ସୋମବାର ରାଶିଫଳ ( ୧୦-୧୧-୨୦୨୫ )

Madhusudan Das Picture
Published On

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ସାମାଜିକ କାର୍ଯ୍ୟ ପାଇଁ ସମୟ ବାହାର କରିବେ। ଅଫିସ୍‌ରେ ସହକର୍ମୀଙ୍କ ସହଯୋଗ  ରହିବ। ଜୀବନସାଥୀଙ୍କ ସହ ସୁଖଦ ସମୟ ଅତିବାହିତ କରିବେ।

ଆହୁରି ପଢ଼ନ୍ତୁ: ବୁଧବାର ରାଶିଫଳ ( ୦୫-୧୧-୨୦୨୫ )

ବୃଷ: ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବ୍ୟବସାୟକୁ ନେଇ ଚିନ୍ତାରେ ରହିପାରନ୍ତି। ଗୁରୁଜନଙ୍କ ସ୍ବାସ୍ଥ୍ୟସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି।

ଆହୁରି ପଢ଼ନ୍ତୁ: ବୁଧବାର ରାଶିଫଳ ( ୧୨- ୧୧ -୨୦୨୫)

ମିଥୁନ: ବ୍ୟବହାରରେ ସଂଯମତା ରକ୍ଷା କରିବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। ମାନ ସମ୍ମାନ ବୃଦ୍ଧି ପାଇବ। ପ୍ରେମ ବ୍ୟାପାରରେ ସଫଳ  ହେବେ।

ଆହୁରି ପଢ଼ନ୍ତୁ: ଗୁରୁବାର ରାଶିଫଳ ( ୦୬-୧୧-୨୦୨୫ )

କର୍କଟ: ପରିବାର ସହିତ ହସଖୁସିର ସମୟ ବିତାଇବେ। ବାପାମାଆଙ୍କ ସ୍ବାସ୍ଥ୍ୟ ପାଇଁ ଯତ୍ନବାନ ହେବେ।   ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି।

ସିଂହ: ଯାତ୍ରା ସମୟରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବେ। କୋର୍ଟ କଚେରୀ ମାମଲାରୁ ଦୂରେଇ ରହିବେ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ରହିବେ। ଛାତ୍ରଛାତ୍ରୀ ପଢ଼ାରେ ମନଯୋଗ ଦେବେ।

କନ୍ୟା: ବ୍ୟବସାୟରେ ଲାଭ ହେବ। ଆୟଠୁ ଅଧିକ ବ୍ୟୟ କରିବେ। ବରିଷ୍ଠ ଅଧିକାରୀଙ୍କ ପରାମର୍ଶରେ କାମରେ ଆଗକୁ ବଢ଼ିବେ। ଛାତ୍ରଛାତ୍ରୀ କ୍ରୀଡ଼ା ପ୍ରତିଯୋଗିତାରେ ସାମିଲ ହେବେ।

ତୁଳା: ଗୁରୁତ୍ବପୂର୍ଣ୍ଣ ଖବର ପ୍ରାପ୍ତ ହେବ। ପ୍ରତିଯୋଗିତା ମନୋଭାବ ନେଇ ବିଦ୍ୟାର୍ଥୀ ଆଗକୁ ବଢ଼ିବେ। ପାରିବାରିକ ସମସ୍ୟା ସମାଧାନ ହେବ। ଆୟର ନୂତନ ମାର୍ଗ ଉନ୍ମୋଚନ ହେବ। 

ବିଛା: ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ଅଫିସ୍‌ କାମରେ ଦୂର ସ୍ଥାନକୁ ଯାତ୍ରା କରିବେ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ। ସାମାଜିକ କାର୍ଯ୍ୟରେ ସାମିଲ  ହେବେ। 

ଧନୁ: ଅଜଣା ଲୋକଙ୍କଠାରୁ ଦୂରେଇ ରହିବେ। ଧୈର୍ଯ୍ୟର ସହ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ତୁଲାଇବେ। ଭାବପ୍ରବଣ ହୋଇ ନିଷ୍ପତ୍ତି ନେବାରୁ ନିବୃତ୍ତ ରହିବେ। ଆଇନଜୀବୀଙ୍କୁ ସଫଳତା ମିଳିବ। 

ମକର: ଘରେ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ଚାକିରିଆଙ୍କୁ ନୂତନ ନିଯୁକ୍ତି ମିଳିବ। ସନ୍ତାନ ସୁଖ ପ୍ରାପ୍ତ ହେବ। ପ୍ରେମ ସମ୍ବନ୍ଧରେ ଭୁଲ ବୁଝାମଣା ସୃଷ୍ଟି ହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। 

କୁମ୍ଭ: ଧାରକରଜରୁ ଦୂରେଇ ରହିବେ। ବ୍ୟବସାୟ ବୃଦ୍ଧିକୁ ନେଇ ସାବଧାନତା ଅବଲମ୍ବନ କରିବେ। ବିରୋଧୀଙ୍କୁ ସାମ୍ନା କରିବେ। ଚିନ୍ତାଗ୍ରସ୍ତ ରହିବେ। ଜୀବନସାଥୀଙ୍କୁ ମନ କଥା କହିବେ। 

ମୀନ: ବିଦ୍ୟାର୍ଥୀ ପରୀକ୍ଷାରେ ସଫଳ ହେବେ। ବନ୍ଧୁଙ୍କ ସାହାଯ୍ୟ ମିଳିବ। କଳା କ୍ଷେତ୍ରରେ ସଫଳତା ମିଳିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ମତାନ୍ତର ହେବ। 

Join Us @ WhatsApp

About The Author

Google News
Join Us @ WhatsApp