Saturday Horoscope: ଶନିବାର ରାଶିଫଳ (୧୧-୦୪-୨୦୨୬)

Madhusudan Das Picture
Published On

ମେଷ: ନୂଆ କାମ ପାଇଁ ଯୋଜନା ପ୍ରସ୍ତୁତ କରିବେ। କର୍ମ ଚଞ୍ଚଳ ରହିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ଅଫିସ୍‌ ସହକର୍ମୀଙ୍କ ସହଯୋଗ ମିଳିବ। ଦାନ ଧର୍ମ କରନ୍ତୁ। 

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୦୭-୦୪-୨୦୨୬ )

ବୃଷ: ଅଚାନକ ଖୁସି ଖବର ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପିତାମାତାଙ୍କ ଆଶୀର୍ବାଦରୁ ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି।  ଦୂରସ୍ଥାନକୁ ଯାତ୍ରା ଯୋଗ ରହିଛି। 

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ ( ୦୯-୦୪-୨୦୨୬ )

ମିଥୁନ: ଦୀର୍ଘ ଦିନର ଆଶା ପୂରଣ ହେବ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟ ମିଳିପାରେ। ବିଦ୍ୟାର୍ଥୀ କ୍ୟାରିୟରକୁ ନେଇ ଚିନ୍ତିତ ରହିପାରନ୍ତି। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। 

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୧୦-୦୪-୨୦୨୬ )

କର୍କଟ: ସଠିକ୍‌ ସମୟରେ ନିଷ୍ପତ୍ତି ନେବା ଜରୁରି। ସଫଳତା ପାଇବାକୁ କଠିନ ପରିଶ୍ରମ କରିବେ।  ଆତ୍ମବିଶ୍ବାସ ହରାନ୍ତୁନି। ଅଚାନକ ଖୁସି ଖବର ପାଇବେ। ଉଧାର ଟଙ୍କା ଫେରିପାଇବେ। 

ସିଂହ: ଅଟକି ରହିଥିବା କାମ ପୂରା ହେବ। ନିଜ ଲୋକ ଶତ୍ରୁ ସାଜି ପାରନ୍ତି। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। 

କନ୍ୟା: ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ମହିଳାମାନେ ଘରକାର୍ଯ୍ୟରେ ବ୍ୟସ୍ତ ରହିବେ। ପିଲାମାନେ ଖେଳ ମନସ୍କ ହେେବ। ଆୟ ଓ ବ୍ୟୟ ସମାନ ରହିବ। ମାନସମ୍ମାନ ବୃଦ୍ଧ଄ ପାଇବ।  

ତୁଳା: ଆପଣଙ୍କ ପରିଶ୍ରମର ଫଳ ମିଳିବ। ଅତିଥି ସତ୍କାର କରିପାରନ୍ତି। ପରିବାର ସଦସ୍ୟଙ୍କ ସହିତ ଦୂରସ୍ଥାନକୁ ଯାତ୍ରା କରିବେ। ଚକ୍ଷୁପୀଡ଼ା ହୋଇପାରେ। ଦାନ ଧର୍ମ କରନ୍ତୁ। 

ବିଛା: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ଆଶା ପୂରଣ ହେବ। ରାଜନେତାଙ୍କ ପାଇଁ ଦିନଟି ଭଲ। ନିଜ ଲୋକ ଶତ୍ରୁ ସାଜିପାରନ୍ତି। ପଡୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ।

ଧନୁ: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଅଫିସ୍‌ରେ ନୂଆ ପ୍ରୋଜେକ୍ଟରେ ସାମିଲ ହେବେ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ। ସଙ୍ଗୀତ ପ୍ରତି ଆଗ୍ରହ ବଢ଼ିବ।

ମକର: ରାଜନେତାଙ୍କ ପାଇଁ ଦିନଟି ଭଲ। ମାନସମ୍ମାନ ବୃଦ୍ଧି ପାଇବ। ଆୟ ବ୍ୟୟ ସମାନ ରହିବ।  ଅଫିସ୍‌ ସହକର୍ମୀଙ୍କ ସହଯୋଗ ମିଳିପାରେ। ସାମାଜିକ କାର୍ଯ୍ୟରେ ସାମିଲ ରହିବେ।

କୁମ୍ଭ: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ଖୁସି ଖବର ମିଳିପାରେ। ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ସାହିତ୍ୟ ପ୍ରତି ରୁଚି ବଢ଼ିବ। ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ।

ମୀନ: ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପରିବାର ଲୋକଙ୍କ ସହ ସମୟ ବିତାଇବେ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ଅଯଥା ଖର୍ଚ୍ଚ ବଢ଼ିବ। ପିଲାମାନେ ଖେଳମନସ୍କ ହେବେ ।

11 Apr 2026 By Madhusudan Das

Saturday Horoscope: ଶନିବାର ରାଶିଫଳ (୧୧-୦୪-୨୦୨୬)

ମେଷ: ନୂଆ କାମ ପାଇଁ ଯୋଜନା ପ୍ରସ୍ତୁତ କରିବେ। କର୍ମ ଚଞ୍ଚଳ ରହିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ଅଫିସ୍‌ ସହକର୍ମୀଙ୍କ ସହଯୋଗ ମିଳିବ। ଦାନ ଧର୍ମ କରନ୍ତୁ। 

ବୃଷ: ଅଚାନକ ଖୁସି ଖବର ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପିତାମାତାଙ୍କ ଆଶୀର୍ବାଦରୁ ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି।  ଦୂରସ୍ଥାନକୁ ଯାତ୍ରା ଯୋଗ ରହିଛି। 

ମିଥୁନ: ଦୀର୍ଘ ଦିନର ଆଶା ପୂରଣ ହେବ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟ ମିଳିପାରେ। ବିଦ୍ୟାର୍ଥୀ କ୍ୟାରିୟରକୁ ନେଇ ଚିନ୍ତିତ ରହିପାରନ୍ତି। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। 

କର୍କଟ: ସଠିକ୍‌ ସମୟରେ ନିଷ୍ପତ୍ତି ନେବା ଜରୁରି। ସଫଳତା ପାଇବାକୁ କଠିନ ପରିଶ୍ରମ କରିବେ।  ଆତ୍ମବିଶ୍ବାସ ହରାନ୍ତୁନି। ଅଚାନକ ଖୁସି ଖବର ପାଇବେ। ଉଧାର ଟଙ୍କା ଫେରିପାଇବେ। 

ସିଂହ: ଅଟକି ରହିଥିବା କାମ ପୂରା ହେବ। ନିଜ ଲୋକ ଶତ୍ରୁ ସାଜି ପାରନ୍ତି। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। 

କନ୍ୟା: ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ମହିଳାମାନେ ଘରକାର୍ଯ୍ୟରେ ବ୍ୟସ୍ତ ରହିବେ। ପିଲାମାନେ ଖେଳ ମନସ୍କ ହେେବ। ଆୟ ଓ ବ୍ୟୟ ସମାନ ରହିବ। ମାନସମ୍ମାନ ବୃଦ୍ଧ଄ ପାଇବ।  

ତୁଳା: ଆପଣଙ୍କ ପରିଶ୍ରମର ଫଳ ମିଳିବ। ଅତିଥି ସତ୍କାର କରିପାରନ୍ତି। ପରିବାର ସଦସ୍ୟଙ୍କ ସହିତ ଦୂରସ୍ଥାନକୁ ଯାତ୍ରା କରିବେ। ଚକ୍ଷୁପୀଡ଼ା ହୋଇପାରେ। ଦାନ ଧର୍ମ କରନ୍ତୁ। 

ବିଛା: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ଆଶା ପୂରଣ ହେବ। ରାଜନେତାଙ୍କ ପାଇଁ ଦିନଟି ଭଲ। ନିଜ ଲୋକ ଶତ୍ରୁ ସାଜିପାରନ୍ତି। ପଡୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ।

ଧନୁ: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଅଫିସ୍‌ରେ ନୂଆ ପ୍ରୋଜେକ୍ଟରେ ସାମିଲ ହେବେ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ। ସଙ୍ଗୀତ ପ୍ରତି ଆଗ୍ରହ ବଢ଼ିବ।

ମକର: ରାଜନେତାଙ୍କ ପାଇଁ ଦିନଟି ଭଲ। ମାନସମ୍ମାନ ବୃଦ୍ଧି ପାଇବ। ଆୟ ବ୍ୟୟ ସମାନ ରହିବ।  ଅଫିସ୍‌ ସହକର୍ମୀଙ୍କ ସହଯୋଗ ମିଳିପାରେ। ସାମାଜିକ କାର୍ଯ୍ୟରେ ସାମିଲ ରହିବେ।

କୁମ୍ଭ: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ଖୁସି ଖବର ମିଳିପାରେ। ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ସାହିତ୍ୟ ପ୍ରତି ରୁଚି ବଢ଼ିବ। ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ।

ମୀନ: ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପରିବାର ଲୋକଙ୍କ ସହ ସମୟ ବିତାଇବେ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ଅଯଥା ଖର୍ଚ୍ଚ ବଢ଼ିବ। ପିଲାମାନେ ଖେଳମନସ୍କ ହେବେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp