ଶନିବାର ରାଶିଫଳ ( ୧୯-୦୨-୨୦୨୨ )

ମେଷ: ଦିନଟିରେ କର୍ମତତ୍ପର ରହିବେ। ଆର୍ଥିକ ଉନ୍ନତି ହେବ। ରାଜନୀତିରେ ଶତ୍ରୁଜୟୀ ହେବେ। ମହିଳାମାନଙ୍କ ସ୍ବାଭିମାନ ଅକ୍ଷୁଣ୍ଣ ରହିବ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଦୃଢ଼ମନା ହେବେ। ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌। ବୃଷ: କୌଣସି କାର୍ଯ୍ୟକୁ ନେଇ ଉତ୍ତେଜନାରେ ରହିବେ। ଗୁରୁଜନଙ୍କର ସ୍ବାସ୍ଥ୍ୟ ସମସ୍ୟା ରହିପାରେ। ରାଜନୀତିରେ ପ୍ରତିକୂଳ ସ୍ଥିତି ରହିବ। ବାଣିଜ୍ୟରେ ସମସ୍ୟା ରହିବ। ଶିକ୍ଷାର୍ଥୀ ତ୍ରୁଟି କରିପାରନ୍ତି। ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ। ମିଥୁନ: କର୍ମକ୍ଷେତ୍ରରେ ସହଯୋଗ ମିଳିବ। ରାଜନୀତିରେ ଲୋକପ୍ରିୟତା ବଢ଼ିବ। […]

ମେଷ: ଦିନଟିରେ କର୍ମତତ୍ପର ରହିବେ। ଆର୍ଥିକ ଉନ୍ନତି ହେବ। ରାଜନୀତିରେ ଶତ୍ରୁଜୟୀ ହେବେ। ମହିଳାମାନଙ୍କ ସ୍ବାଭିମାନ ଅକ୍ଷୁଣ୍ଣ ରହିବ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଦୃଢ଼ମନା ହେବେ। ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌।

ବୃଷ: କୌଣସି କାର୍ଯ୍ୟକୁ ନେଇ ଉତ୍ତେଜନାରେ ରହିବେ। ଗୁରୁଜନଙ୍କର ସ୍ବାସ୍ଥ୍ୟ ସମସ୍ୟା ରହିପାରେ। ରାଜନୀତିରେ ପ୍ରତିକୂଳ ସ୍ଥିତି ରହିବ। ବାଣିଜ୍ୟରେ ସମସ୍ୟା ରହିବ। ଶିକ୍ଷାର୍ଥୀ ତ୍ରୁଟି କରିପାରନ୍ତି। ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ।

ମିଥୁନ: କର୍ମକ୍ଷେତ୍ରରେ ସହଯୋଗ ମିଳିବ। ରାଜନୀତିରେ ଲୋକପ୍ରିୟତା ବଢ଼ିବ। ଚାକିରିରେ ସୁଚାରୁରୂପେ କାର୍ଯ୍ୟ କରିବେ। ବାଣିଜ୍ୟରେ ନୂତନତା ଆସିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌।

କର୍କଟ: ବଡ଼ ଧରଣର ସଫଳତା ପାଇପାନ୍ତି। ରାଜନୀତିରେ ସକ୍ରିୟ ଭୂମିକା ରହିବ। ପ୍ରଶାସନିକ ମାନ ମର୍ଯ୍ୟାଦା ବୃଦ୍ଧି ହେବ। ବାଣିଜ୍ୟରେ ପୁଞ୍ଜିନିବେଶ କରି ସଫଳତା ପାଇବେ। ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ- ଧଳା।

ସିଂହ: ଅର୍ଥଚିନ୍ତା ଓ ସମସ୍ୟା ଭିତରେ ରହିବେ। ଚାକିରିରେ ଅବହେଳା ରହିବ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ମହିଳାମାନେ ବିରକ୍ତିମନା ହେବେ। ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ହତୋତ୍ସାହ ରହିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ।

କନ୍ୟା: ଦିନଟି ହର୍ଷୋଲ୍ଲାସରେ କଟିବ। ରାଜନୀତିରେ ପ୍ରଶଂସାଭାଜନ ହେବେ। ଚାକିରିରେ ସହଯୋଗ ପାଇବେ। ପରିବହନ ଓ ବାଣିଜ୍ୟ ଉତ୍ସାହଜନକ ରହିବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ- ସବୁଜ।

ତୁଳା: ବହୁ ଚେଷ୍ଟା କରି ଆଗେଇବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ଚାକିରିରେ ଲୋକ ସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ- ୪,ଶୁଭ ରଙ୍ଗ- ମେଟାଲିକ୍‌।

ବିଛା: ଦିନଚର୍ଯ୍ୟା ସୁଖଦପୂର୍ଣ୍ଣ ରହିବ। ଚାକିରିରେ ପ୍ରଶଂସିତ ହେବେ। ମହିଳାମାନେ ସୁଖୀ ହେବେ। ଶିଳ୍ପ ଓ ବାଣିଜ୍ୟ ଉତ୍ସାହଜନକ ରହିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ମେରୁନ୍‌।

ଧନୁ: ଦିନଟିରେ ଚଳଚଞ୍ଚଳ ରହିବେ। ସାଂସାରିକ ଉତ୍ତମ ବୁଝାମଣା ରହିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ- ହଳଦିଆ।

ମକର: ବିଭିନ୍ନ ଉପାୟରେ ଆୟ ହେବ। ଚାକିରିରେ ଉଚ୍ଚସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ସୁଖୀ ହେବେ। ବାଣିଜ୍ୟରେ ଉତ୍ତମ ଫଳ ମିଳିବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ। ଶୁଭ ଅଙ୍କ- ୮,ଶୁଭ ରଙ୍ଗ- କଳା।

କୁମ୍ଭ: ପ୍ରତିଟି କାର୍ଯ୍ୟରେ ଆଗେଇ ଚାଲିବେ। ଚାକିରିରେ ଧନ ସମ୍ମାନ ପ୍ରାପ୍ତି ହେବ। ରାଜନୀତିରେ ପ୍ରସିଦ୍ଧ ବୃଦ୍ଧି ପାଇବ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ଯଶ ପାଇବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ- ସବୁଜ।

ମୀନ: କର୍ମକ୍ଷେତ୍ରରେ ଆବଦ୍ଧଯୋଗ ରହିଛି। ଚାକିରିରେ ଅବହେଳା ରହିବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ଦେଖାଦେବ। ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ- ୨,ଶୁଭ ରଙ୍ଗ- ଧଳା।

About The Author: The Sakala