ସୋମବାର ରାଶିଫଳ (୦୬-୦୫ -୨୦୨୪)

The Sakala Picture
Published On

ମେଷ: ପରିବାରବର୍ଗଙ୍କ ମଧ୍ୟରେ ବୁଝାମଣା ରହିବ। ଅଚାନକ ଖୁସି ଖବର ମିଳିପାରେ। ଆଜି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ସାହିତ୍ୟ, କଳା କ୍ଷେତ୍ରରେ ସମ୍ମାନିତ ହେବେ। ବୃଷ: ନୂତନ ବ୍ୟବସାୟ ଆରମ୍ଭ କରିବେ। ଜୀବନରେ ଅନେକ ସକାରାତ୍ମକ ପରିବର୍ତ୍ତନ ଘଟିବ। ଗୁରୁଜନଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିେବ। ଫସି ରହିଥିବା ଟଙ୍କା ଫେରିପାଇବେ। ମିଥୁନ: ନିବେଶ କରିପାରନ୍ତି। ଭବିଷ୍ୟତ ପାଇଁ ସଞ୍ଚୟ କରିବେ । ବନ୍ଧୁଙ୍କୁ ଉଧାର ଦେଇପାରନ୍ତି। ଆଜିର ଦିନଟି ଆପଣଙ୍କ ପାଇଁ ବହୁତ ଭଲ। […]

ମେଷ: ପରିବାରବର୍ଗଙ୍କ ମଧ୍ୟରେ ବୁଝାମଣା ରହିବ। ଅଚାନକ ଖୁସି ଖବର ମିଳିପାରେ। ଆଜି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ସାହିତ୍ୟ, କଳା କ୍ଷେତ୍ରରେ ସମ୍ମାନିତ ହେବେ।

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ (୨୧-୦୭-୨୦୨୬)

ବୃଷ: ନୂତନ ବ୍ୟବସାୟ ଆରମ୍ଭ କରିବେ। ଜୀବନରେ ଅନେକ ସକାରାତ୍ମକ ପରିବର୍ତ୍ତନ ଘଟିବ। ଗୁରୁଜନଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିେବ। ଫସି ରହିଥିବା ଟଙ୍କା ଫେରିପାଇବେ।

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ (୨୩-୦୭-୨୦୨୬)

ମିଥୁନ: ନିବେଶ କରିପାରନ୍ତି। ଭବିଷ୍ୟତ ପାଇଁ ସଞ୍ଚୟ କରିବେ । ବନ୍ଧୁଙ୍କୁ ଉଧାର ଦେଇପାରନ୍ତି। ଆଜିର ଦିନଟି ଆପଣଙ୍କ ପାଇଁ ବହୁତ ଭଲ। କର୍ମକ୍ଷେତ୍ରରେ ହସଖୁସି ଲାଗିରହିବ।

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୨୫-୦୭-୨୦୨୬)

କର୍କଟ: ବୈବାହିକ ଜୀବନ ସୁଖମୟ ହେବ। କାର୍ଯ୍ୟକ୍ଷେତ୍ରରେ ଅଧିକ ଚାପ ରହିବ। ବିଶେଷ କାର୍ଯ୍ୟକ୍ରମର ନେତୃତ୍ବ ନେଇପାରନ୍ତି। ଅବିବାହିତଙ୍କ ପାଇଁ ଭଲ ପ୍ରସ୍ତାବ ଆସିପାରେ।

ସିଂହ: ଧାର୍ମିକ କାର୍ଯ୍ୟ ପ୍ରତି ମନ ଆକର୍ଷିତ ହେବ। କୋର୍ଟକଚେରୀ ମାମଲାର ଫୈସଲା ହୋଇଯିବ। ନିଜ ଲୋକ ଶତ୍ରୁ ସାଜିପାରନ୍ତି। ପିଲାମାନଙ୍କ ଭବିଷ୍ୟତକୁ ନେଇ ଅବିଭାବକ ଚିନ୍ତା କରିବେ।

କନ୍ୟା: କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୂତଯାତ୍ରା ଯୋଗ ରହିଛି। ଆୟ-ବ୍ୟୟ ସମାନ ରହିବ। ପାରିବାରିକ ହସଖୁସି ଲାଗିରହିବ। ଗୁରୁଜନଙ୍କ ସ୍ବାସ୍ଥ୍ୟକୁ ନେଇ ପିଲାମାନେ ଚିନ୍ତିତ ରହିପାରନ୍ତି।

ତୁଳା: ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ରହିବ। ଆପଣଙ୍କ ପ୍ରଶଂସକଙ୍କ ସଂଖ୍ୟା ବୃଦ୍ଧି ପାଇବ। ବ୍ୟବସାୟରେ ଲାଭ ମିଳିବ।

ବିଛା: ଭବିଷ୍ୟତ ପାଇଁ ସଞ୍ଚୟ କରିବେ। ବିଦ୍ୟାର୍ଥୀମାନେ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି। ଜମିଜମା ବିବାଦ ସୃଷ୍ଟି ହୋଇପାରେ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ସାମିଲ ରହିେବ।

ଧନୁ: ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ କାର୍ଯ୍ୟ ପୂରା କରିବେ। ମହିଳାମାେନ ଉଚ୍ଚାଭିଳାଷୀ େହବେ। ରାଜନୀତିରେ ଲୋକପ୍ରିୟତା ବଢ଼ିବ। ବାଣିଜ୍ୟରେ ଲାଭବାନ ହୋଇପାରନ୍ତି।

ମକର: ସ୍ବାସ୍ଥ୍ୟପ୍ରତି ଧ୍ୟାନ ଦିଅନ୍ତୁ । ନିଜ ଲୋକଙ୍କ ପାଇଁ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । କର୍ମକ୍ଷେତ୍ରରେ ପଦୋନ୍ନତି ଯୋଗ ରହିଛି। ବୟସ୍କ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।

କୁମ୍ଭ: ରାଜନୀତି ସହ ଜଡ଼ିତ ବ୍ୟକ୍ତିଙ୍କୁ କିଛି ନୂତନ ଦାୟିତ୍ବ ମିଳିବ। ବିବାଦୀୟ ପରିସ୍ଥିତିରେ ମଧ୍ୟ ନିଜକୁ ଶାନ୍ତ ରଖିବାକୁ ଚେଷ୍ଟା କରନ୍ତୁ। ନୂତନ ଜମି କିଣି ପାରନ୍ତି।

ମୀନ: ସକାରାତ୍ମକ ଚିନ୍ତାଧାରା ସହିତ କାର୍ଯ୍ୟ କରିବେ। ଆୟ ଅନୁସାରେ ବ୍ୟୟ ବଢ଼ିବ। ନୂତନ ବ୍ୟବସାୟ ପାଇଁ ବର୍ତ୍ତମାନ ଉପଯୁକ୍ତ ସମୟ। ଧାର୍ମିକ କାର୍ଯ୍ୟରେ ମନୋନିବେଶ କରିବେ।

06 May 2024 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp