ମନୋରଞ୍ଜନ

ଦିବ୍ୟାଙ୍ଗଙ୍କ ଉପରେ ମନ୍ତବ୍ୟ ଦେଇ ଫସିଥିଲେ କମେଡିଆନ୍ ସମୟ ରାଇନା: ଏବେ ସବୁ ଏଫଆଇଆର ଖାରଜ କଲେ ସୁପ୍ରିମକୋର୍ଟ
ନିଟ୍ ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗରେ ଚୁପ୍ କାହିଁକି ଥିଲେ ସୋନୁ ନିଗମ? ଦେଲେ ଏମିତି ଉତ୍ତର, କହିଲେ- 'ବାପାଙ୍କୁ କଥା ଦେଇଛି...'
ଭାରତରେ ପ୍ରତିବନ୍ଧକ ନେଇ ମୁହଁ ଖୋଲିଲେ ଅତିଫ ଅସଲାମ: କହିଲେ- 'ଯେଉଁମାନେ ବ୍ୟାନ୍ ଲଗାଇଲେ ସେମାନଙ୍କୁ ଧନ୍ୟବାଦ, ଫ୍ୟାନ୍ସ ଭିପିଏନରେ ଶୁଣୁଛନ୍ତି ଗୀତ'
୭୩ ବର୍ଷୀୟ ବଲିଉଡ ନିର୍ଦ୍ଦେଶକ ଶକିଲ ନୁରାନୀ ଗିରଫ, ୩୩ ବର୍ଷୀୟା ଅଭିନେତ୍ରୀଙ୍କୁ ଦୁଷ୍କର୍ମ ଓ ବ୍ଲାକମେଲ୍ ଅଭିଯୋଗ
ଗୋଆ ଏୟାରବିଏନବିରୁ ଦୈନିକ ୪୦,୦୦୦ ଟଙ୍କା ରୋଜଗାର ଆଶା ଫେଲ୍: ବାସ୍ତବତାକୁ ସ୍ୱୀକାର କଲେ ଅଭିନେତ୍ରୀ ପାରୁଲ ଗୁଲାଟୀ

Monday Horoscope: ସୋମବାର ରାଶିଫଳ (୧୭-୦୮-୨୦୨୬)

Madhusudan Das Picture
Published On

ମେଷ: ଆର୍ଥିକ ସମସ୍ୟା ଦେଖାଦେବ। ଖାଦ୍ୟପାନୀୟ ପ୍ରତି ଧ୍ୟାନ ରଖିବେ । ମହିଳାଙ୍କଠାରେ ଆଣ୍ଠୁଗଣ୍ଠି ସମସ୍ୟା ଦେଖାଦେବ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ । 

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ (୧୨-୦୮-୨୦୨୬)

ବୃଷ: ଅଫିସ୍‌ରେ ସହକର୍ମୀଙ୍କ ସହଯୋଗ ମିଳିବ। ବ୍ୟବସାୟରେ ସମସ୍ୟାକୁ ସାମ୍ନା କରିବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ପରିଲକ୍ଷିତ ହେବ। ମନ ପ୍ରସନ୍ନ ରହିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। 

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ (୧୩-୦୮-୨୦୨୬)

ମିଥୁନ: ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ବିଦେଶ ଯାତ୍ରା ଯୋଗ ରହିଛି। ପରିବାର ସହିତ ହସଖୁସିରେ ସମୟ ଅତିବାହିତ କରିବେ। 

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

କର୍କଟ: ଶାନ୍ତ ଓ ଖୁସି ମନରେ ସମସ୍ତ କାମ ପୂରା କରିବେ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ଜୀବନସାଥୀଙ୍କ ସହ ବୁଲିବାକୁ ଯିବେ। ଆଇଟି କ୍ଷେତ୍ରରେ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। 

ସିଂହ: ବ୍ୟବସାୟରେ ବିରୋଧୀଙ୍କୁ ସାମ୍ନା କରିବେ। ନୂଆ କାମରେ ବନ୍ଧୁ ତଥା ପରିବାର ସଦସ୍ୟଙ୍କ ସହଯୋଗ ମିଳିବ। ବିବାହ ପ୍ରସ୍ତାବ ସ୍ଥିର ହେବ। ଦେବ କାର୍ଯ୍ୟରେ ମନୋଯୋଗ ଦେବେ। 

କନ୍ୟା: ବ୍ୟବସାୟରୁ ଲାଭ ମିଳିବ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ବାପାଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ବିଦ୍ୟାର୍ଥୀ ପ୍ରବେଶିକା ପରୀକ୍ଷା ପାଇଁ ପ୍ରସ୍ତୁତି କରିବେ। 

ତୁଳା: କୋର୍ଟକଚେରୀ ମାମଲାରେ ବିଜୟ ଲାଭ କରିବେ। ପାରିବାରିକ ବିବାଦ ଦେଖା ଦେବ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ରହିବେ। ଦୂର ସ୍ଥାନକୁ ଯାତ୍ରା ଯୋଗ ଅଛି। 

ବିଛା: ଅନଲାଇନ୍ ବ୍ୟବସାୟୀଙ୍କୁ ଲାଭ ମିଳିବ। ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ। ଭାଇ-ଭଉଣୀଙ୍କ ସମ୍ପର୍କ ମଜଭୁତ ହେବ। ଦାମ୍ପତ୍ୟ ଜୀବନ ଅଶାନ୍ତି ଭିତରେ ଗତି କରିବ। 

ଧନୁ: କର୍ମ ଚଞ୍ଚଳ ରହିବେ। ଧାର୍ମିକ କାର୍ଯ୍ୟ ପ୍ରତି ରୁଚି ବଢ଼ିବ। ଅଫିସ୍‌ କାର୍ଯ୍ୟରେ ସମସ୍ୟା ଆସିବ। ସମୟ ପୂର୍ବରୁ କାମ ଶେଷ କରିବେ। ଆୟର ନୂତନ ମାର୍ଗ ଉନ୍ମୋଚନ ହେବ। 

ମକର: ଆୟଠୁ ଅଧିକ ବ୍ୟୟ ହେବ। ପରିବାର ସଦସ୍ୟଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। ସ୍ବାସ୍ଥ୍ୟ ପ୍ରତି ସଚେତନ ହେବେ। ଅଯଥା ଖର୍ଚ୍ଚରେ ନିୟନ୍ତ୍ରଣ ରକ୍ଷା କରିବେ। 

କୁମ୍ଭ: ଧାର କରଜରୁ ଦୂରେଇ ରହିବେ। ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ। 

ମୀନ: ଦିନଟି ବ୍ୟସ୍ତତା ଭିତରେ କଟିବ। ପରିବାରରେ ହସଖୁସିର ପରିବେଶ ରହିବ। ଖେଳାଳୀଙ୍କ ପାଇଁ ଅନୁକୂଳ ସମୟ। ଧନଲାଭ ଯୋଗ ଅଛି। ଦାମ୍ପତ୍ୟ ଜୀବନ ସୁଖମୟ ହେବ। 

17 Aug 2026 By Madhusudan Das

Monday Horoscope: ସୋମବାର ରାଶିଫଳ (୧୭-୦୮-୨୦୨୬)

ମେଷ: ଆର୍ଥିକ ସମସ୍ୟା ଦେଖାଦେବ। ଖାଦ୍ୟପାନୀୟ ପ୍ରତି ଧ୍ୟାନ ରଖିବେ । ମହିଳାଙ୍କଠାରେ ଆଣ୍ଠୁଗଣ୍ଠି ସମସ୍ୟା ଦେଖାଦେବ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ । 

ବୃଷ: ଅଫିସ୍‌ରେ ସହକର୍ମୀଙ୍କ ସହଯୋଗ ମିଳିବ। ବ୍ୟବସାୟରେ ସମସ୍ୟାକୁ ସାମ୍ନା କରିବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ପରିଲକ୍ଷିତ ହେବ। ମନ ପ୍ରସନ୍ନ ରହିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। 

ମିଥୁନ: ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ବିଦେଶ ଯାତ୍ରା ଯୋଗ ରହିଛି। ପରିବାର ସହିତ ହସଖୁସିରେ ସମୟ ଅତିବାହିତ କରିବେ। 

କର୍କଟ: ଶାନ୍ତ ଓ ଖୁସି ମନରେ ସମସ୍ତ କାମ ପୂରା କରିବେ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ଜୀବନସାଥୀଙ୍କ ସହ ବୁଲିବାକୁ ଯିବେ। ଆଇଟି କ୍ଷେତ୍ରରେ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। 

ସିଂହ: ବ୍ୟବସାୟରେ ବିରୋଧୀଙ୍କୁ ସାମ୍ନା କରିବେ। ନୂଆ କାମରେ ବନ୍ଧୁ ତଥା ପରିବାର ସଦସ୍ୟଙ୍କ ସହଯୋଗ ମିଳିବ। ବିବାହ ପ୍ରସ୍ତାବ ସ୍ଥିର ହେବ। ଦେବ କାର୍ଯ୍ୟରେ ମନୋଯୋଗ ଦେବେ। 

କନ୍ୟା: ବ୍ୟବସାୟରୁ ଲାଭ ମିଳିବ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ବାପାଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ବିଦ୍ୟାର୍ଥୀ ପ୍ରବେଶିକା ପରୀକ୍ଷା ପାଇଁ ପ୍ରସ୍ତୁତି କରିବେ। 

ତୁଳା: କୋର୍ଟକଚେରୀ ମାମଲାରେ ବିଜୟ ଲାଭ କରିବେ। ପାରିବାରିକ ବିବାଦ ଦେଖା ଦେବ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ରହିବେ। ଦୂର ସ୍ଥାନକୁ ଯାତ୍ରା ଯୋଗ ଅଛି। 

ବିଛା: ଅନଲାଇନ୍ ବ୍ୟବସାୟୀଙ୍କୁ ଲାଭ ମିଳିବ। ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ। ଭାଇ-ଭଉଣୀଙ୍କ ସମ୍ପର୍କ ମଜଭୁତ ହେବ। ଦାମ୍ପତ୍ୟ ଜୀବନ ଅଶାନ୍ତି ଭିତରେ ଗତି କରିବ। 

ଧନୁ: କର୍ମ ଚଞ୍ଚଳ ରହିବେ। ଧାର୍ମିକ କାର୍ଯ୍ୟ ପ୍ରତି ରୁଚି ବଢ଼ିବ। ଅଫିସ୍‌ କାର୍ଯ୍ୟରେ ସମସ୍ୟା ଆସିବ। ସମୟ ପୂର୍ବରୁ କାମ ଶେଷ କରିବେ। ଆୟର ନୂତନ ମାର୍ଗ ଉନ୍ମୋଚନ ହେବ। 

ମକର: ଆୟଠୁ ଅଧିକ ବ୍ୟୟ ହେବ। ପରିବାର ସଦସ୍ୟଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। ସ୍ବାସ୍ଥ୍ୟ ପ୍ରତି ସଚେତନ ହେବେ। ଅଯଥା ଖର୍ଚ୍ଚରେ ନିୟନ୍ତ୍ରଣ ରକ୍ଷା କରିବେ। 

କୁମ୍ଭ: ଧାର କରଜରୁ ଦୂରେଇ ରହିବେ। ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ। 

ମୀନ: ଦିନଟି ବ୍ୟସ୍ତତା ଭିତରେ କଟିବ। ପରିବାରରେ ହସଖୁସିର ପରିବେଶ ରହିବ। ଖେଳାଳୀଙ୍କ ପାଇଁ ଅନୁକୂଳ ସମୟ। ଧନଲାଭ ଯୋଗ ଅଛି। ଦାମ୍ପତ୍ୟ ଜୀବନ ସୁଖମୟ ହେବ। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp