ସୋମବାର ରାଶିଫଳ ( ୨୪-୧୧-୨୦୨୫ )

Madhusudan Das Picture
Published On

ମେଷ: ଦିନଟି ଭଲରେ କଟିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ନକାରାତ୍ମକ ଚିନ୍ତା ଦୂର ହେବ। 

ଆହୁରି ପଢ଼ନ୍ତୁ: ମଙ୍ଗଳବାର ରାଶିଫଳ ( ୧୮-୧୧-୨୦୨୫ )

ବୃଷ: ଯାତ୍ରା ଯୋଗ ଅଛି। ଜୀବନସାଥୀଙ୍କ ସହ ସୁଖମୟ ସମୟ ଅତିବାହିତ କରିବେ। ନିବେଶରୁ ଦୂରେଇ ରୁହନ୍ତୁ। କୌଣସି ଶୁଭ ଖବର ମିଳିବ। ବନ୍ଧୁଙ୍କ ସହ ମନୋମାଳିନ୍ୟ ଦେଖା ଦେବ। 

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୨୨-୧୧-୨୦୨୫)

ମିଥୁନ: ଯାନବାହନ କିଣିବେ। ଧାର୍ମିକ ପୁସ୍ତକ ପ୍ରତି ଆଗ୍ରହ ବଢ଼ିବ। ମନ ପ୍ରସନ୍ନ ରହିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ପରୋପକାର କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। 

ଆହୁରି ପଢ଼ନ୍ତୁ: ଶୁକ୍ରବାର ରାଶିଫଳ ( ୨୧-୧୧-୨୦୨୫ )

କର୍କଟ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। କୌଣସି କାର୍ଯ୍ୟରେ ସମସ୍ୟା ଦେଖା ଦେବ। ଅଯଥା ଖର୍ଚ୍ଚ ବୃଦ୍ଧି ପାଇବ। ବିବାହରେ ସମସ୍ୟା ଆସିବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। 

ସିଂହ: ଚାକିରିରେ ସଫଳତା ମିଳିବ। ବ୍ୟବସାୟରେ ଆଶାଜନକ ପରିଣାମ ମିଳିବ ନାହିଁ। ଜୀବନସାଥୀଙ୍କ ସହଯୋଗ ମିଳିବ। ବାପାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। 

କନ୍ୟା: ଚାକିରିକୁ ନେଇ କୌଣସି ସମସ୍ୟା ଦେଖା ଦେବ। ପାରିବାରିକ ଜୀବନ ସୁଖମୟ ହେବ। ଘରେ ପୂଜାପାଠ ଆୟୋଜନ କରିବେ। ଆୟର ନୂଆ ଅବସର ପ୍ରାପ୍ତ ହେବ। 

ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ବିବାହ ପ୍ରସ୍ତାବ ଆସିବ। ରାଜନୀତିରେ ସଫଳତା ମିଳିବ। ଛାତ୍ରଛାତ୍ରୀ କ୍ୟାରିୟର ପାଇଁ ନୂଆ ଯୋଜନା କରିବେ। 

ବିଛା: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ସୁଖଶାନ୍ତିରେ କଟିବ। ବିଦ୍ୟାର୍ଥୀ ପଢ଼ାରେ ମନୋନିବେଶ କରିବେ। 

ଧନୁ: ପରିବାର ଲୋକଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଆୟ ତୁଳନାରେ ବ୍ୟୟ ଅଧ଄କ ହେବ। କଥାରେ ମଧୁରତା ରକ୍ଷା କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। 

ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ବ୍ୟବସାୟରେ ଲାଭ ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ପ୍ରେମ ସମ୍ବନ୍ଧ ସୁଖମୟ ହେବ। 

କୁମ୍ଭ:ବ୍ୟବସାୟକୁ ନେଇ ଦୂରସ୍ଥାନକୁ ଯାତ୍ରା କରିବେ। ନିବେଶରୁ ଦୂରେଇ ରୁହନ୍ତୁ। ଘରେ ପୂଜାପାଠ ଆୟୋଜନ ହେବ। ବିବାହ ସମସ୍ୟା ସମାଧାନ ହେବ। ଯାନବାହନ କ୍ରୟର ଯୋଗ ଅଛି। 

ମୀନ: ଚାକିରିରେ ବନ୍ଧୁଙ୍କ ସହାୟତା ମିଳିବ। ଅଫିସ୍‌ରେ ସହକର୍ମୀଙ୍କ ସହ ମତାନ୍ତର ଦେଖା ଦେବ।  ନୂଆ କାର୍ଯ୍ୟ ଆରମ୍ଭ କରିବାର ଉତ୍ତମ ସମୟ। ସ୍ବାମୀ-ସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝମଣା ରହିବ। 

Join Us @ WhatsApp

About The Author

Google News
Join Us @ WhatsApp