ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଶୁକ୍ରବାର ରାଶିଫଳ ( ୦୬- ୦୬- ୨୦୨୫ )

The Sakala Picture
Published On

ମେଷ: ଅଟକି ଥବା କାର୍ଯ୍ୟ ପୂରଣ କରିବେ। ଆପଣଙ୍କ ପାଇଁ ସମୟ ବହୁତ ଭଲ। ନୂତନ ବନ୍ଧୁଙ୍କ ସହ ସାକ୍ଷାତ ହେବ। ପତି-ପତ୍ନୀଙ୍କ ମଧ୍ୟରେ ସୁସମ୍ପର୍କ ରହିବ। ଧନ ପ୍ରାପ୍ତି ହୋଇପାରେ। ଦାନଧର୍ମରେ ସମୟ ଅତିବାହିତ ହେବ। ବୃଷ: ନୂତନ ବ୍ୟବସାୟରେ ନିବେଶ କରିବାକୁ ଅନୁକୂଳ ସମୟ। ଧାର୍ମିକ କାର୍ଯ୍ୟରେ ସମୟ ବିତାଇବେ। ମହିଳାମାନେ ସନ୍ତାନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ରହିପାରନ୍ତି। ଉଧାର ଟଙ୍କା ଫେରି ପାଇବେ। ମିଥୁନ:କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଆର୍ଥିକ ସମସ୍ୟା ରହିପାରେ। କଥା […]

ମେଷ: ଅଟକି ଥବା କାର୍ଯ୍ୟ ପୂରଣ କରିବେ। ଆପଣଙ୍କ ପାଇଁ ସମୟ ବହୁତ ଭଲ। ନୂତନ ବନ୍ଧୁଙ୍କ ସହ ସାକ୍ଷାତ ହେବ। ପତି-ପତ୍ନୀଙ୍କ ମଧ୍ୟରେ ସୁସମ୍ପର୍କ ରହିବ। ଧନ ପ୍ରାପ୍ତି ହୋଇପାରେ। ଦାନଧର୍ମରେ ସମୟ ଅତିବାହିତ ହେବ।

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ (୦୮-୦୬-୨୦୨୬)

ବୃଷ: ନୂତନ ବ୍ୟବସାୟରେ ନିବେଶ କରିବାକୁ ଅନୁକୂଳ ସମୟ। ଧାର୍ମିକ କାର୍ଯ୍ୟରେ ସମୟ ବିତାଇବେ। ମହିଳାମାନେ ସନ୍ତାନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ରହିପାରନ୍ତି। ଉଧାର ଟଙ୍କା ଫେରି ପାଇବେ।

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୧୩-୦୬-୨୦୨୬)

ମିଥୁନ:କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଆର୍ଥିକ ସମସ୍ୟା ରହିପାରେ। କଥା କହିବା ସମୟରେ ସଂଯମତା ରକ୍ଷା କରନ୍ତୁ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ।

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ (୧୫-୦୬-୨୦୨୬)

ସିଂହ: ଆୟ ଅନୁସାରେ ବ୍ୟୟ ହେବ। ଅକସ୍ମାତ୍‌ ଧନ ଲାଭ ଯୋଗ ରହିଛି। ନିର୍ଦ୍ଧାରିତ ଯୋଜନା ମୁତାବକ କାମ ହେବ। ବିଦ୍ୟାର୍ଥୀମାନେ ପଢ଼ାମନସ୍କ ହେବେ। ଜୀବନସାଥୀଙ୍କଠାରୁ ମୂଲ୍ୟବାନ ଉପହାର ପାଇପାରନ୍ତି।

କର୍କଟ: ସାହିତ୍ୟ ସମାବେଶରେ ପ୍ରଶଂସିତ ହୋଇପାରନ୍ତି। ସମୟର ସଦୁପଯୋଗ କରନ୍ତୁ। ମାତାପିତାଙ୍କ କଥାକୁ ପାଳନ କରନ୍ତୁ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ । ମନ ଉଣା ରହିବ।

କନ୍ୟା: କାର୍ଯ୍ୟକ୍ଷେତ୍ରରେ ନିଜ ଟାର୍ଗେଟ୍‌କୁ ପୂରା କରନ୍ତୁ। ନୂତନ ଯାନବାହନ କ୍ରୟ କରିପାରନ୍ତି। ଅଯଥାରେ କାହା ସହିତ ଯୁକ୍ତିତର୍କ କରନ୍ତୁନି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। କାର୍ଯ୍ୟରୁ ସଫଳତା ମିଳିବ।

ତୁଳା: ଆଜିର ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ଉତ୍ତମ ବୁଦ୍ଧିରେ କାର୍ଯ୍ୟ ପୂରା କରିବେ। ନିଜ ବ୍ୟକ୍ତିଗତ ମାମଲା ବିଷୟରେ ପରିବାର ଲୋକଙ୍କ ସହ ଆଲୋଚନା କରନ୍ତୁ। ପ୍ରତିକୂଳ ପରିସ୍ଥିତିରେ ଭାଙ୍ଗି ପଡ଼ନ୍ତୁନି।

ବିଛା: ଅଟକି ଥିବା ଦିଗରୁ ଧନ ମିଳିପାରେ। ଆୟ ଅନୁସାରେ ବ୍ୟୟ ଅଧିକ ହେବ। ପରିବାରର ଚାପ ଆପଣଙ୍କ ଉପରେ ଅଧିକ ରହିବ। ପିଲାମାନେ ଖେଳକୁଦରେ ସମୟ ବିତାଇବେ। ମହିଳାମାନଙ୍କୁ ମୁଖ୍ୟ ଦାୟିତ୍ବ ମିଳିବ।

ଧନୁ: ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ କଠିନ ପରିଶ୍ରମ କରିବେ। ଆଜି ଭାଗ୍ୟ ଆପଣଙ୍କ ସାଥ୍‌ ଦେବ। ସନ୍ତାନଙ୍କ କ୍ୟାରିୟରକୁ ନେଇ ଅଭିଭାବକ ଚିନ୍ତାରେ ରହିବେ। ଦୂରସ୍ଥାନ ଯାତ୍ରା କରିପାରନ୍ତି।

ମକର: ସରକାରୀ ଚାକିରିଆଙ୍କ ପାଇଁ ଆଜିର ଦିନଟି ବହୁତ ଭଲ। ବନ୍ଧୁଙ୍କ ସହିତ ମନୋରଞ୍ଜନ କରିବେ। ପିଲାମାନେ ପଢ଼ା ପ୍ରତି ଅଧିକ ଧ୍ୟାନ ଦେବେ । କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ଅତିଥÒ ସତ୍କାର କରିବେ।

କୁମ୍ଭ: ଅଚାନକ ଆପଣଙ୍କ ମନ ଭିତରେ ପରିବର୍ତ୍ତନ ଆସିବ। ଆର୍ଥିକ ସମସ୍ୟା ରହିବନି। ଅନ୍ୟକୁ ଉଧାର ଦେଇ ଠକି ପାରନ୍ତି। ଆୟ ଅନୁସାରେ ଅଧିକ ବ୍ୟୟ ହେବ। ଦୀର୍ଘ ଦିନର ଆଶା ପୂରଣ ହେବ।

ମୀନ: ପାରିବାରିକ ମତଭେଦ ଦେଖା ଦେଇପାରେ । ଅନ୍ୟକୁ ଅଧିକ ବିଶ୍ବାସ କରନ୍ତୁ ନାହିଁ। ମହିଳାମାନେ ଅଯଥା ଖର୍ଚ୍ଚ କରିବେ। କ୍ୟାରିୟରରେ ଉନ୍ନତି ହେବ। ପଡ଼ୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ।

06 Jun 2025 By The Sakala

ଶୁକ୍ରବାର ରାଶିଫଳ ( ୦୬- ୦୬- ୨୦୨୫ )

ମେଷ: ଅଟକି ଥବା କାର୍ଯ୍ୟ ପୂରଣ କରିବେ। ଆପଣଙ୍କ ପାଇଁ ସମୟ ବହୁତ ଭଲ। ନୂତନ ବନ୍ଧୁଙ୍କ ସହ ସାକ୍ଷାତ ହେବ। ପତି-ପତ୍ନୀଙ୍କ ମଧ୍ୟରେ ସୁସମ୍ପର୍କ ରହିବ। ଧନ ପ୍ରାପ୍ତି ହୋଇପାରେ। ଦାନଧର୍ମରେ ସମୟ ଅତିବାହିତ ହେବ।

ବୃଷ: ନୂତନ ବ୍ୟବସାୟରେ ନିବେଶ କରିବାକୁ ଅନୁକୂଳ ସମୟ। ଧାର୍ମିକ କାର୍ଯ୍ୟରେ ସମୟ ବିତାଇବେ। ମହିଳାମାନେ ସନ୍ତାନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ରହିପାରନ୍ତି। ଉଧାର ଟଙ୍କା ଫେରି ପାଇବେ।

ମିଥୁନ:କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଆର୍ଥିକ ସମସ୍ୟା ରହିପାରେ। କଥା କହିବା ସମୟରେ ସଂଯମତା ରକ୍ଷା କରନ୍ତୁ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ।

ସିଂହ: ଆୟ ଅନୁସାରେ ବ୍ୟୟ ହେବ। ଅକସ୍ମାତ୍‌ ଧନ ଲାଭ ଯୋଗ ରହିଛି। ନିର୍ଦ୍ଧାରିତ ଯୋଜନା ମୁତାବକ କାମ ହେବ। ବିଦ୍ୟାର୍ଥୀମାନେ ପଢ଼ାମନସ୍କ ହେବେ। ଜୀବନସାଥୀଙ୍କଠାରୁ ମୂଲ୍ୟବାନ ଉପହାର ପାଇପାରନ୍ତି।

କର୍କଟ: ସାହିତ୍ୟ ସମାବେଶରେ ପ୍ରଶଂସିତ ହୋଇପାରନ୍ତି। ସମୟର ସଦୁପଯୋଗ କରନ୍ତୁ। ମାତାପିତାଙ୍କ କଥାକୁ ପାଳନ କରନ୍ତୁ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ । ମନ ଉଣା ରହିବ।

କନ୍ୟା: କାର୍ଯ୍ୟକ୍ଷେତ୍ରରେ ନିଜ ଟାର୍ଗେଟ୍‌କୁ ପୂରା କରନ୍ତୁ। ନୂତନ ଯାନବାହନ କ୍ରୟ କରିପାରନ୍ତି। ଅଯଥାରେ କାହା ସହିତ ଯୁକ୍ତିତର୍କ କରନ୍ତୁନି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। କାର୍ଯ୍ୟରୁ ସଫଳତା ମିଳିବ।

ତୁଳା: ଆଜିର ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ଉତ୍ତମ ବୁଦ୍ଧିରେ କାର୍ଯ୍ୟ ପୂରା କରିବେ। ନିଜ ବ୍ୟକ୍ତିଗତ ମାମଲା ବିଷୟରେ ପରିବାର ଲୋକଙ୍କ ସହ ଆଲୋଚନା କରନ୍ତୁ। ପ୍ରତିକୂଳ ପରିସ୍ଥିତିରେ ଭାଙ୍ଗି ପଡ଼ନ୍ତୁନି।

ବିଛା: ଅଟକି ଥିବା ଦିଗରୁ ଧନ ମିଳିପାରେ। ଆୟ ଅନୁସାରେ ବ୍ୟୟ ଅଧିକ ହେବ। ପରିବାରର ଚାପ ଆପଣଙ୍କ ଉପରେ ଅଧିକ ରହିବ। ପିଲାମାନେ ଖେଳକୁଦରେ ସମୟ ବିତାଇବେ। ମହିଳାମାନଙ୍କୁ ମୁଖ୍ୟ ଦାୟିତ୍ବ ମିଳିବ।

ଧନୁ: ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ କଠିନ ପରିଶ୍ରମ କରିବେ। ଆଜି ଭାଗ୍ୟ ଆପଣଙ୍କ ସାଥ୍‌ ଦେବ। ସନ୍ତାନଙ୍କ କ୍ୟାରିୟରକୁ ନେଇ ଅଭିଭାବକ ଚିନ୍ତାରେ ରହିବେ। ଦୂରସ୍ଥାନ ଯାତ୍ରା କରିପାରନ୍ତି।

ମକର: ସରକାରୀ ଚାକିରିଆଙ୍କ ପାଇଁ ଆଜିର ଦିନଟି ବହୁତ ଭଲ। ବନ୍ଧୁଙ୍କ ସହିତ ମନୋରଞ୍ଜନ କରିବେ। ପିଲାମାନେ ପଢ଼ା ପ୍ରତି ଅଧିକ ଧ୍ୟାନ ଦେବେ । କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ଅତିଥÒ ସତ୍କାର କରିବେ।

କୁମ୍ଭ: ଅଚାନକ ଆପଣଙ୍କ ମନ ଭିତରେ ପରିବର୍ତ୍ତନ ଆସିବ। ଆର୍ଥିକ ସମସ୍ୟା ରହିବନି। ଅନ୍ୟକୁ ଉଧାର ଦେଇ ଠକି ପାରନ୍ତି। ଆୟ ଅନୁସାରେ ଅଧିକ ବ୍ୟୟ ହେବ। ଦୀର୍ଘ ଦିନର ଆଶା ପୂରଣ ହେବ।

ମୀନ: ପାରିବାରିକ ମତଭେଦ ଦେଖା ଦେଇପାରେ । ଅନ୍ୟକୁ ଅଧିକ ବିଶ୍ବାସ କରନ୍ତୁ ନାହିଁ। ମହିଳାମାନେ ଅଯଥା ଖର୍ଚ୍ଚ କରିବେ। କ୍ୟାରିୟରରେ ଉନ୍ନତି ହେବ। ପଡ଼ୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp