ଶନିବାର ରାଶିଫଳ ( ୨୬-୦୩-୨୦୨୨ )
ମେଷ: କର୍ମକ୍ଷେତ୍ରରେ ଅବହେଳା ରହିବ। ଚାକିରିରେ ଦାୟିତ୍ବକୁ ନେଇ ବିଚଳିତ ରହିବେ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ଶିଳ୍ପ ଓ ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଉଦାରମନା ରହିବେ। ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍। ବୃଷ: ସମସ୍ୟା ଘେରରେ ଅଣନିଶ୍ବାସୀ ଅନୁଭବ କରିବେ। ଚାକିରିରେ ଚାପ ରହିବ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲ୍ଭର୍। ମିଥୁନ: ଦିନଟି ସୁଖସନ୍ତୋଷ ଭିତରେ କଟିବ। ଚାକିରିରେ ସହଯୋଗ ମିଳିବ। […]
ମେଷ: କର୍ମକ୍ଷେତ୍ରରେ ଅବହେଳା ରହିବ। ଚାକିରିରେ ଦାୟିତ୍ବକୁ ନେଇ ବିଚଳିତ ରହିବେ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ଶିଳ୍ପ ଓ ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଉଦାରମନା ରହିବେ। ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍।
ବୃଷ: ସମସ୍ୟା ଘେରରେ ଅଣନିଶ୍ବାସୀ ଅନୁଭବ କରିବେ। ଚାକିରିରେ ଚାପ ରହିବ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲ୍ଭର୍।
ମିଥୁନ: ଦିନଟି ସୁଖସନ୍ତୋଷ ଭିତରେ କଟିବ। ଚାକିରିରେ ସହଯୋଗ ମିଳିବ। ରାଜନୀତି ଓ ପ୍ରଶାସନିକ ପ୍ରଶଂସିତ ହେବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ।ଶୁଭ ଅଙ୍କ-୨, ଶୁଭ ରଙ୍ଗ- ସିଲଭର୍।
କର୍କଟ: ଦିନଟି କର୍ମତତ୍ପର ରହିବେ। ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ। ରାଜନୀତିରେ ନେତୃତ୍ବ ବୃଦ୍ଧି ହେବ। ଶିଳ୍ପ ଓ ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ- ହଳଦିଆ।
ସିଂହ: କର୍ମକ୍ଷେତ୍ରରେ ମନ୍ଥରତା ଦେଖାଦେବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ଚାକିରିରେ କାର୍ଯ୍ୟବହୁଳ ରହିବ। ବାଣିଜ୍ୟରେ ସ୍ବଳ୍ପ ଆୟ ହେବ। ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ- ମେରୁନ୍।
କନ୍ୟା: କୌଣସି କାର୍ଯ୍ୟ ପାଇଁ ଦୂରଯାତ୍ରା କରିପାରନ୍ତି। ଚାକିରିରେ ଚଳଚଞ୍ଚଳ ରହିବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ- ସବୁଜ।
ତୁଳା: ବାରମ୍ବାର ଚେଷ୍ଟା କରି ସଫଳ ହେବେ। ଚାକିରିରେ ଉଚ୍ଚ ସମ୍ମାନ ପ୍ରାପ୍ତି ହେବ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ- ୪,ଶୁଭ ରଙ୍ଗ-ମେଟାଲିକ୍।
ବିଛା:ହେଉଥିବା କାର୍ଯ୍ୟ ଅଳ୍ପକେ ବିଗିଡ଼ି ଯାଇପାରେ। ଚାକିରିରେ ବ୍ୟସ୍ତବିବ୍ରତ ରହିବେ। ରାଜନୀତିରେ ପ୍ରତିକୂଳ ପରିସ୍ଥିତି ରହିବ। ବାଣିଜ୍ୟରେ ସମସ୍ୟା ରହିବ। ଶିକ୍ଷାର୍ଥୀ ଅବହେଳା କରିବେ। ଶୁଭ ଅଙ୍କ- ୯, ଶୁଭ ରଙ୍ଗ-ମେରୁନ୍।
ଧନୁ: କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ଚାକିରିରେ ପ୍ରଶଂସିତ ହେବେ। ରାଜନୀତିରେ ସୁନାମ ଅର୍ଜନ କରିବେ। ପରିବହନ ଓ ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ। ଶୁଭ ଅଙ୍କ- ୭,ଶୁଭ ରଙ୍ଗ-କଫି।
ମକର: କଠିନ ପରିଶ୍ରମ କରି ଆଗେଇ ଚାଲିବେ। ହଠାତ୍ ଦୂରଯାତ୍ରା କରି ପାରନ୍ତି। ଚାକିରିରେ ଚଳଚଞ୍ଚଳ ରହିବେ। ପରିବହନ ଓ ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ- ୫,ଶୁଭ ରଙ୍ଗ- ସବୁଜ।
କୁମ୍ଭ: ଭବିଷ୍ୟତ ଯୋଜନାକୁ ନେଇ ଚିନ୍ତାରେ ରହିବେ। ରାଜନୀତିରେ ପ୍ରଭାବଶାଳୀ ରହିବେ। କିଛିଟା ଚିନ୍ତା ଭିତରେ ରହିବେ। ଶିକ୍ଷାର୍ଥୀ ଦୃଢ଼ମନା ହେବେ। ଶୁଭ ଅଙ୍କ- ୬,ଶୁଭ ରଙ୍ଗ- ସିଲଭର୍।
ମୀନ: ପ୍ରତିଟି କାର୍ଯ୍ୟରେ ସଫଳ ହେବେ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ପରିବହନ ଓ ବାଣିଜ୍ୟରେ ଉତ୍ତମ ଲାଭ ମିଳିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ- ଗୋଲ୍ଡେନ୍।