ସୋମବାର ରାଶିଫଳ (୨୮- ୦୪- ୨୦୨୫ )

The Sakala Picture
Published On

ମେଷ: ଖୁସି ଖବର ମିଳିପାରେ। ଚାକିରିରେ ସଫଳତା ମିଳିବ। ଅର୍ଥ ନିବେଶ କରିବା ପାଇଁ ଭଲ ସମୟ। ଭବିଷ୍ୟତ ପାଇଁ ଅର୍ଥ ସଞ୍ଚୟ କରିବେ। ନିଜ ଭୁଲ୍‌କୁ ସୁଧାରିବାକୁ ଚେଷ୍ଟା କରନ୍ତୁ। ଧାର୍ମିକ ଯାତ୍ରା ଯୋଗ ଅଛି। ବୃଷ: ଦିନଟିରେ ସଫଳତା ପ୍ରାପ୍ତି ହେବ। ସୃଜନାତ୍ମକ କାମ ପ୍ରତି ଆଗ୍ରହ ବଢ଼ିବ। ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି। ଆଶା କରିଥିବା ଦିଗରୁ ଧନ ପ୍ରାପ୍ତି ହେବ। ବନ୍ଧୁଙ୍କ ସହଯୋଗ ମିଳିବ। ଛାତ୍ରଛାତ୍ରୀ କୃତକାର୍ଯ୍ୟ ହେବେ। ମିଥୁନ: ପରିବାର ସଦସ୍ୟଙ୍କ […]

ମେଷ: ଖୁସି ଖବର ମିଳିପାରେ। ଚାକିରିରେ ସଫଳତା ମିଳିବ। ଅର୍ଥ ନିବେଶ କରିବା ପାଇଁ ଭଲ ସମୟ। ଭବିଷ୍ୟତ ପାଇଁ ଅର୍ଥ ସଞ୍ଚୟ କରିବେ। ନିଜ ଭୁଲ୍‌କୁ ସୁଧାରିବାକୁ ଚେଷ୍ଟା କରନ୍ତୁ। ଧାର୍ମିକ ଯାତ୍ରା ଯୋଗ ଅଛି।

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୨୧-୦୪-୨୦୨୬ )

ବୃଷ: ଦିନଟିରେ ସଫଳତା ପ୍ରାପ୍ତି ହେବ। ସୃଜନାତ୍ମକ କାମ ପ୍ରତି ଆଗ୍ରହ ବଢ଼ିବ। ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି। ଆଶା କରିଥିବା ଦିଗରୁ ଧନ ପ୍ରାପ୍ତି ହେବ। ବନ୍ଧୁଙ୍କ ସହଯୋଗ ମିଳିବ। ଛାତ୍ରଛାତ୍ରୀ କୃତକାର୍ଯ୍ୟ ହେବେ।

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୨୨-୦୪-୨୦୨୬)

ମିଥୁନ: ପରିବାର ସଦସ୍ୟଙ୍କ ସହଯୋଗ ମିଳିବ। ରାଜନୀତିରେ ସକ୍ରିୟ ହେବେ। ଅତିଥି ସତ୍କାରରେ ସମୟ ବିତିବ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ଛାତ୍ରଛାତ୍ରୀ ପ୍ରବେଶିକା ପରୀକ୍ଷା ଲାଗି ପ୍ରସ୍ତୁତି କରିବେ।

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ (୨୩-୦୪-୨୦୨୬)

କର୍କଟ: ବ୍ୟବସାୟରୁ ଲାଭ ମିଳିବ। ଅର୍ଥ ନିବେଶରୁ ଦୂରେଇ ରୁହନ୍ତୁ। ପୁରୁଣା ବନ୍ଧୁଙ୍କ ସହ ଭେଟ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଅଚାନକ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଆଣ୍ଠୁଗଣ୍ଠି ସମସ୍ୟା ବଢ଼ିପାରେ।

ସିଂହ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ବ୍ୟବସାୟ ସମ୍ବନ୍ଧିତ ନୂଆ ଯୋଜନାରୁ ବଞ୍ଚିତ ରହିବେ। ମନ ଖୁସି ରହିବ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ପିତାମାତା ଚିନ୍ତାରେ ରହିବେ।

କନ୍ୟା: ଆର୍ଥିକ ସ୍ଥିତି ଭଲ ରହିବ। ସୁଖଦ ଯାତ୍ରା ଯୋଗ ଅଛି। ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ। ଭାଇ, ଭଉଣୀଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ବ୍ୟସ୍ତତା ଭିତରେ ସମୟ କଟିବ।

ତୁଳା: ପ୍ରେମ ସମ୍ପର୍କରେ ପ୍ରଗାଢ଼ତା ଆସିବ। ଛାତ୍ରଛାତ୍ରୀ କର୍ମଚଞ୍ଚଳ ହେବେ। ଆଇନଜୀବୀଙ୍କୁ ସଫଳତା ମିଳିପାରେ। ଜୀବନସାଥୀଙ୍କ ନୂଆ କାମକୁ ନେଇ ଖୁସି ଅନୁଭବ କରିବେ।

ବିଛା: ଘରେ ଧନଧାନ୍ୟ ବୃଦ୍ଧି ହେବ। ବିବାହ ପ୍ରସ୍ତାବ ସ୍ଥିର ହେବ। ଘରେ ମାଙ୍ଗଳିକ କାର୍ଯ୍ୟକ୍ରମ ଆୟୋଜନ ହେବ। ପରିବାର ସଦସ୍ୟଙ୍କ ମଧ୍ୟରେ ତିକ୍ତତା ଦୂର ହେବ। ପତି-ପତ୍ନୀଙ୍କ ମଧ୍ୟରେ ମନୋମାଳିନ୍ୟ ହୋଇପାରେ।

ଧନୁ: ଅଫିସ୍‌ରେ ମାନସମ୍ମାନ ବଢ଼ିବ। ଅନ୍‌ଲାଇନ କାର୍ଯ୍ୟରୁ ଲାଭ ମିଳିବ। ଜବୀନସାଥୀଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଦେଖା ଦେବ। ନିବେଶ ପୂର୍ବରୁ ଅଭିଜ୍ଞ ଲୋକଙ୍କ ପରାମର୍ଶ ନିଅନ୍ତୁ। ପ୍ରେମ ବ୍ୟାପାରରେ ସଫଳ ହେବେ।

ମକର: ଚାକିରି ନିଷ୍ପତ୍ତି ପାଇଁ ଦ୍ବନ୍ଦ୍ବରେ ରହିବେ। ଛାତ୍ରଛାତ୍ରୀ ଅଧିକ ପରିଶ୍ରମ କରିବେ। ପ୍ରେମିକ ପ୍ରେମିକାଙ୍କ ମଧ୍ୟରେ ଭୁଲ୍ ବୁଝାମଣା ଦେଖାଦେବ। ସମାଜସେବାରେ ନିଜକୁ ନିୟୋଜିତ କରିବେ। ଦାନ ଧର୍ମ କରନ୍ତୁ।

କୁମ୍ଭ: କାର୍ଯ୍ୟରେ ବାଧା ଆସିପାରେ। ବ୍ୟବହାରରେ ନିୟନ୍ତ୍ରଣ ରକ୍ଷା କରିବେ। କିଛି କଥାକୁ ନେଇ ଚିନ୍ତାରେ ରହିପାରନ୍ତି। ହଜିଯାଇଥିବା ଜିନିଷ ଫେରିପାଇବେ। ମାନସମ୍ମାନ ବୃଦ୍ଧି ପାଇବ।

ମୀନ: ଘରେ ପୂଜାପାଠ ଆୟୋଜନ କରିବେ। ନିଜ ପସନ୍ଦର କାର୍ଯ୍ୟ କରି ଖୁସି ହେବେ। ପାରିବାରିକ ଜୀବନ ସୁଖମୟ ହେବ। ନିଜ ଲୋକ ଶ୍ରତୁ ସାଜିପାରନ୍ତି। ସଫଳତା ପାଇଁ କଠିନ ପରିଶ୍ରମ କରିବାକୁ ପଡ଼ିପାରେ।

28 Apr 2025 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp