ଶନିବାର ରାଶିଫଳ (୦୮-୧୧-୨୦୨୫)

Madhusudan Das Picture
Published On

ମେଷ: ଅଚାନକ ଖୁସି ଖବର ପାଇ ପାରନ୍ତି। ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। କର୍ମଚଞ୍ଚଳ ରହିବେ। ବିଦ୍ୟାର୍ଥୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଆୟ ଓ ବ୍ୟୟ ସମାନ ରହିବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ଭଲ।

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୨୫-୦୩-୨୦୨୬)

ବୃଷ: ପାରିବାରିକ ଜୀବନ ସୁଖମୟ ହେବ। ଭାଇ ଭଉଣୀଙ୍କ ସହଯୋଗ ମିଳିବ। ସନ୍ଧ୍ୟାରେ ବନ୍ଧୁଙ୍କ ସହ ବୁଲିବାକୁ ଯିବେ। ନୂଆ ବ୍ୟବସାୟ ଆରମ୍ଭ କରିବେ। ଆଇଟି କର୍ମଚାରୀଙ୍କ ପଦୋନ୍ନତି ହୋଇପାରେ।

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୨୮-୦୩-୨୦୨୬)

ମିଥୁନ: କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ। ପରିବାର ପାଇଁ ସମୟ ବାହାର କରିପାରନ୍ତି। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ବହୁତ ଭଲ। ନିବେଶରୁ ଲାଭ ପାଇବେ। ମହିଳାମାନେ ଘରକାମରେ ବ୍ୟସ୍ତ ରହିପାରନ୍ତି।

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୩୧-୦୩-୨୦୨୬ )

କର୍କଟ: ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ଧାର୍ମିକ ସ୍ଥାନକୁ ଯାତ୍ରାଯୋଗ ଅଛି। ନୂଆ କାମ ଆରମ୍ଭ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ। ଅଯଥା ଖର୍ଚ୍ଚ ବଢ଼ିବ।

ସିଂହ: ବ୍ୟବସାୟ ପାଇଁ ଚିନ୍ତାରେ ରହିବେ। ଅର୍ଥ ନିବେଶରୁ ଦୂରେଇ ରହିବେ। ନୂଆ କାମ ପାଇଁ ଉପଯୁକ୍ତ ସମୟ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ଅଫିସ୍‌ କାମ ପାଇଁ ଦୂରସ୍ଥାନ ଯାତ୍ରା କରିପାରନ୍ତି।

କନ୍ୟା: ଆର୍ଥିକ ସମସ୍ୟା ଦେଖା ଦେବ। ଚକ୍ଷୁ ଜନିତ ସମସ୍ୟା ଦେଖାଦେବ। ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ହୋଇପାରେ। ଯାନବାହନ କ୍ରୟ କରିପାରନ୍ତି।

ତୁଳା: ମନ ପ୍ରସନ୍ନ ରହିବ। ଦିନଟି ଶୁଭଫଳ ପ୍ରଦାନ କରିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମନରୁ ନକାରାତ୍ମକ ଚିନ୍ତାଧାର ଦୂର ହେବ। ଅଯଥା ବିବାଦରେ ଛନ୍ଦି ହୋଇପାରନ୍ତି। ରାଜନେତାଙ୍କ ପାଇଁ ଦିନଟି ଭଲ।

ବିଛା: ମତଭେଦ ସୃଷ୍ଟି ହେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ଦାମ୍ପତ୍ୟ ଜୀବନରେ ତିକ୍ତତା ଆସିପାରେ। ପରିବାର ଲୋକଙ୍କ ସହ ସମୟ ଅତିବାହିତ ହେବ।

ଧନୁ: ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। ଆୟ ଓ ବ୍ୟୟ ସମାନ ରହିବ।

ମକର: ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଦାନଧର୍ମ କରିବେ। ପରିବାର ସଦସ୍ୟଙ୍କ ସହ ହସଖୁସିରେ ସମୟ ଅତିବାହିତ କରିବେ। ଯାନବାହନ ଚଳାଚଳ ସମୟରେ ସତର୍କତା ଅବଲମ୍ବନ କରନ୍ତୁ।

କୁମ୍ଭ: ପଡ଼ୋଶୀଙ୍କ ସହ ମତାନ୍ତର ଦୂର ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଛାତ୍ରଛାତ୍ରୀ ମନୋରଞ୍ଜନରେ ସମୟ ଅତିବାହିତ କରିବେ। ମହିଳାମାନେ ସନ୍ତାନଙ୍କ ଭବିଷ୍ୟତକୁ ନେଇ ଚିନ୍ତା ପ୍ରକାଶ କରିବେ।

ମୀନ: ମନୋରଞ୍ଜନରେ ସମୟ ଅତିବାହିତ ହେବ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ଅସହାୟଙ୍କୁ ସାହାଯ୍ୟ କରିବେ। ଦୀର୍ଘ ଦିନର ଆଶା ପୂରଣ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାଇ ଭାଇ ମଧ୍ୟରେ କଳହ ସୃଷ୍ଟି ହୋଇପାରେ।

08 Nov 2025 By Madhusudan Das

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp