Monday Horoscope: ସୋମବାର ରାଶିଫଳ (୦୧-୦୬-୨୦୨୬)

Madhusudan Das Picture
Published On

ମେଷ: ଭାଗ୍ୟ ଆପଣଙ୍କ ସାଥ୍‌ ଦେବ। ମନ ପ୍ରସନ୍ନ  ରହିବ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। କର୍ମଚଞ୍ଚଳ ରହିବେ। ଆୟ ବ୍ୟୟ ସମାନ ରହିବ। 

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୨୭-୦୫-୨୦୨୬)

ବୃଷ: ପାରିବାରିକ ଜୀବନ ସୁଖମୟ ହେବ। ବ୍ୟବସାୟକୁ ନେଇ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ମହିଳାମାନେ ଘର କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।  

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୨୯-୦୫-୨୦୨୬ )

ମିଥୁନ: ଅଚାନକ ଖୁସି ଖବର ମିଳିପାରେ। ବିଦ୍ୟାର୍ଥୀ କ୍ୟାରିୟରକୁ ନେଇ ଚିନ୍ତାରେ ରହିପାରନ୍ତି। ପରିବାର ପାଇଁ ସମୟ ବାହାର କରିବେ। ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି।

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୩୦-୦୫-୨୦୨୬)

କର୍କଟ: ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ଗୁରୁଜନଙ୍କ ପରାମର୍ଶ ନେଇ ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ। 

ସିଂହ: ଆତ୍ମବିଶ୍ବାସ ବୃଦ୍ଧି ପାଇବ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ସାମାଜିକ କାର୍ଯ୍ୟକ୍ରମରେ ସାମିଲ ରହିବେ। ନିଜ ଲୋକ ଶତ୍ରୁ ସାଜି ପାରନ୍ତି। ଖର୍ଚ୍ଚ ବଢ଼ିପାରେ। 

କନ୍ୟା: ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଭଲ। ମହିଳାମାନେ ଘର କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ଅଫିସ୍‌ କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ପୁରୁଣା ନିବେଶରୁ ଲାଭ ମିଳିପାରେ। 

ତୁଳା: ମନ ପ୍ରସନ୍ନ ରହିବ। ଦିନଟି ଶୁଭଫଳ ପ୍ରଦାନ କରିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିପାରନ୍ତି। ଚକ୍ଷୁ ସମସ୍ୟା ଦେଖାଦେବ।  

ବିଛା: ଜମିବାଡ଼ିକୁ ନେଇ ବିବାଦ ଦେଖା ଦେବ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି। ମାନସମ୍ମାନ ବୃଦ୍ଧି ପାଇବ। ଶାରୀରିକ କଷ୍ଟ ଭୋଗିପାରନ୍ତି। ଅଫିସ୍‌ ସହକର୍ମୀଙ୍କ ସହଯୋଗ ମିଳିପାରେ।  

ଧନୁ: ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ମନ ପ୍ରସନ୍ନ ରହିବ। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ସମସ୍ତ ଇଚ୍ଛା ପୂରଣ ହେବ। ଅପ୍ରିୟ ସତ କଥା  କହି ସମସ୍ୟାରେ ପଡ଼ିପାରନ୍ତି। 

ମକର: ବିବାଦୀୟ କାର୍ଯ୍ୟରୁ ଦୂରେଇ ରହିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପରିବାର ସଦସ୍ୟଙ୍କ ସହ ହସଖୁସିରେ ସମୟ ଅତିବାହିତ କରିବେ। ସଙ୍ଗୀତ ପ୍ରତି ରୁଚି ବଢ଼ିବ। 

କୁମ୍ଭ: ନୂଆ କାର୍ଯ୍ୟ ଆରମ୍ଭରୁ ଦୂରେଇ ରହିବେ। ଅଫିସ୍‌ରେ ସହକର୍ମୀଙ୍କ ସାହାଯ୍ୟ ମିଳିପାରେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପିଲାମାନେ ଖେଳକୁଦରେ ବ୍ୟସ୍ତ ରହିପାରନ୍ତି। 

ମୀନ: ଆଶା କରିଥିବା ଦିଗରୁ ଧନ ମିଳିପାରେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ଯୋଗ ଦେବେ। ଅସହାୟଙ୍କୁ ସାହାଯ୍ୟ କରିବେ। ରାଜନେତାଙ୍କ ପାଇଁ ଦିନଟି  ବହୁତ ଭଲ। 

01 Jun 2026 By Madhusudan Das

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp