Monday Horoscope: ସୋମବାର ରାଶିଫଳ (୧୫-୦୬-୨୦୨୬)
ମେଷ: ଦୀର୍ଘ ଦିନର ଆଶା ପୂରଣ ହେବ। ଭାଗ୍ୟ ଆପଣଙ୍କ ସାଥ୍ ଦେବ। ମନ ପ୍ରସନ୍ନ ରହିବ। କର୍ମଚଞ୍ଚଳ ରହିବେ। ଆୟ ବ୍ୟୟ ସମାନ ରହିବ। ଯୋଜନା ମୁତାବକ କାମ କରିବେ।
ବୃଷ: ଅଫିସ୍ ସହକର୍ମୀଙ୍କ ସହଯୋଗ ମିଳିପାରେ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ମହିଳାମାନେ ଘର କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ଶୁଭ ଖବର ମିଳିପାରେ।
ମିଥୁନ: ବିଦ୍ୟାର୍ଥୀ କ୍ୟାରିୟରକୁ ନେଇ ଚିନ୍ତାରେ ରହିପାରନ୍ତି। ପରିବାର ପାଇଁ ସମୟ ବାହାର କରିବେ। ନିବେଶରୁ ଲାଭ ମିଳିପାରେ। ଧାର୍ମିକ ସ୍ଥାନକୁ ଯାତ୍ରାଯୋଗ ଅଛି।
କର୍କଟ: ଅଫିସ୍ରେ ପଦୋନ୍ନତି ସମ୍ଭାବନା ଅଛି। ଗୁରୁଜନଙ୍କ ପରାମର୍ଶ ନେଇ ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ।
ସିଂହ: ଅଟକି ରହିଥିବା କାମ ପୂରା ହେବ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ଖର୍ଚ୍ଚ ବଢ଼ିପାରେ। ବ୍ୟକ୍ତିଗତ କଥା ଅନ୍ୟମାନଙ୍କ ସହ ସେୟାର କରନ୍ତୁନି।
କନ୍ୟା: ମହିଳାମାନେ ଘର କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି। ପୁରୁଣା ନିବେଶରୁ ଲାଭ ମିଳିପାରେ। ଚକ୍ଷୁ ସମସ୍ୟା ହୋଇପାରେ। ଧୈର୍ଯ୍ୟ ରଖି ଚାଲନ୍ତୁ।
ତୁଳା: ମନ ପ୍ରସନ୍ନ ରହିବ। ଦିନଟି ଶୁଭଫଳ ପ୍ରଦାନ କରିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିପାରନ୍ତି। ରାଜନେତାଙ୍କ ପାଇଁ ଦିନଟି ଭଲ।
ବିଛା: ଜମିବାଡ଼ିକୁ ନେଇ ବିବାଦ ଦେଖା ଦେବ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି। ମାନସମ୍ମାନ ବୃଦ୍ଧି ପାଇବ। ଶାରୀରିକ କଷ୍ଟ ଭୋଗିପାରନ୍ତି। ଅଫିସ୍ ସହକର୍ମୀଙ୍କ ସହଯୋଗ ମିଳିପାରେ।
ଧନୁ: ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ମନ ପ୍ରସନ୍ନ ରହିବ। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ଅପ୍ରିୟ ସତ କଥା କହି ସମସ୍ୟାରେ ପଡ଼ିପାରନ୍ତି। ଦାନ ଧର୍ମ କରିବେ।
ମକର: ଅତିଥି ସତ୍କାର କରିପାରନ୍ତି। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ବିବାଦୀୟ କାର୍ଯ୍ୟରୁ ଦୂରେଇ ରହିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଅଚାନକ ଖୁସିଖବର ମିଳିପାରେ।
କୁମ୍ଭ: ବ୍ୟବସାୟରୁ ଲାଭ ମିଳିପାରେ। ଅଫିସ୍ରେ ସହକର୍ମୀଙ୍କ ସାହାଯ୍ୟ ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପିଲାମାନେ ଖେଳକୁଦରେ ବ୍ୟସ୍ତ ରହିପାରନ୍ତି।
ମୀନ: ଆଶା କରିଥିବା ଦିଗରୁ ଧନ ମିଳିପାରେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ଯୋଗ ଦେବେ। ମାନ ସମ୍ମାନ ମିଳିବ। ରାଜନେତାଙ୍କ ପାଇଁ ଦିନଟି ବହୁତ ଭଲ।