ମନୋରଞ୍ଜନ

"ଭଲ ଝିଅର ଛବି ଏକ ଛଳନା..." ଦୀପିକା ପାଦୁକୋନଙ୍କୁ ନେଇ ଦେଇଥିବା ବିବାଦୀୟ ମନ୍ତବ୍ୟ ଉପରେ ସ୍ପଷ୍ଟୀକରଣ ଦେଲେ ନିର୍ଦ୍ଦେଶକ ଇମତିଆଜ୍ ଅଲୀ
ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ

ଶନିବାର ରାଶିଫଳ (୧୧-୦୬-୨୦୨୨)

The Sakala Picture
Published On

ମେଷ: ମାନସିକ ଅବସାଦରେ ରହିପାରନ୍ତି। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। କର୍ମକ୍ଷେତ୍ରରେ ନିଜର ପ୍ରତିଭା ପ୍ରଦର୍ଶନ କରିବେ। ଛାତ୍ରଛାତ୍ରୀଙ୍କୁ ସଫଳତା ପାଇବାକୁ ଅଧିକ ପରିଶ୍ରମ କରିବାକୁ ପଡ଼ିବ। ବୃଷ: ଆଜି ଯେଉଁ କାର୍ଯ୍ୟକୁ ଆରମ୍ଭ କରିବେ ସେଥିରେ ସଫଳ ହେବେ। ପରିବାର ସହ ଭ୍ରମଣ ଯୋଗ ରହିଛି। ଦ୍ବନ୍ଦ୍ବରେ ପଡ଼ି କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। କ୍ୟାରିୟର ପାଇଁ ନୂତନ ପଥ ଉନ୍ମୁକ୍ତ ହେବ। ମିଥୁନ: ଗୁରୁଜନଙ୍କ ସହ ଅଧିକ ସମୟ ଅତିବାହିତ କରିବେ। […]

ମେଷ: ମାନସିକ ଅବସାଦରେ ରହିପାରନ୍ତି। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। କର୍ମକ୍ଷେତ୍ରରେ ନିଜର ପ୍ରତିଭା ପ୍ରଦର୍ଶନ କରିବେ। ଛାତ୍ରଛାତ୍ରୀଙ୍କୁ ସଫଳତା ପାଇବାକୁ ଅଧିକ ପରିଶ୍ରମ କରିବାକୁ ପଡ଼ିବ।

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୨୦-୦୫-୨୦୨୬)

ବୃଷ: ଆଜି ଯେଉଁ କାର୍ଯ୍ୟକୁ ଆରମ୍ଭ କରିବେ ସେଥିରେ ସଫଳ ହେବେ। ପରିବାର ସହ ଭ୍ରମଣ ଯୋଗ ରହିଛି। ଦ୍ବନ୍ଦ୍ବରେ ପଡ଼ି କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। କ୍ୟାରିୟର ପାଇଁ ନୂତନ ପଥ ଉନ୍ମୁକ୍ତ ହେବ।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୨୨-୦୫-୨୦୨୬ )

ମିଥୁନ: ଗୁରୁଜନଙ୍କ ସହ ଅଧିକ ସମୟ ଅତିବାହିତ କରିବେ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। ଭାଇଭଉଣୀଙ୍କ ସହଯୋଗ ପାଇବେ। କର୍ମକ୍ଷେତ୍ରରେ ନିଜ ପ୍ରତିଭାକୁ ପ୍ରମାଣିତ କରିବାର ସୁଯୋଗ ପାଇବେ।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

କର୍କଟ: ପରିବାର ମଧ୍ୟରେ ଉତ୍ତମ ବୁଝାମଣା ଦେଖାଯିବ। ବ୍ୟବସାୟରେ ଲାଭବାନ ହେବେ। ବିଶ୍ବାସ କରୁଥିବା ବ୍ୟକ୍ତିଙ୍କଠାରୁ ପରାମର୍ଶ ନେଇ କାର୍ଯ୍ୟ କରନ୍ତୁ। ବିଦେଶ ଯାତ୍ରା ଯୋଗ ରହିଛି।

ସିଂହ: ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟି ପାରନ୍ତି। ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେବ। ଭାବନାକୁ ନିୟନ୍ତ୍ରଣ କରି କାର୍ଯ୍ୟ କରନ୍ତୁ। ପ୍ରେମ ଓ ଦାମ୍ପତ୍ୟ ଜୀବନ ସୁଖକର ହେବ।

କନ୍ୟା: ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଜୀବନରେ ପରିବର୍ତ୍ତନ ଆଣିପାରେ। ନୂତନ ନିଯୁକ୍ତି ସୁଯୋଗ ରହିଛି। ପୁରୁଣା ନିବେଶରୁ ଲାଭାନ୍ବିତ ହେବେ। ପରିବାର ସହ ବୁଲାବୁଲି କରିବାକୁ ଯାଇପାରନ୍ତି।

ତୁଳା: ଉଦାର ମନରେ ଅନ୍ୟକୁ ସାହାଯ୍ୟ କରି ସନ୍ତୋଷ ଅନୁଭବ କରିବେ। ନିବେଶ କରିବା ପୂର୍ବରୁ ସାବଧାନତା ଅବଲମ୍ବନ କରନ୍ତୁ। କୋର୍ଟକଚେରୀ ମାମଲାରେ ପଡ଼ିଯାଇପାରନ୍ତି। ପାରିବାରିକ ସମ୍ପର୍କ ସୁଦୃଢ଼ ହେବ।

ବିଛା: ନିଜ ବାକ୍ୟ ଉପରେ ସଂଯମତା ରକ୍ଷା କରନ୍ତୁ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ପାଇବ। ଧନଲାଭର ଯୋଗ ରହିଛି। ଆଗକୁ ଉନ୍ନତି କରିବା ପାଇଁ ନୂତନ ଯୋଜନା କରିବେ।

ଧନୁ: ଅବସାଦରେ ରହି ମନର ଶାନ୍ତି ଭଗ୍ନ ହେବ। କର୍ମକ୍ଷେତ୍ରରେ ହତୋତ୍ସାହ ହେବେ। ଅନ୍ୟ ଉପରେ ଅଧିକ ଭରସା କରନ୍ତୁ ନାହିଁ। ପ୍ରେମ ଜୀବନରେ ରୋମାଞ୍ଚ ସୃଷ୍ଟି ହୋଇପାରେ।

ମକର: ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ। ସାଙ୍ଗସାଥୀଙ୍କ ସହ ସମ୍ପର୍କ ସୁଦୃଢ଼ ହେବ। ସହକର୍ମୀଙ୍କ ସହଯୋଗରେ ନୂଆ ବ୍ୟବସାୟ ଆରମ୍ଭ କରିପାରନ୍ତି। ସରକାରୀ କାର୍ଯ୍ୟ ସହଜରେ ପୂରଣ ହେବ।

କୁମ୍ଭ: ପାରିବାରିକ ସମସ୍ୟାକୁ ପ୍ରାଧାନ୍ୟ ଦେବେ। ଆବଶ୍ୟକତା ଠାରୁ ଅଧିକ ଖର୍ଚ୍ଚ କରି ଚିନ୍ତିତ ରହିବେ। କର୍ମକ୍ଷେତ୍ରରେ ଅଧିକ ପରିଶ୍ରମୀ ହେବେ। ବୈବାହିକ ଜୀବନରେ ତିକ୍ତତା ଦେଖାଦେବ।

ମୀନ: ଭବିଷ୍ୟତ ସହ ଜଡ଼ିତ କିଛି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ବରିଷ୍ଠ ଅଧିକାରୀଙ୍କ ସହ ସମ୍ପର୍କ ନିବିଡ଼ତା ଦେଖାଦେବ। ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ।

11 Jun 2022 By The Sakala

ଶନିବାର ରାଶିଫଳ (୧୧-୦୬-୨୦୨୨)

ମେଷ: ମାନସିକ ଅବସାଦରେ ରହିପାରନ୍ତି। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। କର୍ମକ୍ଷେତ୍ରରେ ନିଜର ପ୍ରତିଭା ପ୍ରଦର୍ଶନ କରିବେ। ଛାତ୍ରଛାତ୍ରୀଙ୍କୁ ସଫଳତା ପାଇବାକୁ ଅଧିକ ପରିଶ୍ରମ କରିବାକୁ ପଡ଼ିବ।

ବୃଷ: ଆଜି ଯେଉଁ କାର୍ଯ୍ୟକୁ ଆରମ୍ଭ କରିବେ ସେଥିରେ ସଫଳ ହେବେ। ପରିବାର ସହ ଭ୍ରମଣ ଯୋଗ ରହିଛି। ଦ୍ବନ୍ଦ୍ବରେ ପଡ଼ି କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। କ୍ୟାରିୟର ପାଇଁ ନୂତନ ପଥ ଉନ୍ମୁକ୍ତ ହେବ।

ମିଥୁନ: ଗୁରୁଜନଙ୍କ ସହ ଅଧିକ ସମୟ ଅତିବାହିତ କରିବେ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। ଭାଇଭଉଣୀଙ୍କ ସହଯୋଗ ପାଇବେ। କର୍ମକ୍ଷେତ୍ରରେ ନିଜ ପ୍ରତିଭାକୁ ପ୍ରମାଣିତ କରିବାର ସୁଯୋଗ ପାଇବେ।

କର୍କଟ: ପରିବାର ମଧ୍ୟରେ ଉତ୍ତମ ବୁଝାମଣା ଦେଖାଯିବ। ବ୍ୟବସାୟରେ ଲାଭବାନ ହେବେ। ବିଶ୍ବାସ କରୁଥିବା ବ୍ୟକ୍ତିଙ୍କଠାରୁ ପରାମର୍ଶ ନେଇ କାର୍ଯ୍ୟ କରନ୍ତୁ। ବିଦେଶ ଯାତ୍ରା ଯୋଗ ରହିଛି।

ସିଂହ: ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟି ପାରନ୍ତି। ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେବ। ଭାବନାକୁ ନିୟନ୍ତ୍ରଣ କରି କାର୍ଯ୍ୟ କରନ୍ତୁ। ପ୍ରେମ ଓ ଦାମ୍ପତ୍ୟ ଜୀବନ ସୁଖକର ହେବ।

କନ୍ୟା: ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଜୀବନରେ ପରିବର୍ତ୍ତନ ଆଣିପାରେ। ନୂତନ ନିଯୁକ୍ତି ସୁଯୋଗ ରହିଛି। ପୁରୁଣା ନିବେଶରୁ ଲାଭାନ୍ବିତ ହେବେ। ପରିବାର ସହ ବୁଲାବୁଲି କରିବାକୁ ଯାଇପାରନ୍ତି।

ତୁଳା: ଉଦାର ମନରେ ଅନ୍ୟକୁ ସାହାଯ୍ୟ କରି ସନ୍ତୋଷ ଅନୁଭବ କରିବେ। ନିବେଶ କରିବା ପୂର୍ବରୁ ସାବଧାନତା ଅବଲମ୍ବନ କରନ୍ତୁ। କୋର୍ଟକଚେରୀ ମାମଲାରେ ପଡ଼ିଯାଇପାରନ୍ତି। ପାରିବାରିକ ସମ୍ପର୍କ ସୁଦୃଢ଼ ହେବ।

ବିଛା: ନିଜ ବାକ୍ୟ ଉପରେ ସଂଯମତା ରକ୍ଷା କରନ୍ତୁ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ପାଇବ। ଧନଲାଭର ଯୋଗ ରହିଛି। ଆଗକୁ ଉନ୍ନତି କରିବା ପାଇଁ ନୂତନ ଯୋଜନା କରିବେ।

ଧନୁ: ଅବସାଦରେ ରହି ମନର ଶାନ୍ତି ଭଗ୍ନ ହେବ। କର୍ମକ୍ଷେତ୍ରରେ ହତୋତ୍ସାହ ହେବେ। ଅନ୍ୟ ଉପରେ ଅଧିକ ଭରସା କରନ୍ତୁ ନାହିଁ। ପ୍ରେମ ଜୀବନରେ ରୋମାଞ୍ଚ ସୃଷ୍ଟି ହୋଇପାରେ।

ମକର: ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ। ସାଙ୍ଗସାଥୀଙ୍କ ସହ ସମ୍ପର୍କ ସୁଦୃଢ଼ ହେବ। ସହକର୍ମୀଙ୍କ ସହଯୋଗରେ ନୂଆ ବ୍ୟବସାୟ ଆରମ୍ଭ କରିପାରନ୍ତି। ସରକାରୀ କାର୍ଯ୍ୟ ସହଜରେ ପୂରଣ ହେବ।

କୁମ୍ଭ: ପାରିବାରିକ ସମସ୍ୟାକୁ ପ୍ରାଧାନ୍ୟ ଦେବେ। ଆବଶ୍ୟକତା ଠାରୁ ଅଧିକ ଖର୍ଚ୍ଚ କରି ଚିନ୍ତିତ ରହିବେ। କର୍ମକ୍ଷେତ୍ରରେ ଅଧିକ ପରିଶ୍ରମୀ ହେବେ। ବୈବାହିକ ଜୀବନରେ ତିକ୍ତତା ଦେଖାଦେବ।

ମୀନ: ଭବିଷ୍ୟତ ସହ ଜଡ଼ିତ କିଛି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ବରିଷ୍ଠ ଅଧିକାରୀଙ୍କ ସହ ସମ୍ପର୍କ ନିବିଡ଼ତା ଦେଖାଦେବ। ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp