ଶନିବାର ରାଶିଫଳ (୦୪-୦୫-୨୦୨୪)

The Sakala Picture
Published On

ମେଷ: ଆୟର ନୂତନ ମାର୍ଗ ଉନ୍ମୋଚନ ହେବ। ନିବେଶରୁ ଦୂରେଇ ରହିବେ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ନୂଆ ଯୋଜନା ପାଇଁ ଗୁରୁଜନଙ୍କ ପରାମର୍ଶ ନେବେ। ବୃଷ: ଅଧିକ ଖର୍ଚ୍ଚାନ୍ତ ହେବେ। ବ୍ୟବସାୟରୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ମଜଭୁତ୍ ହେବ। ଉଧାର ଧନ ଫେରିପାଇବେ। ସରକାରୀ କ୍ଷେତ୍ରରେ ସଫଳତା ଲାଭ କରିବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ମିଥୁନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ଚିନ୍ତାରେ ରହିବେ। ଗୁରୁଜନଙ୍କ ସ୍ବାସ୍ଥ୍ୟପ୍ରତି ଯତ୍ନଶୀଳ ରୁହନ୍ତୁ। ଉଧାର ଦେଇ ସମସ୍ୟାରେ […]

ମେଷ: ଆୟର ନୂତନ ମାର୍ଗ ଉନ୍ମୋଚନ ହେବ। ନିବେଶରୁ ଦୂରେଇ ରହିବେ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ନୂଆ ଯୋଜନା ପାଇଁ ଗୁରୁଜନଙ୍କ ପରାମର୍ଶ ନେବେ।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୨୪-୦୭-୨୦୨୬ )

ବୃଷ: ଅଧିକ ଖର୍ଚ୍ଚାନ୍ତ ହେବେ। ବ୍ୟବସାୟରୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ମଜଭୁତ୍ ହେବ। ଉଧାର ଧନ ଫେରିପାଇବେ। ସରକାରୀ କ୍ଷେତ୍ରରେ ସଫଳତା ଲାଭ କରିବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୨୫-୦୭-୨୦୨୬)

ମିଥୁନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ଚିନ୍ତାରେ ରହିବେ। ଗୁରୁଜନଙ୍କ ସ୍ବାସ୍ଥ୍ୟପ୍ରତି ଯତ୍ନଶୀଳ ରୁହନ୍ତୁ। ଉଧାର ଦେଇ ସମସ୍ୟାରେ ପଡ଼ିପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ମନ ପ୍ରସନ୍ନ ରହିବ।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

କର୍କଟ: ଅଫିସ୍‌ରେ ଅତିରିକ୍ତ ଦାୟିତ୍ବ ତୁଲାଇବାକୁ ପଡ଼ିପାରେ। ବନ୍ଧୁଙ୍କ ସାହାଯ୍ୟରେ ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ। ଧାର୍ମିକ କାର୍ଯ୍ୟ ପାଇଁ ଆଗ୍ରହୀ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ସିଂହ: କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ଚାକିରିରେ ପଦୋନ୍ନତି ହୋଇପାରେ। ବନ୍ଧୁଙ୍କ ସହ ବୁଲିବା ପାଇଁ ନୂଆ ଯୋଜନା କରିବେ। ଧାର କରଜରୁ ଦୂରେଇ ରହିବେ।

କନ୍ୟା: ଯାତ୍ରାରୁ ଲାଭ ମିଳିବ। ଦିନଟିରେ କର୍ମଚଞ୍ଚଳ ରହିବେ। ପାରିବାରିକ ଜୀବନରେ ତିକ୍ତତା ଦେଖା ଦେବ। ବ୍ୟବସାୟରେ ସଫଳତା ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ।

ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ସାମାଜିକ କାର୍ଯ୍ୟରେ ସାମିଲ ହେବେ। ଅଫିସ୍‌ରେ ସହକର୍ମୀଙ୍କ ସହ ବ୍ୟକ୍ତିଗତ କଥା ଆଲୋଚନା କରିବେ ନାହିଁ। ଘରକୁ ଅତିଥିଙ୍କ ଆଗମନ ହେବ।

ବିଛା: ଦିନଟି ଶୁଭଫଳ ପ୍ରଦାନ କରିବ। ଉତ୍‌ଫୁଲ୍ଲିତ ରହିବେ। ସରକାରୀ କାମ ସମସ୍ୟା ସମାଧାନ ହେବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ।

ଧନୁ: କାର୍ଯ୍ୟରେ ଉନ୍ନତି ଘଟିବ। ଯୋଗାଯୋଗର ମାଧ୍ୟମ ବୃଦ୍ଧିପାଇବ। ଦାମ୍ପତ୍ୟ ଜୀବନ ହସଖୁସିରେ ଅତିବାହିତ କରିବେ। ଇଚ୍ଛା ପୂରଣ ହେବ। ଗରିବ, ଅସହାୟଙ୍କୁ ସାହାଯ୍ୟ କରିବେ।

ମକର: କାର୍ଯ୍ୟରେ ଉନ୍ନତି ଘଟିବ। ଦାମ୍ପତ୍ୟ ଜୀବନ ହସଖୁସିରେ ଅତିବାହିତ କରିବେ। ଇଚ୍ଛା ପୂରଣ ହେବ। ପରିବାର ଲୋକଙ୍କ ପାଇଁ ସମୟ ବାହାର କରନ୍ତୁ। ଗରିବ, ଅସହାୟଙ୍କୁ ସାହାଯ୍ୟ କରିବେ।

କୁମ୍ଭ: ଦୀର୍ଘ ଦିନ ସମସ୍ୟାର ସମାଧାନ ହେବ। ଅଫିସ୍‌ କାମ ସୂଚାରୁରୂପେ ତୁଲାଇବେ। ମଧୁରବଚନରେ ବିରୋଧିଙ୍କ ମନ କିଣିବେ। ଘର-ପରିବାରରେ ହସଖୁସି ବୃଦ୍ଧି ପାଇବ।

ମୀନ: ଧନପ୍ରାପ୍ତି ଯୋଗ ରହିଛି। ବନ୍ଧୁଙ୍କ ସାହାଯ୍ୟ ମିଳିବ। ଜୀବନସାଥିଙ୍କ ସହ ଭଲ ସମୟ ଅତିବାହିତ କରିପାରନ୍ତି। ମାଆଙ୍କ ସ୍ବାସ୍ଥ୍ୟାବସ୍ଥା ପାଇଁ ଚିନ୍ତାରେ ରହିବେ। ମନ୍ଦିରରେ ଦାନ କରିବେ।

04 May 2024 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp