Monday Horoscope: ସୋମବାର ରାଶିଫଳ (୦୩-୦୮-୨୦୨୬)
ମେଷ: ବ୍ୟବସାୟ ଆଗକୁ ବଢ଼ାଇବାକୁ ପ୍ରୟାସ କରିବେ। ଧନ ଲାଭ ଯୋଗ ରହିଛି। ପରିବାର ସଦସ୍ୟଙ୍କ ସହ ଉତ୍ତମ ବୁଝାମଣା ରହିବ। ଘରକୁ ଅତିଥି ଆସିବେ। ପୁରୁଣା ବନ୍ଧୁଙ୍କ ସହ ଦେଖାସାକ୍ଷାତ ହେବ।
ବୃଷ: ଭାବିଚିନ୍ତି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ନେଇ ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ସାମାଜିକ କାର୍ଯ୍ୟରେ ସାମିଲ ରହିପାରନ୍ତି।
ମିଥୁନ: ଆତ୍ମବିଶ୍ବାସ ବୃଦ୍ଧି ପାଇବ। ପରିଶ୍ରମ ଅନୁସାରେ ଫଳ ମିଳିବ ନାହିଁ । ବାଦବିବାଦରୁ ଦୂରେଇ ରହିବେ। ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପରିଶ୍ରମ କରିବେ। ଜୀବନସାଥୀଙ୍କୁ ସମୟ ଦେବେ।
କର୍କଟ: ସୃଜନାତ୍ମକ କାର୍ଯ୍ୟରେ ସମୟ ଅତିବାହିତ କରିବେ। କାର୍ଯ୍ୟକ୍ଷେତ୍ରରେ ସଫଳ ହେବେ। ଜମି କିଣିବା ଯୋଗ ଅଛି। ଅଫିସ୍ ସହକର୍ମୀଙ୍କ ସହଯୋଗ ମିଳିବ। ଖର୍ଚ୍ଚ ବଢ଼ିପାରେ।
ସିଂହ: ଦିନଟି ହସଖୁସିରେ କଟିବ। କୋର୍ଟ କଚେରୀ ମାମଲାର ଶୁଣାଣି ହୋଇପାରେ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବେ। ପ୍ରେମ ମାମଲାରେ ଦିନଟି ଭଲ। ଅଚାନକ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ।
କନ୍ୟା: ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ପରିବାର ସଦସ୍ୟଙ୍କ ମନ ଜିଣିବେ। ନିଯୁକ୍ତିକୁ ନେଇ ଖୁସି ଖବର ମିଳିପାରେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଦାନ ଧର୍ମ କରିବେ।
ତୁଳା: ବ୍ୟବସାୟରେ କ୍ଷତି ସହି ପାରନ୍ତି। ଚିନ୍ତାଗ୍ରସ୍ତ ରହିବେ। ପାରିବାରିକ ବିବାଦ ଦେଖା ଦେଇପାରେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ । ଯାତ୍ରା ଲାଭଦାୟକ ହେବ।
ବିଛା: ବ୍ୟବସାୟ ବୃଦ୍ଧି ପାଇଁ ନୂଆ ଯୋଜନା କରିପାରନ୍ତି। ବନ୍ଧୁମିଳନ ଯୋଗ ଅଛି। ଆଶା ପୂରଣ ହେବ। ଗୁରୁଜନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତା ବଢ଼ିପାରେ। ଉଧାର ଦେଇଥିବା ଟଙ୍କା ଫେରିପାଇବେ।
ଧନୁ: ଯୋଜନାମୁତାବକ ସମସ୍ତ କାର୍ଯ୍ୟ କରିବେ। ଛାତ୍ରଛାତ୍ରୀ ସ୍ବାସ୍ଥ୍ୟ ପାଇଁ ଯତ୍ନବାନ ହେବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ତିକ୍ତତା ଦେଖା ଦେବ। ରାଜନେତାଙ୍କ ପାଇଁ ଦିନଟି ଭଲ।
ମକର: ଆଣ୍ଠୁଗଣ୍ଠି ସମସ୍ୟା ଦେଖା ଦେଇପାରେ। ସମ୍ପର୍କୀୟଙ୍କ ସହଯୋଗ ମିଳିବ। ପ୍ରେମିକ ପ୍ରେମିକାଙ୍କ ପାଇଁ ଦିନଟି ଭଲ। ଯାନବାହନ ଚଳାଇବା ବେଳେ ସତର୍କତା ଅବଲମ୍ବନ କରିବେ।
କୁମ୍ଭ: ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିପାରନ୍ତି। ଅଫିସ୍ରେ କାର୍ଯ୍ୟଭାର କମ୍ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ମହିଳାମାନେ ଘରକାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି।
ମୀନ: ବନ୍ଧୁ ମିଳନ ଯୋଗ ଅଛି। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ। ଚକ୍ଷୁ ସମସ୍ୟା ଦେଖା ଦେବ। ଛାତ୍ରଛାତ୍ରୀ ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ।