ମେଷ: ବିଭିନ୍ନ ଉପାୟରେ ଆୟ କରିବେ । ଦାମ୍ପତ୍ୟ ସୁଖମୟ ରହିବ। ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ମହିଳାମାନେ ସୁଖୀ ହେବେ । ବାଣିଜ୍ୟରେ ପ୍ରସାର ହେବ । ଶିକ୍ଷାର୍ଥୀ ପ୍ରସନ୍ନ ରହିବେ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି।
ବୃଷ: ଦିନଟି କର୍ମତତ୍ପର ରହିବେ। ଚାକିରିରେ ନିଷ୍ଠାପର ରହିବେ । ରାଜନୀତିରେ ବିରୋଧୀ ପ୍ରଶମିତ ହେବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ ଦୃଢ଼ ମନା ରହିବେ। ଶୁଭ ଅଙ୍କ-୨, ଶୁଭ ରଙ୍ଗ- ସିଲଭର୍।
ମିଥୁନ: ଦିନଟିରେ କାର୍ଯ୍ୟ ମନ୍ଥର ରହିବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବତା ରହିବ। ମହିଳାମାନେ ଆଳସ୍ୟ ରହିବେ । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶିକ୍ଷାର୍ଥୀ ଅସ୍ଥିର ରହିବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ- ଆକାଶୀ ।
କର୍କଟ: ଦିନଟି ଚଳଚଞ୍ଚଳ ରହିବେ । ବନ୍ଧୁ ବାନ୍ଧବଙ୍କର ଆଗମନ ହୋଇପାରେ। ଚାକିରିରେ କର୍ତ୍ତୃପକ୍ଷଙ୍କର ଆସ୍ଥାଭାଜନ ହେବେ। ବାଣିଜ୍ୟରେ ଶୁଭଫଳ ମିଳିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ-୯, ଶୁଭ ରଙ୍ଗ- ମେରୁନ୍।
ସିଂହ: କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ। ରାଜନୀତିରେ ସକ୍ରିୟ ରହିବେ। | ମହିଳାମାନେ ସ୍ଵାଭିମାନୀ ହେବେ। ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
କନ୍ୟା: ଆର୍ଥିକ ଚିନ୍ତା ଓ କାର୍ଯ୍ୟହାନି ଦେଖାଦେବ । ସାଂସାରିକ ଭୁଲ୍ ବୁଝାମଣା ରହିବ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ବାଣିଜ୍ୟରେ ସମସ୍ୟା ରହିବ। ଶିକ୍ଷାର୍ଥୀ ଅବହେଳା କରିବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍।
ତୁୁଳା: ଦିନଟି ହର୍ମୋଲ୍ଲାସରେ କଟିବ। ରାଜନୀତିରେ ସୁନାମ ପାଇବେ। ଚାକିରିରେ ସହଯୋଗ ମିଳିବ। ପରିବହନ ଓ ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ- ୨, ଶୁଭ ରଙ୍ଗ- ସିଲଭର୍।
ବିଛା: ହେଉଥିବା କାର୍ଯ୍ୟ ବିଗିଡ଼ି ଯାଇପାରେ। ଚାକିରିରେ ସମସ୍ୟା ଭିତରେ ରହିବେ। ରାଜନୀତିରେ ଜଟିଳ ପରିସ୍ଥିତି ରହିବ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶିକ୍ଷାର୍ଥୀ ହତୋତ୍ସାହ ରହିବେ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ମେରୁନ୍ |
ଧନୁ: କର୍ମକ୍ଷେତ୍ର ଉତ୍ସାହଜନକ ରହିବ । ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ । ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶିକ୍ଷାର୍ଥୀ ହତୋତ୍ସାହ ରହିବେ। ଶୁଭ ଅଙ୍କ – ୯, ଶୁଭ ରଙ୍ଗ- ମେରୁନ୍ |
ମକର: ଦୁଃସାହସିକ ଭିଭିରେ କାର୍ଯ୍ୟ କରି ସଫଳତା ପାଇବେ । ଚାକିରିରେ ସମ୍ମାନିତ ହେବେ । ରାଜନୀତିରେ ସକ୍ରିୟ ହେବେ ବାଣିଜ୍ୟରେ ସଫଳତା ପାଇବେ । ଶିକ୍ଷାର୍ଥୀ ଅଧ୍ୟୟନରତ ରହିବେ ଶୁଭ ଅଙ୍କ- ୫, ଶୁଭ ରଙ୍ଗ- ସବୁଜ |
କୁମ୍ଭ: ପରିଶ୍ରମର ଫଳ ପାଇବେ। ସନ୍ତାନ ସନ୍ତତିମାନେ ଉନ୍ନତି କରିବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ପରିବହନ ଓ ବାଣିଜ୍ୟରେ ସୁଫଳ ପାଇବେ। ଶିକ୍ଷାର୍ଥୀ ଅଜ୍ଞାଧୀନ ରହିବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ- ନୀଳ ।
ମୀନ: କାର୍ଯ୍ୟବିଳମ୍ବ ଓ ସମସ୍ୟା ଭିତରେ ରହିବେ। ମହିଳାମାନେ ଉଦାସ ରହିବେ । ରାଜନୀତିରେ ପ୍ରତିଦ୍ବନ୍ଦ୍ବତା ରହିବ । ଶିଳ୍ପ ଓ ବାଣିଜ୍ୟରେ ବିଶେଷ ଫଳ ପାଇବେ ନାହିଁ ଶିକ୍ଷାର୍ଥୀ ଅସ୍ଥିର ରହିବେ ଶୁଭ ଅଙ୍କ- ୩, ଶୁଭ ରଙ୍ଗ- ଗୋଲଡେନ୍।