Monday Horoscope: ସୋମବାର ରାଶିଫଳ (୧୩-୦୭-୨୦୨୬)

Madhusudan Das Picture
Published On

ମେଷ: ଦୀର୍ଘ ଦିନର ଆଶା ପୂରଣ ହେବ। ଆୟ  ଓ ବ୍ୟୟ ସମାନ ରହିପାରେ। ମାନ ସମ୍ମାନ ବୃଦ୍ଧି ପାଇବ। ଅଫିସ୍‌ କାର୍ଯ୍ୟ ପ୍ରଭାବିତ ହୋଇପାରେ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ । 

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ (୦୬-୦୭-୨୦୨୬)

ବୃଷ: ଅଫିସ୍‌ରେ ସହକର୍ମୀଙ୍କ ସହଯୋଗ ମିଳିପାରେ। ପରିବାର ଲୋକଙ୍କ ସହ ହସଖୁସିର ସମୟ ବିତାଇବେ। ବ୍ୟବସାୟରେ ଲାଭ ମିଳିବ। ମନ ପ୍ରସନ୍ନ ରହିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।  

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ (୦୭-୦୭-୨୦୨୬)

ମିଥୁନ: ଯୋଜନା ଅନୁଯାୟୀ କାମ କରିବେ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଅଫିସ୍‌ କାର୍ଯ୍ୟ ପାଇଁ ବିଦେଶ ଯାତ୍ରା ଯୋଗ ରହିଛି। ନିଜ ଲୋକ ଶତ୍ରୁ ସାଜିପାରନ୍ତି। 

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

କର୍କଟ: ପୁରୁଣା ନିବେଶରୁ ଲାଭ ମିଳିପାରେ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ଆଇଟି କ୍ଷେତ୍ରରେ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ମହିଳାମାନେ ପୂଜାର୍ଚ୍ଚନାରେ ବ୍ୟସ୍ତ ରହିପାରନ୍ତି।

ସିଂହ: ଅଚାନକ ଖୁସି ଖବର ମିଳିପାରେ। ଗୁରୁଜନଙ୍କ ଆଶୀର୍ବାଦ ନେଇ ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ପରିବାର ସଦସ୍ୟଙ୍କ ସହଯୋଗ ମିଳିବ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ। 

କନ୍ୟା: ବ୍ୟବସାୟରୁ ଲାଭ ମିଳିପାରେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ଲୋକ ସମ୍ପର୍କ ବୃଦ୍ଧି ପାଇବ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ଦାନ ଧର୍ମ କରିବେ। 

ତୁଳା: କୋର୍ଟକଚେରୀ ମାମଲାରେ ବିଜୟ ଲାଭ କରିବେ। ପାରିବାରିକ ବିବାଦ ଦେଖା ଦେବ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ରହିପାରନ୍ତି। ଦୂର ସ୍ଥାନକୁ ଯାତ୍ରା ଯୋଗ ଅଛି। 

ବିଛା: କାର୍ଯ୍ୟରେ ବାଧା ଆସିପାରେ। ସକାରାତ୍ମକ ଚିନ୍ତାଧାରା ସହିତ ଆଗକୁ ବଢ଼ିବେ। ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆୟ ଓ ବ୍ୟୟ ସମାନ ରହିବ।

ଧନୁ: କର୍ମ ଚଞ୍ଚଳ ରହିବେ। ମାନ ସମ୍ମାନ ବୃଦ୍ଧି ପାଇବ। ଧାର୍ମିକ କାର୍ଯ୍ୟ ପ୍ରତି ରୁଚି ବଢ଼ିବ। ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁନି। ଧୈର୍ଯ୍ୟ ରଖି କାମ କରନ୍ତୁ। ଦୀର୍ଘ ଦିନର ଆଶା ପୂରଣ ହେବ। 

ମକର: ଆୟଠୁ ଅଧିକ ବ୍ୟୟ ହେବ। ପରିବାର ସଦସ୍ୟଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ମହିଳାମାନେ ଘର କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ଆଣ୍ଠୁଗଣ୍ଠି ସମସ୍ୟା ହୋଇପାରେ। 

କୁମ୍ଭ: ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଧାର କରଜରୁ ଦୂରେଇ ରହିବେ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ। ବ୍ୟବସାୟ ପାଇଁ ନୂଆ ଯୋଜନା କରିପାରନ୍ତି। ଚକ୍ଷୁ ସମସ୍ୟା ହୋଇପାରେ। 

ମୀନ: କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ଆଶା  ପୂରଣ ହେବ। ଧନଲାଭ ଯୋଗ ଅଛି। ଯୋଜନା ମୁତାବକ କାମ କରିବେ। କୌଣସି କଥାକୁ ନେଇ ବିଚଳିତ ହୋଇପାରନ୍ତି। 

13 Jul 2026 By Madhusudan Das

Monday Horoscope: ସୋମବାର ରାଶିଫଳ (୧୩-୦୭-୨୦୨୬)

ମେଷ: ଦୀର୍ଘ ଦିନର ଆଶା ପୂରଣ ହେବ। ଆୟ  ଓ ବ୍ୟୟ ସମାନ ରହିପାରେ। ମାନ ସମ୍ମାନ ବୃଦ୍ଧି ପାଇବ। ଅଫିସ୍‌ କାର୍ଯ୍ୟ ପ୍ରଭାବିତ ହୋଇପାରେ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ । 

ବୃଷ: ଅଫିସ୍‌ରେ ସହକର୍ମୀଙ୍କ ସହଯୋଗ ମିଳିପାରେ। ପରିବାର ଲୋକଙ୍କ ସହ ହସଖୁସିର ସମୟ ବିତାଇବେ। ବ୍ୟବସାୟରେ ଲାଭ ମିଳିବ। ମନ ପ୍ରସନ୍ନ ରହିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।  

ମିଥୁନ: ଯୋଜନା ଅନୁଯାୟୀ କାମ କରିବେ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଅଫିସ୍‌ କାର୍ଯ୍ୟ ପାଇଁ ବିଦେଶ ଯାତ୍ରା ଯୋଗ ରହିଛି। ନିଜ ଲୋକ ଶତ୍ରୁ ସାଜିପାରନ୍ତି। 

କର୍କଟ: ପୁରୁଣା ନିବେଶରୁ ଲାଭ ମିଳିପାରେ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ଆଇଟି କ୍ଷେତ୍ରରେ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ମହିଳାମାନେ ପୂଜାର୍ଚ୍ଚନାରେ ବ୍ୟସ୍ତ ରହିପାରନ୍ତି।

ସିଂହ: ଅଚାନକ ଖୁସି ଖବର ମିଳିପାରେ। ଗୁରୁଜନଙ୍କ ଆଶୀର୍ବାଦ ନେଇ ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ପରିବାର ସଦସ୍ୟଙ୍କ ସହଯୋଗ ମିଳିବ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ। 

କନ୍ୟା: ବ୍ୟବସାୟରୁ ଲାଭ ମିଳିପାରେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ଲୋକ ସମ୍ପର୍କ ବୃଦ୍ଧି ପାଇବ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ଦାନ ଧର୍ମ କରିବେ। 

ତୁଳା: କୋର୍ଟକଚେରୀ ମାମଲାରେ ବିଜୟ ଲାଭ କରିବେ। ପାରିବାରିକ ବିବାଦ ଦେଖା ଦେବ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ରହିପାରନ୍ତି। ଦୂର ସ୍ଥାନକୁ ଯାତ୍ରା ଯୋଗ ଅଛି। 

ବିଛା: କାର୍ଯ୍ୟରେ ବାଧା ଆସିପାରେ। ସକାରାତ୍ମକ ଚିନ୍ତାଧାରା ସହିତ ଆଗକୁ ବଢ଼ିବେ। ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆୟ ଓ ବ୍ୟୟ ସମାନ ରହିବ।

ଧନୁ: କର୍ମ ଚଞ୍ଚଳ ରହିବେ। ମାନ ସମ୍ମାନ ବୃଦ୍ଧି ପାଇବ। ଧାର୍ମିକ କାର୍ଯ୍ୟ ପ୍ରତି ରୁଚି ବଢ଼ିବ। ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁନି। ଧୈର୍ଯ୍ୟ ରଖି କାମ କରନ୍ତୁ। ଦୀର୍ଘ ଦିନର ଆଶା ପୂରଣ ହେବ। 

ମକର: ଆୟଠୁ ଅଧିକ ବ୍ୟୟ ହେବ। ପରିବାର ସଦସ୍ୟଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ମହିଳାମାନେ ଘର କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ଆଣ୍ଠୁଗଣ୍ଠି ସମସ୍ୟା ହୋଇପାରେ। 

କୁମ୍ଭ: ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଧାର କରଜରୁ ଦୂରେଇ ରହିବେ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ। ବ୍ୟବସାୟ ପାଇଁ ନୂଆ ଯୋଜନା କରିପାରନ୍ତି। ଚକ୍ଷୁ ସମସ୍ୟା ହୋଇପାରେ। 

ମୀନ: କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ଆଶା  ପୂରଣ ହେବ। ଧନଲାଭ ଯୋଗ ଅଛି। ଯୋଜନା ମୁତାବକ କାମ କରିବେ। କୌଣସି କଥାକୁ ନେଇ ବିଚଳିତ ହୋଇପାରନ୍ତି। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp