Monday Horoscope: ସୋମବାର ରାଶିଫଳ ( ୧୬-୦୩-୨୦୨୬ )

Madhusudan Das Picture
Published On

ମେଷ: ଅଚାନକ ଖୁସି ଖବର ପାଇବେ। ଆୟ ବ୍ୟୟ ସମାନ ରହିବ। ରାଜନେତାଙ୍କ ପାଇଁ ଦିନଟି ଭଲ। ଅଫିସ୍‌ କାର୍ଯ୍ୟ ପୂରା କରିପାରନ୍ତି। ପଡୋଶୀଙ୍କ ସହ ସୁସମ୍ପର୍କ ବଢ଼ିବ। ପ୍ରେମ ଜୀବନ ସୁଖମୟ ହେବ। 

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୧୩-୦୩-୨୦୨୬ )

ବୃଷ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଅଯଥା ଖର୍ଚ୍ଚ ବଢ଼ିପାରେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଫିସ୍‌ ସହକର୍ମୀଙ୍କ ସହଯୋଗ ରହିବ। ମାନସମ୍ମାନ ବୃଦ୍ଧି ପାଇବ।  

ଆହୁରି ପଢ଼ନ୍ତୁ: ୨୦୨୬ ଫେବୃଆରୀରୁ ବଦଳିବ ଏହି ୪ ରାଶିର ଭାଗ୍ୟ: ମିଳିବ ପ୍ରଚୁର ଧନ ଓ ସଫଳତା

ମିଥୁନ: ଯୋଜନା ମୁତାବକ କାମ କରନ୍ତୁ। ନିଜପାଇଁ ସମୟ ଦିଅନ୍ତୁ। କୋର୍ଟ କଚେରୀ ମାମଲାର ଶୁଣାଣି ହେବ। ଅତିଥି ସତ୍କାର କରିପାରନ୍ତି। ବିଦ୍ୟାର୍ଥୀ ଖେଳକୁଦରେ ଅଧିକ ସମୟ ବିତାଇବେ।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

କର୍କଟ: ପରିବାର ସଦସ୍ୟଙ୍କ ସହିତ ସମୟ ବିତାଇବେ। ଗୁରୁଜନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତାରେ ରହିପାରନ୍ତି। ଅଧ଄କ ପରିଶ୍ରମ କରିବେ। ଖର୍ଚ୍ଚରେ ନିୟନ୍ତ୍ରଣ ରକ୍ଷା କରିବେ। 

ସିଂହ: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ଗୁରୁଜନଙ୍କ  ଆଶୀର୍ବାଦ ନେଇ ନୂଆ କାମ ଆରମ୍ଭ କରିପାରିବେ। ପୁରୁଣା ବନ୍ଧୁଙ୍କ ସହ ଭେଟ ହୋଇପାରେ। ଯାନବାହନ କ୍ରୟ କରିପାରନ୍ତି। 

କନ୍ୟା: ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବ୍ୟକ୍ତିଗତ କଥା ଅନ୍ୟମାନଙ୍କ ସହିତ ସେୟାର କରନ୍ତୁନି। ପଡ଼ୋଶୀଙ୍କ ସହ ମତାନ୍ତର ଦୂର ହେବ।  

ତୁଳା: ଅଫିସ୍‌ କାମକୁ ନେଇ ଚିନ୍ତା ବଢ଼ିପାରେ। ଅଟକି ଥିବା ଧନ ମିଳିପାରେ। ସମ୍ପର୍କୀୟଙ୍କଠାରୁ ଉପହାର ପାଇବେ। ସଫଳତା ପାଇବା ପାଇଁ କଠିନ ପରିଶ୍ରମ କରିବାକୁ ପଡ଼ିପାରେ। 

ବିଛା: ନୂତନ ଜମି କ୍ରୟ କରିପାରନ୍ତି। ଲୋକସମ୍ପର୍କ ବୃଦ୍ଧି ହେବ। ମହିଳାମାନେ ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ସମୟ ପୂର୍ବରୁ ସମସ୍ତ କାର୍ଯ୍ୟ ପୂରା କରିବେ। ଇଚ୍ଛା ପୂରଣ ହେବ।  

ଧନୁ: ଆଶା କରିଥିବା ଦିଗରୁ ନିରାଶ ହୋଇପାରନ୍ତି। ଧୈର୍ଯ୍ୟ ହରାନ୍ତୁନି। ଧାର୍ମିକ ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟ ଜନିତ ସମସ୍ୟାର ସମାଧାନ ହେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। 

ମକର: ପୁରୁଣା ନିବେଶରୁ ଲାଭ ମିଳିପାରେ। ମହିଳାମାନେ ଉଦାସ ରହିପାରନ୍ତି। ଅଫିସ୍‌ କାର୍ଯ୍ୟ ପାଇଁ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଛାତ୍ରଛାତ୍ରୀ ପଢ଼ା ପ୍ରତି ଆଗ୍ରହ ପ୍ରକାଶ କରିବେ। 

କୁମ୍ଭ: ଦୀର୍ଘ ଦିନର ଆଶା ପୂରଣ ହୋଇପାରେ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତଯୋଗ ରହିଛି। ସାମାଜିକ କାର୍ଯ୍ୟରେ ସାମିଲ ହେବେ। ସନ୍ତାନଙ୍କ ସହ ସମୟ ଅତିବାହିତ କରିବେ। ପୂଜାର୍ଚ୍ଚନା କରନ୍ତୁ। 

ମୀନ: ଆଜି ଦିନ ଆପଣଙ୍କୁ ମିଶ୍ରିତ ଫଳ  ଦେବ। ବନ୍ଧୁଙ୍କ ସହିତ ସମୟ ବିତାଇବେ। ଧାର୍ମିକ କାର୍ଯ୍ୟରେ ନିୟୋଜିତ ହେବେ। ପୈତୃକ ସମ୍ପତ୍ତି ବିବାଦର ସମାଧାନ ହେବ।

16 Mar 2026 By Madhusudan Das

Monday Horoscope: ସୋମବାର ରାଶିଫଳ ( ୧୬-୦୩-୨୦୨୬ )

ମେଷ: ଅଚାନକ ଖୁସି ଖବର ପାଇବେ। ଆୟ ବ୍ୟୟ ସମାନ ରହିବ। ରାଜନେତାଙ୍କ ପାଇଁ ଦିନଟି ଭଲ। ଅଫିସ୍‌ କାର୍ଯ୍ୟ ପୂରା କରିପାରନ୍ତି। ପଡୋଶୀଙ୍କ ସହ ସୁସମ୍ପର୍କ ବଢ଼ିବ। ପ୍ରେମ ଜୀବନ ସୁଖମୟ ହେବ। 

ବୃଷ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଅଯଥା ଖର୍ଚ୍ଚ ବଢ଼ିପାରେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଫିସ୍‌ ସହକର୍ମୀଙ୍କ ସହଯୋଗ ରହିବ। ମାନସମ୍ମାନ ବୃଦ୍ଧି ପାଇବ।  

ମିଥୁନ: ଯୋଜନା ମୁତାବକ କାମ କରନ୍ତୁ। ନିଜପାଇଁ ସମୟ ଦିଅନ୍ତୁ। କୋର୍ଟ କଚେରୀ ମାମଲାର ଶୁଣାଣି ହେବ। ଅତିଥି ସତ୍କାର କରିପାରନ୍ତି। ବିଦ୍ୟାର୍ଥୀ ଖେଳକୁଦରେ ଅଧିକ ସମୟ ବିତାଇବେ।

କର୍କଟ: ପରିବାର ସଦସ୍ୟଙ୍କ ସହିତ ସମୟ ବିତାଇବେ। ଗୁରୁଜନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତାରେ ରହିପାରନ୍ତି। ଅଧ଄କ ପରିଶ୍ରମ କରିବେ। ଖର୍ଚ୍ଚରେ ନିୟନ୍ତ୍ରଣ ରକ୍ଷା କରିବେ। 

ସିଂହ: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ଗୁରୁଜନଙ୍କ  ଆଶୀର୍ବାଦ ନେଇ ନୂଆ କାମ ଆରମ୍ଭ କରିପାରିବେ। ପୁରୁଣା ବନ୍ଧୁଙ୍କ ସହ ଭେଟ ହୋଇପାରେ। ଯାନବାହନ କ୍ରୟ କରିପାରନ୍ତି। 

କନ୍ୟା: ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବ୍ୟକ୍ତିଗତ କଥା ଅନ୍ୟମାନଙ୍କ ସହିତ ସେୟାର କରନ୍ତୁନି। ପଡ଼ୋଶୀଙ୍କ ସହ ମତାନ୍ତର ଦୂର ହେବ।  

ତୁଳା: ଅଫିସ୍‌ କାମକୁ ନେଇ ଚିନ୍ତା ବଢ଼ିପାରେ। ଅଟକି ଥିବା ଧନ ମିଳିପାରେ। ସମ୍ପର୍କୀୟଙ୍କଠାରୁ ଉପହାର ପାଇବେ। ସଫଳତା ପାଇବା ପାଇଁ କଠିନ ପରିଶ୍ରମ କରିବାକୁ ପଡ଼ିପାରେ। 

ବିଛା: ନୂତନ ଜମି କ୍ରୟ କରିପାରନ୍ତି। ଲୋକସମ୍ପର୍କ ବୃଦ୍ଧି ହେବ। ମହିଳାମାନେ ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ସମୟ ପୂର୍ବରୁ ସମସ୍ତ କାର୍ଯ୍ୟ ପୂରା କରିବେ। ଇଚ୍ଛା ପୂରଣ ହେବ।  

ଧନୁ: ଆଶା କରିଥିବା ଦିଗରୁ ନିରାଶ ହୋଇପାରନ୍ତି। ଧୈର୍ଯ୍ୟ ହରାନ୍ତୁନି। ଧାର୍ମିକ ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟ ଜନିତ ସମସ୍ୟାର ସମାଧାନ ହେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। 

ମକର: ପୁରୁଣା ନିବେଶରୁ ଲାଭ ମିଳିପାରେ। ମହିଳାମାନେ ଉଦାସ ରହିପାରନ୍ତି। ଅଫିସ୍‌ କାର୍ଯ୍ୟ ପାଇଁ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଛାତ୍ରଛାତ୍ରୀ ପଢ଼ା ପ୍ରତି ଆଗ୍ରହ ପ୍ରକାଶ କରିବେ। 

କୁମ୍ଭ: ଦୀର୍ଘ ଦିନର ଆଶା ପୂରଣ ହୋଇପାରେ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତଯୋଗ ରହିଛି। ସାମାଜିକ କାର୍ଯ୍ୟରେ ସାମିଲ ହେବେ। ସନ୍ତାନଙ୍କ ସହ ସମୟ ଅତିବାହିତ କରିବେ। ପୂଜାର୍ଚ୍ଚନା କରନ୍ତୁ। 

ମୀନ: ଆଜି ଦିନ ଆପଣଙ୍କୁ ମିଶ୍ରିତ ଫଳ  ଦେବ। ବନ୍ଧୁଙ୍କ ସହିତ ସମୟ ବିତାଇବେ। ଧାର୍ମିକ କାର୍ଯ୍ୟରେ ନିୟୋଜିତ ହେବେ। ପୈତୃକ ସମ୍ପତ୍ତି ବିବାଦର ସମାଧାନ ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp