ସୋମବାର ରାଶିଫଳ (୧୧-୦୩-୨୦୨୪)

The Sakala Picture
Published On

ମେଷ: ଆୟର ନୂତନ ମାର୍ଗ ଉନ୍ମୋଚନ ହେବ। ନିବେଶରୁ ଦୂରେଇ ରହିବେ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ନୂଆ ଯୋଜନା ପାଇଁ ଗୁରୁଜନଙ୍କ ପରାମର୍ଶ ନେବେ। ସ୍ବାସ୍ଥ୍ୟ ସମସ୍ୟା ଦେଖାଦେବ। ବୃଷ: ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି। ବ୍ୟବସାୟରୁ ଲାଭ ମିଳିବ। ପ୍ରେମ ବ୍ୟାପାରରେ ସଫଳ ହେବେ। ଉଧାର ଧନ ଫେରି ପାଇବେ। ବିଦ୍ୟାର୍ଥୀ ଖେଳକୁଦରେ ସମୟ ଅତିବାହିତ କରିବେ। ମିଥୁନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ଅଭିଭାବକ ଚିନ୍ତାରେ ରହିବେ। ପରୀକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ବ୍ୟବସାୟରେ ଲାଭ ମିଳିବ। […]

ମେଷ: ଆୟର ନୂତନ ମାର୍ଗ ଉନ୍ମୋଚନ ହେବ। ନିବେଶରୁ ଦୂରେଇ ରହିବେ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ନୂଆ ଯୋଜନା ପାଇଁ ଗୁରୁଜନଙ୍କ ପରାମର୍ଶ ନେବେ। ସ୍ବାସ୍ଥ୍ୟ ସମସ୍ୟା ଦେଖାଦେବ।

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ (୨୧-୦୭-୨୦୨୬)

ବୃଷ: ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି। ବ୍ୟବସାୟରୁ ଲାଭ ମିଳିବ। ପ୍ରେମ ବ୍ୟାପାରରେ ସଫଳ ହେବେ। ଉଧାର ଧନ ଫେରି ପାଇବେ। ବିଦ୍ୟାର୍ଥୀ ଖେଳକୁଦରେ ସମୟ ଅତିବାହିତ କରିବେ।

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ (୨୩-୦୭-୨୦୨୬)

ମିଥୁନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ଅଭିଭାବକ ଚିନ୍ତାରେ ରହିବେ। ପରୀକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ବ୍ୟବସାୟରେ ଲାଭ ମିଳିବ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ।

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୨୫-୦୭-୨୦୨୬)

କର୍କଟ: ଅଫିସ୍‌ କାମରେ ବ୍ୟସ୍ତ ରହିବେ। ଅତିରିକ୍ତ ଦାୟିତ୍ବ ତୁଲାଇବାକୁ ପଡ଼ିପାରେ। ବନ୍ଧୁଙ୍କ ସାହାଯ୍ୟରେ ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ। ଧାର୍ମିକ କାର୍ଯ୍ୟରେ ସାମିଲ ରହିେବ।

ସିଂହ: କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ବନ୍ଧୁଙ୍କ ସହ ବୁଲିବା ପାଇଁ ନୂଆ ଯୋଜନା କରିବେ। ସମାଜରେ ମାନସମ୍ମାନ ପ୍ରତିଷ୍ଠା ବଢ଼ିବ। କଳା ଓ ସାହିତ୍ୟ କ୍ଷେତ୍ରରେ ସମ୍ମାନ ମିଳିବ।

କନ୍ୟା: ଯାତ୍ରାରୁ ଲାଭ ମିଳିବ। ଦିନଟିରେ କର୍ମଚଞ୍ଚଳ ରହିବେ। ପାରିବାରିକ ଜୀବନରେ ତିକ୍ତତା ଦେଖାଦେବ। ବ୍ୟବସାୟରେ ସଫଳତା ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ।

ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ସାମାଜିକ କାର୍ଯ୍ୟରେ ସାମିଲ ହେବେ। ଅଫିସ୍‌ରେ ସହକର୍ମୀଙ୍କ ସହ ବ୍ୟକ୍ତିଗତ କଥା ଆଲୋଚନା କରନ୍ତୁନି। ଘରକୁ ଅତିଥିଙ୍କ ଆଗମନ ହେବ।

ବିଛା: ଦିନଟି ଶୁଭଫଳ ପ୍ରଦାନ କରିବ। ସରକାରୀ କାମର ସମାଧାନ ହେବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ପାରିବାରିକ ବିବାଦରୁ ଦୂରେଇ ରହିବେ।

ଧନୁ: କାର୍ଯ୍ୟରେ ଉନ୍ନତି ଘଟିବ। ଦାମ୍ପତ୍ୟ ଜୀବନ ହସଖୁସିରେ ଅତିବାହିତ କରିବେ। ଇଚ୍ଛା ପୂରଣ ହେବ। ଗରିବ, ଅସହାୟଙ୍କୁ ସାହାଯ୍ୟ କରିବେ। ଗୁରୁଜନଙ୍କ ଆଦେଶ ପାଳନ କରିବେ।

ମକର: ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ବଦଭ୍ୟାସ ପରିତ୍ୟାଗ କରିବେ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବିବାହ ପ୍ରସ୍ତାବ ସ୍ଥିର ହେବ। ବିଦ୍ୟାର୍ଥୀ ପ୍ରବେଶିକା ପରୀକ୍ଷା ଲାଗି ପ୍ରସ୍ତୁତି ଜାରି ରଖିବେ।

କୁମ୍ଭ: ଦୀର୍ଘ ଦିନ ସମସ୍ୟାର ସମାଧାନ ହେବ। ଅଫିସ୍‌ କାମ ସୁଚାରୁରୂପେ ତୁଲାଇବେ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ଲେଖାଲେଖି ପ୍ରତି ରୁଚି ବଢ଼ିବ। ବଡ଼ ଭାଇ ଓ ଭଉଣୀଙ୍କ ସହଯୋଗ ମିଳିବ।

ମୀନ: ବନ୍ଧୁଙ୍କ ସାହାଯ୍ୟ ମିଳିବ। ଆର୍ଥିକ ମାମଲାରେ ସୁଧାର ଆସିବ। ମାଆଙ୍କ ସ୍ବାସ୍ଥ୍ୟାବସ୍ଥା ପାଇଁ ଚିନ୍ତାରେ ରହିବେ। ମନ୍ଦିରରେ ଦାନ କରନ୍ତୁ। ଅନ୍ୟମାନଙ୍କୁ ବ୍ୟକ୍ତିଗତ କଥା କହି ହଇରାଣରେ ପଡ଼ିପାରନ୍ତି।

11 Mar 2024 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp