Monday Horoscope: ସୋମବାର ରାଶିଫଳ ( ୦୪-୦୫-୨୦୨୬ )

Madhusudan Das Picture
Published On

ମେଷ: ଦୀର୍ଘ ଦିନର ଆଶା ପୂରଣ ହେବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଲୋକସମ୍ପର୍କ ବୃଦ୍ଧି ପାଇବ। ଧର୍ମକର୍ମ ପ୍ରତି ମନ ବଳିପାରେ। ନୂତନ ବ୍ୟବସାୟ ପାଇଁ ବର୍ତ୍ତମାନ ଅନୁକୂଳ ସମୟ।  

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୨୮-୦୪-୨୦୨୬ )

ବୃଷ: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ପିଲାମାନଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ପିତାମାତା ଚିନ୍ତିତ ରହିପାରନ୍ତି। ପୁରୁଣା ନିବେଶରୁ ଲାଭ ମିଳିପାରେ। ସାମାଜିକ କାର୍ଯ୍ୟରେ ସାମିଲ ରହିବେ। 

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ (୩୦-୦୪-୨୦୨୬)

ମିଥୁନ: ପରିବାର ଲୋକଙ୍କ ସହିତ ହସଖୁସିର ସମୟ ବିତାଇବେ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା ଯୋଗୁଁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। 

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୦୧-୦୫-୨୦୨୬ )

କର୍କଟ: ଅଟକି ରହିଥିବା କାର୍ଯ୍ୟ ପୂରା ହୋଇପାରେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ସକାରାତ୍ମକ ଚିନ୍ତାଧାରାରୁ ଦିନ ଆରମ୍ଭ କରନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ନେଇ ନୂତନ ବ୍ୟବସାୟ ଆରମ୍ଭ କରିବେ। 

ସିଂହ: ଦିନଟି ମଜାମସ୍ତିରେ ଅତିବାହିତ ହେବ। ଅତିଥି ସତ୍କାର କରିପାରନ୍ତି। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ। ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟାର ସମାଧନ ହେବ। 

କନ୍ୟା: ସଫଳତା ପାଇବା ପାଇଁ କଠିନ ପରିଶ୍ରମ କରିବାକୁ ପଡ଼ିପାରେ। ଅଯଥା ଖର୍ଚ୍ଚ ବଢ଼ିପାରେ। ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି।  

ତୁଳା: ଅଚାନକ ଖୁସି ଖବର ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହେବ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ଅଫିସ୍‌ କର୍ମଚାରୀଙ୍କ ସହଯୋଗ ମିଳିପାରେ। 

ବିଛା: କୋର୍ଟ କଚେରୀ ମାମଲାର ଶୁଣାଣି ହେବ। ଯୋଜନା ମୁତାବକ କାମ କରନ୍ତୁ । କଳା, ସାହିତ୍ୟ କ୍ଷେତ୍ରରେ ସଫଳତା ମିଳିପାରେ। ଅଫିସ୍‌ କାର୍ଯ୍ୟ ପାଇଁ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

ଧନୁ: ତରବରିଆ ଭାବେ ନିଷ୍ପତ୍ତି ନେବା ଅନୁଚିତ। ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ। ନିଜ ପାଇଁ ସମୟ ବାହାର କରିବେ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ବନ୍ଧୁଙ୍କଠାରୁ ସାହାଯ୍ୟ ମିଳିପାରେ। 

ମକର: ଦିନଟି ବ୍ୟସ୍ତ ଭିତରେ କଟିବ। ପୈତୃକ ସମ୍ପତ୍ତିକୁ ନେଇ ଭାଇ ଭାଇଙ୍କ ମଧ୍ୟରେ ବିବାଦ ସୃଷ୍ଟି ହୋଇପାରେ। ଆଣ୍ଠୁଗଣ୍ଠି ସମସ୍ୟା ଭୋଗିପାରନ୍ତି। ଆଇଟି କର୍ମଚାରୀଙ୍କୁ ସଫଳତା ମିଳିବ। 

କୁମ୍ଭ: ଆର୍ଥିକ ସ୍ଥିତି  ସୁଦୃଢ଼ ହେବ। ବୈବାହିକ ଜୀବନ ସୁଖମୟ ହେବ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହ ସାକ୍ଷାତ ହୋଇପାରେ । ମାନସିକ ଶାନ୍ତି ପାଇଁ ଯୋଗ ବା ପ୍ରାଣାୟମ କରନ୍ତୁ। 

ମୀନ: ଅଫିସ୍‌ ସହକର୍ମୀଙ୍କ ସହଯୋଗ ମିଳିପାରେ। ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁ ନାହିଁ । ନୂତନ ବ୍ୟବସାୟରୁ ଲାଭ ମିଳିପାରେ। ବିଦ୍ୟାର୍ଥୀ ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି। 

04 May 2026 By Madhusudan Das

Monday Horoscope: ସୋମବାର ରାଶିଫଳ ( ୦୪-୦୫-୨୦୨୬ )

ମେଷ: ଦୀର୍ଘ ଦିନର ଆଶା ପୂରଣ ହେବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଲୋକସମ୍ପର୍କ ବୃଦ୍ଧି ପାଇବ। ଧର୍ମକର୍ମ ପ୍ରତି ମନ ବଳିପାରେ। ନୂତନ ବ୍ୟବସାୟ ପାଇଁ ବର୍ତ୍ତମାନ ଅନୁକୂଳ ସମୟ।  

ବୃଷ: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ପିଲାମାନଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ପିତାମାତା ଚିନ୍ତିତ ରହିପାରନ୍ତି। ପୁରୁଣା ନିବେଶରୁ ଲାଭ ମିଳିପାରେ। ସାମାଜିକ କାର୍ଯ୍ୟରେ ସାମିଲ ରହିବେ। 

ମିଥୁନ: ପରିବାର ଲୋକଙ୍କ ସହିତ ହସଖୁସିର ସମୟ ବିତାଇବେ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା ଯୋଗୁଁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। 

କର୍କଟ: ଅଟକି ରହିଥିବା କାର୍ଯ୍ୟ ପୂରା ହୋଇପାରେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ସକାରାତ୍ମକ ଚିନ୍ତାଧାରାରୁ ଦିନ ଆରମ୍ଭ କରନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ନେଇ ନୂତନ ବ୍ୟବସାୟ ଆରମ୍ଭ କରିବେ। 

ସିଂହ: ଦିନଟି ମଜାମସ୍ତିରେ ଅତିବାହିତ ହେବ। ଅତିଥି ସତ୍କାର କରିପାରନ୍ତି। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ। ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟାର ସମାଧନ ହେବ। 

କନ୍ୟା: ସଫଳତା ପାଇବା ପାଇଁ କଠିନ ପରିଶ୍ରମ କରିବାକୁ ପଡ଼ିପାରେ। ଅଯଥା ଖର୍ଚ୍ଚ ବଢ଼ିପାରେ। ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି।  

ତୁଳା: ଅଚାନକ ଖୁସି ଖବର ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହେବ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ଅଫିସ୍‌ କର୍ମଚାରୀଙ୍କ ସହଯୋଗ ମିଳିପାରେ। 

ବିଛା: କୋର୍ଟ କଚେରୀ ମାମଲାର ଶୁଣାଣି ହେବ। ଯୋଜନା ମୁତାବକ କାମ କରନ୍ତୁ । କଳା, ସାହିତ୍ୟ କ୍ଷେତ୍ରରେ ସଫଳତା ମିଳିପାରେ। ଅଫିସ୍‌ କାର୍ଯ୍ୟ ପାଇଁ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

ଧନୁ: ତରବରିଆ ଭାବେ ନିଷ୍ପତ୍ତି ନେବା ଅନୁଚିତ। ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ। ନିଜ ପାଇଁ ସମୟ ବାହାର କରିବେ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ବନ୍ଧୁଙ୍କଠାରୁ ସାହାଯ୍ୟ ମିଳିପାରେ। 

ମକର: ଦିନଟି ବ୍ୟସ୍ତ ଭିତରେ କଟିବ। ପୈତୃକ ସମ୍ପତ୍ତିକୁ ନେଇ ଭାଇ ଭାଇଙ୍କ ମଧ୍ୟରେ ବିବାଦ ସୃଷ୍ଟି ହୋଇପାରେ। ଆଣ୍ଠୁଗଣ୍ଠି ସମସ୍ୟା ଭୋଗିପାରନ୍ତି। ଆଇଟି କର୍ମଚାରୀଙ୍କୁ ସଫଳତା ମିଳିବ। 

କୁମ୍ଭ: ଆର୍ଥିକ ସ୍ଥିତି  ସୁଦୃଢ଼ ହେବ। ବୈବାହିକ ଜୀବନ ସୁଖମୟ ହେବ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହ ସାକ୍ଷାତ ହୋଇପାରେ । ମାନସିକ ଶାନ୍ତି ପାଇଁ ଯୋଗ ବା ପ୍ରାଣାୟମ କରନ୍ତୁ। 

ମୀନ: ଅଫିସ୍‌ ସହକର୍ମୀଙ୍କ ସହଯୋଗ ମିଳିପାରେ। ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁ ନାହିଁ । ନୂତନ ବ୍ୟବସାୟରୁ ଲାଭ ମିଳିପାରେ। ବିଦ୍ୟାର୍ଥୀ ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp