Saturday Horoscope: ଶନିବାର ରାଶିଫଳ (୦୯-୦୫-୨୦୨୬)
ମେଷ: କର୍ମଚଞ୍ଚଳ ରହିବେ। ମଧୁର କଥା କହି ପରକୁ ଆପଣାର କରିବେ। କଳା ଓ ସାହିତ୍ୟ ପ୍ରତି ରୁଚିତ ବଢ଼ିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଲୋକସମ୍ପର୍କ ବୃଦ୍ଧ ପାଇବ।
ବୃଷ: ଧର୍ମକର୍ମ ପ୍ରତି ମନ ବଳିପାରେ। କର୍ମଠ ଓ ସାହସୀ ହେବେ। ଆୟ ଆଶାନୁରୂପ ହେବ। ପିଲାମାନଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ପିତାମାତା ଚିନ୍ତିତ ରହିପାରନ୍ତି। ସାମାଜିକ କାର୍ଯ୍ୟରେ ସାମିଲ ରହିବେ।
ମିଥୁନ: ସୁସ୍ଥ ଓ ନିରାମୟ ରହିବେ। ବ୍ୟବସାୟ ଲାଭଜନକ ହେବ। ମାଲି ମୋକଦ୍ଦମାରେ ବିଜୟୀ ହେବେ। ମହିଳାମାନେ ଘର କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ।
କର୍କଟ: ସହକର୍ମୀଙ୍କ ସହଯୋଗରୁ ଅଫିସ୍ କାର୍ଯ୍ୟରେ ସଫଳତା ମିଳିବ। ଅଟକି ରହିଥିବା କାର୍ଯ୍ୟ ପୂରା ହୋଇପାରେ। ବ୍ୟକ୍ତିଗତ କଥା କାହା ଆଗେ ପ୍ରକାଶ କରନ୍ତୁନି। ପରୋପକାରୀ ହେବେ।
ସିଂହ: ଅତିଥି ସତ୍କାର କରିପାରନ୍ତି। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ। ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟାର ସମାଧନ ହେବ। ସୃଜନାତ୍ମକ କାର୍ଯ୍ୟରେ ସଫଳତା ମିଳିବ। ଦାନ ଧର୍ମ କରନ୍ତୁ।
କନ୍ୟା: ଭାଗ୍ୟଶାଳୀ ହେବେ। ମିତ୍ରଙ୍କଠାରୁ ସହାୟତା ମିଳିବ। ସଫଳତା ପାଇବା ପାଇଁ କଠିନ ପରିଶ୍ରମ କରିବାକୁ ପଡ଼ିପାରେ। ଆୟ ଓ ବ୍ୟୟ ସମାନ ରହିବ। ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ।
ତୁଳା: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ଅଚାନକ ଖୁସି ଖବର ପାଇବେ। ପିଲାମାନେ ଖେଳମନସ୍କ ହେବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ଅନ୍ୟମାନଙ୍କୁ କଷ୍ଟ ଦେବା ପରି କଥା କୁହନ୍ତୁନି।
ବିଛା: କୋର୍ଟ କଚେରୀ ମାମଲାର ଶୁଣାଣି ହେବ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଯୋଜନା ମୁତାବକ କାମ କରନ୍ତୁ । କର୍ମଚଞ୍ଚଳ ରହିବେ। କଳା, ସାହିତ୍ୟ କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ: ତରବରିଆ ଭାବେ ନିଷ୍ପତ୍ତି ନେବା ଅନୁଚିତ। ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ। ନିଜ ପାଇଁ ସମୟ ବାହାର କରିବେ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।
ମକର: ଦିନଟି ବ୍ୟସ୍ତ ଭିତରେ କଟିବ। ପୈତୃକ ସମ୍ପତ୍ତିକୁ ନେଇ ଭାଇ ଭାଇଙ୍କ ମଧ୍ୟରେ ବିବାଦ ସୃଷ୍ଟି ହୋଇପାରେ। ଆଣ୍ଠୁଗଣ୍ଠି ସମସ୍ୟା ଭୋଗିପାରନ୍ତି। ଆଇଟି କର୍ମଚାରୀଙ୍କୁ ସଫଳତା ମିଳିବ।
କୁମ୍ଭ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ବୈବାହିକ ଜୀବନ ସୁଖମୟ ହେବ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହ ସାକ୍ଷାତ ହୋଇପାରେ। ଅଫିସ୍ରେ ପଦୋନ୍ନତି ସମ୍ଭାବନା ଅଛି। ଖର୍ଚ୍ଚ ବଢ଼ିପାରେ ।
ମୀନ: ଅଫିସ୍ ସହକର୍ମୀଙ୍କ ସହଯୋଗ ମିଳିପାରେ। ଯୋଜନା ମୁତାବକ କାମ କରିବେ । ନୂତନ ବ୍ୟବସାୟରୁ ଲାଭ ମିଳିପାରେ। ବିଦ୍ୟାର୍ଥୀ ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି।