Monday Horoscope: ସୋମବାର ରାଶିଫଳ ( ୨୦-୦୪-୨୦୨୬ )

Madhusudan Das Picture
Published On

ମେଷ: ଦିନଟି ଭଲରେ କଟିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହାୟତା ମିଳିବ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। 

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୧୪-୦୪-୨୦୨୬ )

ବୃଷ: ଯାତ୍ରା ଯୋଗ ଅଛି। ଜୀବନସାଥୀଙ୍କ ସହ ସୁଖମୟ ସମୟ ଅତିବାହିତ କରିବେ। ନିବେଶରୁ ଦୂରେଇ ରୁହନ୍ତୁ। କୌଣସି ଶୁଭ ଖବର ମିଳିବ। ବନ୍ଧୁଙ୍କ ସହ ମନୋମାଳିନ୍ୟ ଦେଖା ଦେବ। 

ଆହୁରି ପଢ଼ନ୍ତୁ: ଅକ୍ଷୟ ତୃତୀୟା ୨୦୨୬: ମା' ଲକ୍ଷ୍ମୀଙ୍କର ଅତି ପ୍ରିୟ ଏହି ୫ଟି ରାଶି, ବର୍ଷିବ ଅପାର ଧନସମ୍ପତ୍ତି

ମିଥୁନ: ଯାନବାହନ କିଣିବେ। ଧାର୍ମିକ ପୁସ୍ତକ ପ୍ରତି ଆଗ୍ରହ ବଢ଼ିବ। ମନ ପ୍ରସନ୍ନ ରହିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ପରୋପକାର କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। 

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

କର୍କଟ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। କୌଣସି କାର୍ଯ୍ୟରେ ସମସ୍ୟା ଦେଖା ଦେବ। ଅଯଥା ଖର୍ଚ୍ଚ ବୃଦ୍ଧି ପାଇବ। ବିବାହରେ ସମସ୍ୟା ଆସିବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। 

ସିଂହ: ଚାକିରିରେ ସଫଳତା ମିଳିବ। ବ୍ୟବସାୟରେ ଆଶାଜନକ ପରିଣାମ ମିଳିବ ନାହିଁ। ଜୀବନସାଥୀଙ୍କ ସହଯୋଗ ମିଳିବ। ବାପାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। 

କନ୍ୟା: ଚାକିରିକୁ ନେଇ କୌଣସି ସମସ୍ୟା ଦେଖା ଦେବ। ପାରିବାରିକ ଜୀବନ ସୁଖମୟ ହେବ। ଘରେ ପୂଜାପାଠ ଆୟୋଜନ କରିବେ। ଆୟର ନୂଆ ଅବସର ପ୍ରାପ୍ତ ହେବ। 

ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ବିବାହ ପ୍ରସ୍ତାବ ଆସିବ। ରାଜନୀତିରେ ସଫଳତା ମିଳିବ। ଛାତ୍ରଛାତ୍ରୀ କ୍ୟାରିୟର ପାଇଁ ନୂଆ ଯୋଜନା କରିବେ। 

ବିଛା: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଫିସ୍‌ରେ ବରିଷ୍ଠ ଅଧ଄କାରୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ସୁଖଶାନ୍ତିରେ କଟିବ। ବିଦ୍ୟାର୍ଥୀ ପଢ଼ାରେ ମନୋନିବେଶ କରିବେ। 

ଧନୁ: ପରିବାର ଲୋକଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଆୟ ତୁଳନାରେ ବ୍ୟୟ ଅଧ଄କ ହେବ। କଥାରେ ମଧୁରତା ରକ୍ଷା କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। 

ମକର: ବ୍ୟବସାୟରେ ଲାଭ ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ପୈତୃକ ସମ୍ପତ୍ତିକୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ସୁଖମୟ ହେବ। 

କୁମ୍ଭ: ବ୍ୟବସାୟକୁ ନେଇ ଦୂରସ୍ଥାନକୁ ଯାତ୍ରା କରିବେ। ନିବେଶରୁ ଦୂରେଇ ରୁହନ୍ତୁ। ଘରେ ପୂଜାପାଠ ଆୟୋଜନ ହେବ। ବିବାହ ସମସ୍ୟା ସମାଧାନ ହେବ। ଯାନବାହନ କ୍ରୟର ଯୋଗ ଅଛି। 

ମୀନ: ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ। ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ଘରେ ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସମସ୍ତ ଇଚ୍ଛା ପୂରଣ ହେବ। 

20 Apr 2026 By Madhusudan Das

Monday Horoscope: ସୋମବାର ରାଶିଫଳ ( ୨୦-୦୪-୨୦୨୬ )

ମେଷ: ଦିନଟି ଭଲରେ କଟିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହାୟତା ମିଳିବ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। 

ବୃଷ: ଯାତ୍ରା ଯୋଗ ଅଛି। ଜୀବନସାଥୀଙ୍କ ସହ ସୁଖମୟ ସମୟ ଅତିବାହିତ କରିବେ। ନିବେଶରୁ ଦୂରେଇ ରୁହନ୍ତୁ। କୌଣସି ଶୁଭ ଖବର ମିଳିବ। ବନ୍ଧୁଙ୍କ ସହ ମନୋମାଳିନ୍ୟ ଦେଖା ଦେବ। 

ମିଥୁନ: ଯାନବାହନ କିଣିବେ। ଧାର୍ମିକ ପୁସ୍ତକ ପ୍ରତି ଆଗ୍ରହ ବଢ଼ିବ। ମନ ପ୍ରସନ୍ନ ରହିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ପରୋପକାର କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। 

କର୍କଟ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। କୌଣସି କାର୍ଯ୍ୟରେ ସମସ୍ୟା ଦେଖା ଦେବ। ଅଯଥା ଖର୍ଚ୍ଚ ବୃଦ୍ଧି ପାଇବ। ବିବାହରେ ସମସ୍ୟା ଆସିବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। 

ସିଂହ: ଚାକିରିରେ ସଫଳତା ମିଳିବ। ବ୍ୟବସାୟରେ ଆଶାଜନକ ପରିଣାମ ମିଳିବ ନାହିଁ। ଜୀବନସାଥୀଙ୍କ ସହଯୋଗ ମିଳିବ। ବାପାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। 

କନ୍ୟା: ଚାକିରିକୁ ନେଇ କୌଣସି ସମସ୍ୟା ଦେଖା ଦେବ। ପାରିବାରିକ ଜୀବନ ସୁଖମୟ ହେବ। ଘରେ ପୂଜାପାଠ ଆୟୋଜନ କରିବେ। ଆୟର ନୂଆ ଅବସର ପ୍ରାପ୍ତ ହେବ। 

ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ବିବାହ ପ୍ରସ୍ତାବ ଆସିବ। ରାଜନୀତିରେ ସଫଳତା ମିଳିବ। ଛାତ୍ରଛାତ୍ରୀ କ୍ୟାରିୟର ପାଇଁ ନୂଆ ଯୋଜନା କରିବେ। 

ବିଛା: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଫିସ୍‌ରେ ବରିଷ୍ଠ ଅଧ଄କାରୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ସୁଖଶାନ୍ତିରେ କଟିବ। ବିଦ୍ୟାର୍ଥୀ ପଢ଼ାରେ ମନୋନିବେଶ କରିବେ। 

ଧନୁ: ପରିବାର ଲୋକଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଆୟ ତୁଳନାରେ ବ୍ୟୟ ଅଧ଄କ ହେବ। କଥାରେ ମଧୁରତା ରକ୍ଷା କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। 

ମକର: ବ୍ୟବସାୟରେ ଲାଭ ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ପୈତୃକ ସମ୍ପତ୍ତିକୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ସୁଖମୟ ହେବ। 

କୁମ୍ଭ: ବ୍ୟବସାୟକୁ ନେଇ ଦୂରସ୍ଥାନକୁ ଯାତ୍ରା କରିବେ। ନିବେଶରୁ ଦୂରେଇ ରୁହନ୍ତୁ। ଘରେ ପୂଜାପାଠ ଆୟୋଜନ ହେବ। ବିବାହ ସମସ୍ୟା ସମାଧାନ ହେବ। ଯାନବାହନ କ୍ରୟର ଯୋଗ ଅଛି। 

ମୀନ: ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ। ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ଘରେ ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସମସ୍ତ ଇଚ୍ଛା ପୂରଣ ହେବ। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp