Saturday Horoscope: ଶନିବାର ରାଶିଫଳ (୧୦-୦୧-୨୦୨୬)

Madhusudan Das Picture
Published On

ମେଷ: ସକରାତ୍ମକ ଦୃଷ୍ଟିରୁ ଦିନଟି ଭଲରେ କଟିବ। ପୂର୍ବର ଭୁଲ୍‌କୁ ଅନୁଧ୍ୟାନ କରି ଆଗକୁ ବଢ଼ିବାକୁ ଚେଷ୍ଟା କରିବେ।  ବ୍ୟବସାୟରେ ସଫଳତା ପାଇବେ।  ଆୟ ଓ ବ୍ୟୟ ସମାନ ରହିବ।

ଆହୁରି ପଢ଼ନ୍ତୁ: Friday horoscope: ଶୁକ୍ରବାର ରାଶିଫଳ ( ୦୯-୦୧-୨୦୨୬ )

ବୃଷ: ଅଟକି ଥିବା କାର୍ଯ୍ୟରେ  ସଫଳତା ମିଳିବ।  ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପିଠି ଯନ୍ତ୍ରଣା ଅନୁଭବ କରିପାରନ୍ତି। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ଉଧାର ଟଙ୍କା ଫେରି ପାଇପାରନ୍ତି।

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ ( ୦୫-୦୧-୨୦୨୬ )

ମିଥୁନ: ଆର୍ଥିକ ସ୍ଥିତି ଠିକ୍‌ ରହିବ। ବିଦ୍ୟାର୍ଥୀମାନେ ଭଲ ପ୍ରଦର୍ଶନ କରିବେ। ଅଫିସ୍‌ ସହକର୍ମୀଙ୍କ ସହଯୋଗ ମିଳିବ। ଅଯଥା କଥାରେ ଯୁକ୍ତି କରନ୍ତୁନି। ଆଶା କରିଥିବା ଦିଗରୁ ନିରାଶ ହୋଇପାରନ୍ତି।

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୦୭-୦୧-୨୦୨୬)

କର୍କଟ: ମାନସିକ ଶାନ୍ତି ମିଳିବ। କୋର୍ଟ କଚେରୀ ମାମଲାର ଶୁଣାଣି ହୋଇପାରେ। କର୍ମକ୍ଷେତ୍ରରେ ସମସ୍ତଙ୍କ ସହ ଭଲ ଆଚରଣ ଦେଖାନ୍ତୁ। ଗୁରୁଜନଙ୍କଠାରୁ ପରାମର୍ଶ ନେବା ଫଳପ୍ରଦ।  

ସିଂହ: ଅନ୍ୟମାନଙ୍କୁ ଅଧିକ ବିଶ୍ବାସ କରନ୍ତୁନି। ନିଜ ଲୋକ ଶତ୍ରୁ ସାଜିପାରନ୍ତି। ସମସ୍ୟାରେ ପଡ଼ିବାର ଆଶଙ୍କା ଅଧିକ। ଅଯଥା ଖର୍ଚ୍ଚରୁ ଦୂରେଇ ରହୁନ୍ତୁ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

କନ୍ୟା: ପରିବାର ସହିତ ସମୟ ବିତାନ୍ତୁ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।  ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।  ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ।

ତୁଳା: ଅଫିସ କାମକୁ ନେଇ ଚିନ୍ତାରେ ରହିପାରନ୍ତି। ଅନ୍ୟମାନଙ୍କ କଥାରେ ପରିଚାଳିତ ହୁଅନ୍ତୁ ନାହିଁ। ଆଧ୍ୟାତ୍ମିକ କାର୍ଯ୍ୟରେ ସମୟ ବିତାନ୍ତୁ। ମହିଳାମାନଙ୍କ ପାଇଁ ଦିନଟି ଭଲ। 

ବିଛା: ପ୍ରତ୍ୟେକ କ୍ଷେତ୍ରରେ ନିଷ୍ପତ୍ତି ନିଜେ ନିଅନ୍ତୁ।  ଯୋଜନା ଅନୁସାରେ କାମ କରିବା ଭଲ। ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରନ୍ତୁନି। ରାଜନୀତିରେ ସକ୍ରିୟ ରହିପାରନ୍ତି। ମନ ମୁତାବକ କାମ କରନ୍ତୁ।  

ଧନୁ: ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ପିଲାମାନଙ୍କ ନକାରାତ୍ମକ ଗତିବିଧିକୁ ନେଇ ଚିନ୍ତାରେ ରହିବେ। ଅଫିସ୍‌ର ସହକର୍ମୀଙ୍କ ସହଯୋଗ ମିଳିବ। ହାତେ ମାପି ଚାଖଣ୍ଡେ ଚାଲିବା ଭଲ। 

ମକର: ଯୁବପିଢ଼ିଙ୍କ ପାଇଁ ଦିନଟି ଭଲ। ଧାର୍ମିକ ଏବଂ ଆଧ୍ୟାତ୍ମିକ କାର୍ଯ୍ୟରେ ସମୟ ବିତିବ।   ଦାମ୍ପତ୍ୟ ଜୀବନ ସୁଖମୟ ହେବ। ମହିଳାମାନେ ନିଜ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ। 

କୁମ୍ଭ: ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଅଟକି ଥିବା ଅର୍ଥ ଫେରିପାଇବେ। ଅତିଥି ସତ୍କାରରେ ଦିନ ବିତିବ। ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଭଲ  ପ୍ରଦର୍ଶନ କରିବେ। 

ମୀନ: ପରିବାର ପାଇଁ ସମୟ କାଢ଼ନ୍ତୁ। ବିପଦରେ ପଡ଼ିଥିବା ଲୋକଙ୍କୁ ସାହାଯ୍ୟର ହାତ ବଢ଼ାନ୍ତୁ। କର୍ମକ୍ଷେତ୍ରରେ କାର୍ଯ୍ୟର ଚାପ ବଢ଼ିବ। ପାରିବାରିକ ଜୀବନରେ ଝଡ଼ ସୃଷ୍ଟି ହେବାର ଆଶଙ୍କା ରହିଛି। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp