ମନୋରଞ୍ଜନ
ଓଡ଼ିଶା
ସୋମବାର ରାଶିଫଳ (୧୨-୦୮-୨୦୨୪)
ମେଷ: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ଭାଳିପାରନ୍ତି। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। ମହିଳାମାନଙ୍କୁ ମୁଖ୍ୟ ଦାୟିତ୍ବ ମିଳିବ। ଆର୍ଥିକ ସମସ୍ୟା ଦୂର ହେବ। ପରୀକ୍ଷାର୍ଥୀ ନିରାଶ ହୋଇପାରନ୍ତି। ବୃଷ: ଆଶା କରିଥିବା ଦିଗରୁ ଧନପ୍ରାପ୍ତି ହେବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ଯୋଗ ରହିଛି। ସକାରାତ୍ମକ ଚିନ୍ତାଧାରା ସହିତ ଆଗକୁ ବଢ଼ିବେ। ବିଦ୍ୟାର୍ଥୀମାନେ ଖେଳକୁଦରେ ସମୟ ବିତାଇବେ। ମିଥୁନ: ଦୂରଯାତ୍ରା କରିପାରନ୍ତି। ଅନ୍ୟର ଥଟ୍ଟା ପରିହାସକୁ ଅଣଦେଖା କରନ୍ତୁ। ଦୀର୍ଘ ଦିନରୁ ପଡ଼ିରହିଥିବା କାର୍ଯ୍ୟ ପୂରଣ ହେବ। ପାରିବାରିକ […]
ମେଷ: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ଭାଳିପାରନ୍ତି। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। ମହିଳାମାନଙ୍କୁ ମୁଖ୍ୟ ଦାୟିତ୍ବ ମିଳିବ। ଆର୍ଥିକ ସମସ୍ୟା ଦୂର ହେବ। ପରୀକ୍ଷାର୍ଥୀ ନିରାଶ ହୋଇପାରନ୍ତି।
ବୃଷ: ଆଶା କରିଥିବା ଦିଗରୁ ଧନପ୍ରାପ୍ତି ହେବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ଯୋଗ ରହିଛି। ସକାରାତ୍ମକ ଚିନ୍ତାଧାରା ସହିତ ଆଗକୁ ବଢ଼ିବେ। ବିଦ୍ୟାର୍ଥୀମାନେ ଖେଳକୁଦରେ ସମୟ ବିତାଇବେ।
ମିଥୁନ: ଦୂରଯାତ୍ରା କରିପାରନ୍ତି। ଅନ୍ୟର ଥଟ୍ଟା ପରିହାସକୁ ଅଣଦେଖା କରନ୍ତୁ। ଦୀର୍ଘ ଦିନରୁ ପଡ଼ିରହିଥିବା କାର୍ଯ୍ୟ ପୂରଣ ହେବ। ପାରିବାରିକ ସୁଖ ଶାନ୍ତି ମିଳିବ। ଉଧାର ଟଙ୍କା ଫେରିପାଇବେ।
କର୍କଟ: ସାଙ୍ଗସାଥୀଙ୍କ ସହଯୋଗ ଲୋଡ଼ିବେ। ଦିନର ଆରମ୍ଭରୁ ଥକ୍କା ଅନୁଭବ କରିପାରନ୍ତି। ବିଦ୍ୟାର୍ଥୀମାନଙ୍କ ପାଇଁ ଭଲ ସମୟ। ନୂତନ ବ୍ୟବସାୟ ପାଇଁ ଧାର କରଜ କରିପାରନ୍ତି।
ସିଂହ: ଧନପ୍ରାପ୍ତି ଯୋଗ ରହିଛି। ପିଲାମାନଙ୍କ ଭବିଷ୍ୟତକୁ ନେଇ ଅଭିଭାବକ ଚିନ୍ତିତ ରହିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପିଲାମାନେ ଖେଳମନସ୍କ ହେବେ। ଘରେ ଶୁଭକାର୍ଯ୍ୟ ହୋଇପାରେ।
କନ୍ୟା: ଜମି କିଣାବିକା ପାଇଁ ବର୍ତ୍ତମାନ ଭଲ ସମୟ। ଆୟ ଅନୁସାରେ ବ୍ୟୟ କମ୍ ହେବ। ପ୍ରିୟଜନଙ୍କ ସହ ଦୂରଯାତ୍ରା କରିପାରନ୍ତି। ଗୁରୁଜନଙ୍କ ପରାମର୍ଶ ନେଇ ଆଗକୁ ବଢ଼ିବେ। ଯାତ୍ରା ସମୟରେ ସତର୍କ ରୁହନ୍ତୁ।
ତୁଳା: ଅକସ୍ମାତ ବନ୍ଧୁମିଳନ ଯୋଗ ରହିଛି। ପାରିବାରିକ ହସଖୁସି ମିଳିବ। କର୍ମକ୍ଷେତ୍ରରେ ନୂତନ ସହଯୋଗୀଙ୍କ ସାହାଯ୍ୟ ମିଳିବ। ନୂତନ ବ୍ୟବସାୟ ପାଇଁ ବର୍ତ୍ତମାନ ଅନୁକୂଳ ସମୟ।
ବିଛା: କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ସାମାଜିକ ଏବଂ ଧାର୍ମିକ ସମାରୋହରେ ଯୋଗଦେବେ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ।
ଧନୁ: ବନ୍ଧୁମିଳନ ଯୋଗ ରହିଛି। ଅଧିକ ଚିନ୍ତା କରନ୍ତୁନି। ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ପତି-ପତ୍ନୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ମହିଳାମାନେ ଧର୍ମପରାୟାଣା ହେବେ।
ମକର: ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ। ଉଧାର ଦେଉଥିଲେ ସାବଧାନ ହୋଇଯାଆନ୍ତୁ। ପରିବାର ସହିତ କିଛି ସମୟ ବିତାନ୍ତୁ। କର୍ମକ୍ଷେତ୍ରରେ ପଦୋନ୍ନତି ଯୋଗ ରହିଛି। ବୟସ୍କ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।
କୁମ୍ଭ: ସମସ୍ୟାରେ ପଡ଼ିପାରନ୍ତି। ମାନସମ୍ମାନ ବୃଦ୍ଧି ହେବ। ଗୁରୁଜନଙ୍କ ପରାମର୍ଶରେ ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଖର୍ଚ୍ଚ ନିୟନ୍ତ୍ରଣ କରନ୍ତୁ। ଭାଇ –ଭାଇ ମଧ୍ୟରେ ମନୋମାଳିନ୍ୟ ହୋଇପାରେ।
ମୀନ: ନିଜ କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ବୈବାହିକ ଜୀବନ ମଧୁମୟ ହେବ । ପିଲାମାନେ ପଢ଼ାପଢ଼ିରେ ଅଧିକ ଧ୍ୟାନ ଦେବେ । ପଡ଼ୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ।