ସୋମବାର ରାଶିଫଳ (୦୯-୧୦-୨୦୨୩)

The Sakala Picture
Published On

ମେଷ: ଅଟକି ଥିବା କାର୍ଯ୍ୟ ପୂରଣ କରିବେ। ଆପଣଙ୍କ ପାଇଁ ସମୟ ବହୁତ ଭଲ। ନୂତନ ବନ୍ଧୁଙ୍କ ସହ ସାକ୍ଷାତ ହେବ। ପତି-ପତ୍ନୀଙ୍କ ମଧ୍ୟରେ ସୁସମ୍ପର୍କ ରହିବ। ଧନ ପ୍ରାପ୍ତି ହେବ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ। ବୃଷ:ନୂତନ ବ୍ୟବସାୟରେ ନିବେଶ କରନ୍ତୁ, ସମୟ ଅନୁକୂଳ ରହିଛି। କାର୍ଯ୍ୟକ୍ଷେତ୍ରରେ ଉଚ୍ଚପଦସ୍ଥଙ୍କ ଠାରୁ ପ୍ରଶଂସିତ ହେବେ। ଧାର୍ମିକ କାର୍ଯ୍ୟରେ ସମୟ ବିତାଇବେ। ମହିଳାମାନେ ସନ୍ତାନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ରହିବେ। ମିଥୁନ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଆର୍ଥିକ ମାମଲାରେ […]

ମେଷ: ଅଟକି ଥିବା କାର୍ଯ୍ୟ ପୂରଣ କରିବେ। ଆପଣଙ୍କ ପାଇଁ ସମୟ ବହୁତ ଭଲ। ନୂତନ ବନ୍ଧୁଙ୍କ ସହ ସାକ୍ଷାତ ହେବ। ପତି-ପତ୍ନୀଙ୍କ ମଧ୍ୟରେ ସୁସମ୍ପର୍କ ରହିବ। ଧନ ପ୍ରାପ୍ତି ହେବ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ ( ୧୨-୦୩-୨୦୨୬ )

ବୃଷ:ନୂତନ ବ୍ୟବସାୟରେ ନିବେଶ କରନ୍ତୁ, ସମୟ ଅନୁକୂଳ ରହିଛି। କାର୍ଯ୍ୟକ୍ଷେତ୍ରରେ ଉଚ୍ଚପଦସ୍ଥଙ୍କ ଠାରୁ ପ୍ରଶଂସିତ ହେବେ। ଧାର୍ମିକ କାର୍ଯ୍ୟରେ ସମୟ ବିତାଇବେ। ମହିଳାମାନେ ସନ୍ତାନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ରହିବେ।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୧୩-୦୩-୨୦୨୬ )

ମିଥୁନ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଆର୍ଥିକ ମାମଲାରେ ସାବଧାନ ରହିବେ। କଥା କହିବା ସମୟରେ ସଂଯମତା ରକ୍ଷା କରନ୍ତୁ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ।

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ ( ୧୬-୦୩-୨୦୨୬ )

ସିଂହ: ଆୟ ଅନୁସାରେ ବ୍ୟୟ ହେବ। ଅକସ୍ମାତ୍‌ ଧନ ଲାଭ ଯୋଗ ରହିଛି। ନିର୍ଦ୍ଧାରିତ ଯୋଜନା ମୁତାବକ କାମ ହେବ। ବିଦ୍ୟାର୍ଥୀମାନେ ପଢ଼ାମନସ୍କ ହେବେ। ଜୀବନସାଥୀଙ୍କ ଠାରୁ ମୂଲ୍ୟବାନ ଉପହାର ପାଇପାରନ୍ତି।

କର୍କଟ: ମନ ଭିତରେ ଯାହା କିଛି ଭାବୁଛନ୍ତି ତାହାକୁ ପ୍ରକାଶ କରନ୍ତୁ। ସାହିତ୍ୟ ସମାବେଶରେ ପ୍ରଶଂସିତ ହେବେ। ସମୟର ସଦୁପଯୋଗ କରନ୍ତୁ। ପାରିବାରିକ କଳହ ସମାପ୍ତ ହେବ। ମାତାପିତାଙ୍କ କଥାକୁ ପାଳନ କରନ୍ତୁ।

କନ୍ୟା: କାର୍ଯ୍ୟକ୍ଷେତ୍ରରେ ନିଜ ଟାର୍ଗେଟ୍‌କୁ ପୂରା କରନ୍ତୁ। ନୂତନ ଯାନବାହନ କ୍ରୟ କରିପାରନ୍ତି। ଅଯଥାରେ କାହା ସହିତ ଯୁକ୍ତିତର୍କ କରନ୍ତୁନି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। କାର୍ଯ୍ୟରୁ ସଫଳତା ମିଳିବ।

ତୁଳା: ଆଜିର ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ଉତ୍ତମ ବୁଦ୍ଧିରେ କାର୍ଯ୍ୟ ପୂରା କରିବେ। ନିଜ ବ୍ୟକ୍ତିଗତ ମାମଲା ବିଷୟରେ ପରିବାର ଲୋକଙ୍କ ସହ ଆଲୋଚନା କରନ୍ତୁ। ପ୍ରତିକୂଳ ପରିସ୍ଥିତିରେ ଭାଙ୍ଗି ପଡ଼ନ୍ତୁନି।

ବିଛା: ଅଟକି ଥିବା ଦିଗରୁ ଧନ ମିଳିପାରେ। ଆୟ ଅନୁସାରେ ବ୍ୟୟ ଅଧିକ ହେବ। ପରିବାରର ଚାପ ଆପଣଙ୍କ ଉପରେ ଅଧିକ ରହିବ। ପିଲାମାନେ ଖେଳକୁଦରେ ସମୟ ବିତାଇବେ। ମହିଳାମାନଙ୍କୁ ମୁଖ୍ୟ ଦାୟିତ୍ବ ମିଳିବ।

ଧନୁ: ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ କଠିନ ପରିଶ୍ରମ କରିବେ। ଆଜି ଭାଗ୍ୟ ଆପଣଙ୍କ ସାଥ୍‌ ଦେବ। କର୍ମକ୍ଷେତ୍ରରେ ବଡ଼ ଦାୟିତ୍ବ ପାଇପାରନ୍ତି। ସନ୍ତାନଙ୍କ କ୍ୟାରିୟରକୁ ନେଇ ଅଭିଭାବକ ଚିନ୍ତାରେ ରହିବେ।

ମକର: ଆପଣଙ୍କ ପ୍ରତିଭା ପ୍ରସ୍ଫୁଟିତ ହେବ। ସରକାରୀ ଚାକିରିଆଙ୍କ ପାଇଁ ଆଜିର ଦିନଟି ବହୁତ ଭଲ। ବନ୍ଧୁଙ୍କ ସହିତ ମନୋରଞ୍ଜନ କରିବେ। ପିଲାମାନେ ପଢ଼ା ପ୍ରତି ଅଧିକ ଧ୍ୟାନ ଦେବେ । ଦିନଟି ବେଶ୍‌ ହସଖୁସିରେ ବିତିବ।

କୁମ୍ଭ: ଅଚାନକ ଆପଣଙ୍କ ମନ ଭିତରେ ପରିବର୍ତ୍ତନ ଆସିବ। ଆର୍ଥିକ ସମସ୍ୟା ରହିବନି। ଅନ୍ୟକୁ ଉଧାର ଦେଇ ଠକିପାରନ୍ତି। ଆୟ ଅନୁସାରେ ଅଧିକ ବ୍ୟୟ ହେବ। ଭଗବାନଙ୍କ ପୂଜାର୍ଚ୍ଚନା କରନ୍ତୁ।

ମୀନ: ଜମି କିଣାବିକା ଯୋଗ ରହିଛି। ଅନ୍ୟମାନଙ୍କୁ ସାହାଯ୍ୟ କରି ଉଦାହରଣ ସୃଷ୍ଟି କରିବେ। ଅଧିକ ଲାଭ ପାଇବା ଆଶାରେ ଭୁଲ୍‌ କରନ୍ତୁନି। ପାରିବାରିକ ସମସ୍ୟା ସମାଧାନ ହେବ। ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ।

09 Oct 2023 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp