ନିବୃତ୍ତ ରହିବେ। ଆଇନଜୀବୀଙ୍କୁ ସଫଳତା ମିଳିବ।

ମକର: ଘରେ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ଚାକିରିଆଙ୍କୁ ନୂତନ ନିଯୁକ୍ତି ମିଳିବ। ସନ୍ତାନ ସୁଖ ପ୍ରାପ୍ତ ହେବ। ପ୍ରେମ ସମ୍ବନ୍ଧରେ ଭୁଲ ବୁଝାମଣା ସୃଷ୍ଟି ହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ।

କୁମ୍ଭ: ଧାରକରଜରୁ ଦୂରେଇ ରହିବେ। ବ୍ୟବସାୟ ବୃଦ୍ଧିକୁ ନେଇ ସାବଧାନତା ଅବଲମ୍ବନ କରିବେ। ବିରୋଧୀଙ୍କୁ ସାମ୍ନା କରିବେ। ଚିନ୍ତାଗ୍ରସ୍ତ ରହିବେ। ଜୀବନସାଥୀଙ୍କୁ ମନ କଥା କହିବେ।

ମୀନ: ବିଦ୍ୟାର୍ଥୀ ପରୀକ୍ଷାରେ ସଫଳ ହେବେ। ବନ୍ଧୁଙ୍କ ସାହାଯ୍ୟ ମିଳିବ। କଳା କ୍ଷେତ୍ରରେ ସଫଳତା ମିଳିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ମତାନ୍ତର ହେବ।

22 Aug 2025 By The Sakala

ଶୁକ୍ରବାର ରାଶିଫଳ ( ୨୨-୦୮- ୨୦୨୫ )

ମେଷ: ସାମାଜିକ କାର୍ଯ୍ୟ ପାଇଁ ସମୟ ବାହାର କରିବେ। ଶୁଭ ଖବର ପ୍ରାପ୍ତ ହେବ। ନୂଆ ଯାନ କିଣିବା ଯୋଗ ଅଛି। ଅଫିସ୍‌ରେ ସହକର୍ମୀଙ୍କୁ ସାହାଯ୍ୟ କରିବେ। ଜୀବନସାଥୀଙ୍କ ସହ ସୁଖଦ ସମୟ ଅତିବାହିତ କରିବେ।

ବୃଷ: ଦୂର ସ୍ଥାନକୁ ଯାତ୍ରା ଯୋଗ ଅଛି। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବ୍ୟବସାୟକୁ ନେଇ ଚିନ୍ତାରେ ରହିବେ। ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ପ୍ରିୟଜନଙ୍କ କଥାକୁ ବିଶ୍ବାସ କରିବେ ନାହିଁ।

ମିଥୁନ: ବ୍ୟବହାରରେ ସଂଯମତା ରକ୍ଷା କରିବେ। ନାଚ, ଗୀତରେ ପ୍ରଶଂସା ମିଳିବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। କାମ ଆରମ୍ଭ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ।

କର୍କଟ: ପାରିବାରିକ ଜୀବନରେ ସୁଖ, ସମୃଦ୍ଧି ବୃଦ୍ଧି ପାଇବ। ବ୍ୟସାୟରେ ଉନ୍ନତି ପାଇଁ ଆଧୁନିକ ଜ୍ଞାନ-କୌଶଳ ଉପଯୋଗ କରିବେ। ବାପାମାଆଙ୍କ ସ୍ବାସ୍ଥ୍ୟ ପାଇଁ ଯତ୍ନବାନ ହେବେ।

ସିଂହ: ଯାତ୍ରା ସମୟରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବେ। କୋର୍ଟ କଚେରୀ ମାମଲାରୁ ଦୂରେଇ ରହିବେ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ରହିବେ। ଛାତ୍ରଛାତ୍ରୀ ପଢ଼ାରେ ମନଯୋଗ ଦେବେ।

କନ୍ୟା: ବ୍ୟବସାୟରେ ଲାଭ ହେବ। ଆୟଠୁ ଅଧିକ ବ୍ୟୟ କରିବେ। ବରିଷ୍ଠ ଅଧିକାରୀଙ୍କ ପରାମର୍ଶରେ କାମରେ ଆଗକୁ ବଢ଼ିବେ। ନୂଆ କାମ ଆରମ୍ଭ କରିବେ। ଛାତ୍ରଛାତ୍ରୀ କ୍ରୀଡ଼ା ପ୍ରତିଯୋଗିତାରେ ସାମିଲ ହେବେ।

ତୁଳା: ଗୁରୁତ୍ବପୂର୍ଣ୍ଣ ଖବର ପ୍ରାପ୍ତ ହେବ। ପ୍ରତିଯୋଗିତା ମନୋଭାବ ନେଇ ବିଦ୍ୟାର୍ଥୀ ଆଗକୁ ବଢ଼ିବେ। ପାରିବାରିକ ସମସ୍ୟା ସମାଧାନ ହେବ। ଆୟର ନୂତନ ମାର୍ଗ ଉନ୍ମୋଚନ ହେବ।

ବିଛା: ବୈବାହିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ଭାଇଭଉଣୀଙ୍କଠାରୁ ଉପହାର ପାଇବେ। ଅଫିସ୍‌ କାମରେ ଦୂର ସ୍ଥାନକୁ ଯାତ୍ରା କରିବେ।

ଧନୁ: ଅଜଣା ଲୋକଙ୍କଠାରୁ ଦୂରେଇ ରହିବେ। ଧୈର୍ଯ୍ୟର ସହ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ତୁଲାଇବେ। ଭାବପ୍ରବଣ ହୋଇ ନିଷ୍ପତ୍ତି ନେବାରୁ ନିବୃତ୍ତ ରହିବେ। ଆଇନଜୀବୀଙ୍କୁ ସଫଳତା ମିଳିବ।

ମକର: ଘରେ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ଚାକିରିଆଙ୍କୁ ନୂତନ ନିଯୁକ୍ତି ମିଳିବ। ସନ୍ତାନ ସୁଖ ପ୍ରାପ୍ତ ହେବ। ପ୍ରେମ ସମ୍ବନ୍ଧରେ ଭୁଲ ବୁଝାମଣା ସୃଷ୍ଟି ହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ।

କୁମ୍ଭ: ଧାରକରଜରୁ ଦୂରେଇ ରହିବେ। ବ୍ୟବସାୟ ବୃଦ୍ଧିକୁ ନେଇ ସାବଧାନତା ଅବଲମ୍ବନ କରିବେ। ବିରୋଧୀଙ୍କୁ ସାମ୍ନା କରିବେ। ଚିନ୍ତାଗ୍ରସ୍ତ ରହିବେ। ଜୀବନସାଥୀଙ୍କୁ ମନ କଥା କହିବେ।

ମୀନ: ବିଦ୍ୟାର୍ଥୀ ପରୀକ୍ଷାରେ ସଫଳ ହେବେ। ବନ୍ଧୁଙ୍କ ସାହାଯ୍ୟ ମିଳିବ। କଳା କ୍ଷେତ୍ରରେ ସଫଳତା ମିଳିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ମତାନ୍ତର ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp