ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

Saturday Horoscope: ଶନିବାର ରାଶିଫଳ (୧୮-୦୪-୨୦୨୬)

Madhusudan Das Picture
Published On

ମେଷ: ଚକ୍ଷୁ  ପାଇଁ କଷ୍ଟ ପାଇପାରନ୍ତି। ଆର୍ଥ଄କସ୍ଥ଄ତିରେ ସୁଧାର ଆସିବ। ନୂତନ ନିବେଶରୁ କ୍ଷତିଗ୍ରସ୍ତ ହୋଇପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ପିଲାମାନେ ପଢ଼ାରେ ଧ୍ୟାନ ଦେବେ। 

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ (୧୦-୦୬-୨୦୨୬)

ବୃଷ: ବିଭିନ୍ନ କାର୍ଯ୍ୟରେ ସଫଳତା ପାଇବେ। କର୍ମକ୍ଷେତ୍ରରେ  ଦକ୍ଷତା ପ୍ରମାଣିତ ହେବ । ଆୟ ବୃଦ୍ଧି ହେତୁ ଉତ୍ସାହିତ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଦିନଟି ହସଖୁସିରେ ବିତିବ।

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ (୧୧-୦୬-୨୦୨୬)

ମିଥୁନ: ଆଶା କରିଥିବା ଦିଗରୁ ଧନ ମିଳିବ। ସନ୍ତାନଙ୍କ ଉଚ୍ଚ ଶିକ୍ଷା ପାଇଁ ଅଭିଭାବକ ଯୋଜନା ପ୍ରସ୍ତୁତ କରିେବ। ଆୟ ଓ ବ୍ୟୟ ସମାନ ରହିବ। ପ୍ରେମ ବ୍ୟାପାରରେ ସଫଳତା ମିଳିପାରେ। 

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୧୨-୦୬-୨୦୨୬ )

କର୍କଟ: ପାରିବାରିକ ସମସ୍ୟା ଦେଖାଦେଇପାରେ। ଆର୍ଥିକ ଉନ୍ନତି ହେବ। ଲଗାତାର ଚେଷ୍ଟା କରି ସଫଳତା ପାଇବେ। କାର୍ଯ୍ୟଭାର ବୃଦ୍ଧି ପାଇବ। ରାଜନୀତିରେ ସକ୍ରିୟ ହୋଇପାରନ୍ତି।

ସିଂହ: ଦ୍ବନ୍ଦ୍ବରେ ପଡ଼ି ପାରନ୍ତି। ବ୍ୟବସାୟରେ ସଫଳତା ପାଇବେ। ଦୂରଯାତ୍ରା ସୁଯୋଗ ଅଛି। ଅତ୍ୟଧିକ ପରିଶ୍ରମ କରି ଥକ୍କା ଅନୁଭବ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। 

କନ୍ୟା: ବିଦ୍ୟାର୍ଥୀମାନେ କ୍ୟାରିୟର ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିେବ। ଉଚ୍ଚଅଧିକାରୀଙ୍କ ସହଯୋଗରେ ଅନେକ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ପୂରଣ ହେବ। ପ୍ରେମ ଓ ଦାମ୍ପତ୍ୟ ଜୀବନ ମଧୁର ରହିବ। 

ତୁଳା: ଅସଫଳତା ଯୋଗୁଁ ନିରାଶ ରହିପାରନ୍ତି। ସାହିତ୍ୟ ତଥା ଅନ୍ୟାନ୍ୟ ସୃଜନଶୀଳ କଳା ପ୍ରତି ଆଗ୍ରହ ବୃଦ୍ଧ଄ ପାଇବ। ମହିଳାମାନେ ଉଚିତ ନିଷ୍ପତ୍ତି ନେବେ।

ବିଛା: ଦୀର୍ଘ ସମୟ ଧରି ଅଟକି ରହିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ଆନନ୍ଦ ଉଲ୍ଲାସରେ ଦିନ ବିତିବ। ନୂତନ ବ୍ୟବସାୟ ପାଇଁ ଉପଯୁକ୍ତ ସମୟ। ମହିଳାମାନେ ପୂଜାର୍ଚ୍ଚନାରେ ସମୟ ବିତାଇବେ। 

ଧନୁ: ଆର୍ଥିକ ଲାଭ ହେବ। ଜୀବନସାଥୀଙ୍କ ପରାମର୍ଶକ୍ରମେ କାର୍ଯ୍ୟ କରିବେ। ନୂଆ ଲକ୍ଷ୍ୟକୁ ନିର୍ଦ୍ଧାରିତ କରିବା ପାଇଁ ଦିନଟି ଉତ୍ତମ ରହିବ। ନିଜ ଲୋକ ଶତ୍ରୁ ସାଜିପାରନ୍ତି।

ମକର: ପରିବାର ସଦସ୍ୟଙ୍କ ସହ ଅଧିକ ସମୟ ବିତାଇବେ। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି। ବ୍ୟବସାୟରେ କ୍ଷତି ସହିପାରନ୍ତି। ମହିଳାମାନେ ସ୍ବାଭିମାନୀ ହୋଇ କାର୍ଯ୍ୟ କରିବେ।

କୁମ୍ଭ: ଅଧିକ ଖର୍ଚ୍ଚାନ୍ତ ହେବେ। ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ନୂତନ କାର୍ଯ୍ୟ ପାଇଁ ପ୍ରଶଂସିତ ହେବେ।  ସୁଯୋଗର ସଠିକ୍‌ ଉପଯୋଗ କରିବେ। ମହିଳାମାନେ ସ୍ବାଧୀନମନା ହେବେ। 

ମୀନ: ଅନ୍ୟକୁ ଧାର ଦେଇ ହଇରାଣରେ ପଡ଼ିପାରନ୍ତି। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। କୋର୍ଟକଚେରୀ ମାମଲାରେ ବିଜୟ ଲାଭ କରିେବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। 

18 Apr 2026 By Madhusudan Das

Saturday Horoscope: ଶନିବାର ରାଶିଫଳ (୧୮-୦୪-୨୦୨୬)

ମେଷ: ଚକ୍ଷୁ  ପାଇଁ କଷ୍ଟ ପାଇପାରନ୍ତି। ଆର୍ଥ଄କସ୍ଥ଄ତିରେ ସୁଧାର ଆସିବ। ନୂତନ ନିବେଶରୁ କ୍ଷତିଗ୍ରସ୍ତ ହୋଇପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ପିଲାମାନେ ପଢ଼ାରେ ଧ୍ୟାନ ଦେବେ। 

ବୃଷ: ବିଭିନ୍ନ କାର୍ଯ୍ୟରେ ସଫଳତା ପାଇବେ। କର୍ମକ୍ଷେତ୍ରରେ  ଦକ୍ଷତା ପ୍ରମାଣିତ ହେବ । ଆୟ ବୃଦ୍ଧି ହେତୁ ଉତ୍ସାହିତ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଦିନଟି ହସଖୁସିରେ ବିତିବ।

ମିଥୁନ: ଆଶା କରିଥିବା ଦିଗରୁ ଧନ ମିଳିବ। ସନ୍ତାନଙ୍କ ଉଚ୍ଚ ଶିକ୍ଷା ପାଇଁ ଅଭିଭାବକ ଯୋଜନା ପ୍ରସ୍ତୁତ କରିେବ। ଆୟ ଓ ବ୍ୟୟ ସମାନ ରହିବ। ପ୍ରେମ ବ୍ୟାପାରରେ ସଫଳତା ମିଳିପାରେ। 

କର୍କଟ: ପାରିବାରିକ ସମସ୍ୟା ଦେଖାଦେଇପାରେ। ଆର୍ଥିକ ଉନ୍ନତି ହେବ। ଲଗାତାର ଚେଷ୍ଟା କରି ସଫଳତା ପାଇବେ। କାର୍ଯ୍ୟଭାର ବୃଦ୍ଧି ପାଇବ। ରାଜନୀତିରେ ସକ୍ରିୟ ହୋଇପାରନ୍ତି।

ସିଂହ: ଦ୍ବନ୍ଦ୍ବରେ ପଡ଼ି ପାରନ୍ତି। ବ୍ୟବସାୟରେ ସଫଳତା ପାଇବେ। ଦୂରଯାତ୍ରା ସୁଯୋଗ ଅଛି। ଅତ୍ୟଧିକ ପରିଶ୍ରମ କରି ଥକ୍କା ଅନୁଭବ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। 

କନ୍ୟା: ବିଦ୍ୟାର୍ଥୀମାନେ କ୍ୟାରିୟର ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିେବ। ଉଚ୍ଚଅଧିକାରୀଙ୍କ ସହଯୋଗରେ ଅନେକ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ପୂରଣ ହେବ। ପ୍ରେମ ଓ ଦାମ୍ପତ୍ୟ ଜୀବନ ମଧୁର ରହିବ। 

ତୁଳା: ଅସଫଳତା ଯୋଗୁଁ ନିରାଶ ରହିପାରନ୍ତି। ସାହିତ୍ୟ ତଥା ଅନ୍ୟାନ୍ୟ ସୃଜନଶୀଳ କଳା ପ୍ରତି ଆଗ୍ରହ ବୃଦ୍ଧ଄ ପାଇବ। ମହିଳାମାନେ ଉଚିତ ନିଷ୍ପତ୍ତି ନେବେ।

ବିଛା: ଦୀର୍ଘ ସମୟ ଧରି ଅଟକି ରହିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ଆନନ୍ଦ ଉଲ୍ଲାସରେ ଦିନ ବିତିବ। ନୂତନ ବ୍ୟବସାୟ ପାଇଁ ଉପଯୁକ୍ତ ସମୟ। ମହିଳାମାନେ ପୂଜାର୍ଚ୍ଚନାରେ ସମୟ ବିତାଇବେ। 

ଧନୁ: ଆର୍ଥିକ ଲାଭ ହେବ। ଜୀବନସାଥୀଙ୍କ ପରାମର୍ଶକ୍ରମେ କାର୍ଯ୍ୟ କରିବେ। ନୂଆ ଲକ୍ଷ୍ୟକୁ ନିର୍ଦ୍ଧାରିତ କରିବା ପାଇଁ ଦିନଟି ଉତ୍ତମ ରହିବ। ନିଜ ଲୋକ ଶତ୍ରୁ ସାଜିପାରନ୍ତି।

ମକର: ପରିବାର ସଦସ୍ୟଙ୍କ ସହ ଅଧିକ ସମୟ ବିତାଇବେ। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି। ବ୍ୟବସାୟରେ କ୍ଷତି ସହିପାରନ୍ତି। ମହିଳାମାନେ ସ୍ବାଭିମାନୀ ହୋଇ କାର୍ଯ୍ୟ କରିବେ।

କୁମ୍ଭ: ଅଧିକ ଖର୍ଚ୍ଚାନ୍ତ ହେବେ। ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ନୂତନ କାର୍ଯ୍ୟ ପାଇଁ ପ୍ରଶଂସିତ ହେବେ।  ସୁଯୋଗର ସଠିକ୍‌ ଉପଯୋଗ କରିବେ। ମହିଳାମାନେ ସ୍ବାଧୀନମନା ହେବେ। 

ମୀନ: ଅନ୍ୟକୁ ଧାର ଦେଇ ହଇରାଣରେ ପଡ଼ିପାରନ୍ତି। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। କୋର୍ଟକଚେରୀ ମାମଲାରେ ବିଜୟ ଲାଭ କରିେବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp