ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

Saturday Horoscope: ଶନିବାର ରାଶିଫଳ (୨୮-୦୨-୨୦୨୬)

Madhusudan Das Picture
Published On

ମେଷ: ପାରିବାରିକ ସମସ୍ୟା ଦେଖାଦେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ପ୍ରେମ ସମ୍ପର୍କରେ ସମସ୍ୟା ସୃଷ୍ଟି ହେବ। 

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ (୧୧-୦୬-୨୦୨୬)

ବୃଷ: ବନ୍ଧୁ ତଥା ଭାଇଙ୍କ ସହଯୋଗ ମିଳିବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ସାମାଜିକ ପ୍ରତିଷ୍ଠା ବଢ଼ିବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ। 

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୧୨-୦୬-୨୦୨୬ )

ମିଥୁନ: ଆର୍ଥିକ ମାମଲାରେ ସୁଧାର ଆସିବ। ସହକର୍ମୀଙ୍କ ସହଯୋଗରୁ ଅଫିସ୍ କାର୍ଯ୍ୟରେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। 

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

କର୍କଟ: ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ପାରିବାରିକ ଜୀବନ ସୁଖମୟ ହେବ। ପରିବାର ସହିତ ସୁଖଦ ସମୟ ଅତିବାହିତ କରିବେ। 

ସିଂହ: ସୃଜନାତ୍ମକ କାର୍ଯ୍ୟରେ ସଫଳତା ମିଳିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ମନ ପ୍ରସନ୍ନ ରହିବ। ପ୍ରେମ ସମ୍ବନ୍ଧ ମଜଭୁତ୍‌ ହେବ। ବିଦ୍ୟାର୍ଥୀ ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ। 

କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ରାଜନୀତିରେ ସାମିଲ ହେବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବୈବାହିକ ଜୀବନରେ ସମସ୍ୟା ଆସିବ। ସାଙ୍ଗଙ୍କ ସହ ଦୂରସ୍ଥାନକୁ ଯାତ୍ରା କରିବେ। 

ତୁଳା: ଅଫିସ୍‌ କାର୍ଯ୍ୟରେ ବିଦେଶ ଯାତ୍ରା ଯୋଗ ଅଛି। ଧାରକରଜରୁ ଦୂରେଇ ରହିବେ। ମାଆଙ୍କ ସ୍ବାସ୍ଥ୍ୟ ସମସ୍ୟାରେ ଉନ୍ନତି ପରିଲକ୍ଷିତ ହେବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। 

ବିଛା: କର୍ମଚଞ୍ଚଳ ରହିବେ। ମନ ପ୍ରଫୁଲ୍ଲିତ ରହିବ। ଆୟଠୁ ବ୍ୟୟ ଅଧିକ ହେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଘର ପାଇଁ ନୂଆ ଜିନିଷ କିଣିବେ। କଳା, ସାହିତ୍ୟ କ୍ଷେତ୍ରରେ ସଫଳତା ମିଳିବ। 

ଧନୁ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଧାର୍ମିକ କାର୍ଯ୍ୟ କରିବେ। ସମାଜରେ ମାନ, ପ୍ରତିଷ୍ଠା ବଢ଼ିବ। ସମାଜସେବାରେ ନିଜକୁ ନିୟୋଜିତ କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। 

ମକର: ଶାରୀରିକ ଯନ୍ତ୍ରଣା ଭୋଗିବେ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବୁଲାବୁଲି ପାଇଁ ଯୋଜନା ପ୍ରସ୍ତୁତ କରିବେ। ଖେଳାଳିଙ୍କୁ ସଫଳତା ମିଳିବ। ବ୍ୟବସାୟରେ କ୍ଷତି ଘଟିବ। 

କୁମ୍ଭ: ନିବେଶରୁ ଲାଭ ମିଳିବ। କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଆତ୍ମବିଶ୍ବାସର ସହ କାର୍ଯ୍ୟ ସମ୍ପାଦନ କରିବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। 

ମୀନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ପଡ଼ୋଶୀଙ୍କ ସହ ବିବାଦ ଦେଖା ଦେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ।

28 Feb 2026 By Madhusudan Das

Saturday Horoscope: ଶନିବାର ରାଶିଫଳ (୨୮-୦୨-୨୦୨୬)

ମେଷ: ପାରିବାରିକ ସମସ୍ୟା ଦେଖାଦେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ପ୍ରେମ ସମ୍ପର୍କରେ ସମସ୍ୟା ସୃଷ୍ଟି ହେବ। 

ବୃଷ: ବନ୍ଧୁ ତଥା ଭାଇଙ୍କ ସହଯୋଗ ମିଳିବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ସାମାଜିକ ପ୍ରତିଷ୍ଠା ବଢ଼ିବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ। 

ମିଥୁନ: ଆର୍ଥିକ ମାମଲାରେ ସୁଧାର ଆସିବ। ସହକର୍ମୀଙ୍କ ସହଯୋଗରୁ ଅଫିସ୍ କାର୍ଯ୍ୟରେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। 

କର୍କଟ: ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ପାରିବାରିକ ଜୀବନ ସୁଖମୟ ହେବ। ପରିବାର ସହିତ ସୁଖଦ ସମୟ ଅତିବାହିତ କରିବେ। 

ସିଂହ: ସୃଜନାତ୍ମକ କାର୍ଯ୍ୟରେ ସଫଳତା ମିଳିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ମନ ପ୍ରସନ୍ନ ରହିବ। ପ୍ରେମ ସମ୍ବନ୍ଧ ମଜଭୁତ୍‌ ହେବ। ବିଦ୍ୟାର୍ଥୀ ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ। 

କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ରାଜନୀତିରେ ସାମିଲ ହେବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବୈବାହିକ ଜୀବନରେ ସମସ୍ୟା ଆସିବ। ସାଙ୍ଗଙ୍କ ସହ ଦୂରସ୍ଥାନକୁ ଯାତ୍ରା କରିବେ। 

ତୁଳା: ଅଫିସ୍‌ କାର୍ଯ୍ୟରେ ବିଦେଶ ଯାତ୍ରା ଯୋଗ ଅଛି। ଧାରକରଜରୁ ଦୂରେଇ ରହିବେ। ମାଆଙ୍କ ସ୍ବାସ୍ଥ୍ୟ ସମସ୍ୟାରେ ଉନ୍ନତି ପରିଲକ୍ଷିତ ହେବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। 

ବିଛା: କର୍ମଚଞ୍ଚଳ ରହିବେ। ମନ ପ୍ରଫୁଲ୍ଲିତ ରହିବ। ଆୟଠୁ ବ୍ୟୟ ଅଧିକ ହେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଘର ପାଇଁ ନୂଆ ଜିନିଷ କିଣିବେ। କଳା, ସାହିତ୍ୟ କ୍ଷେତ୍ରରେ ସଫଳତା ମିଳିବ। 

ଧନୁ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଧାର୍ମିକ କାର୍ଯ୍ୟ କରିବେ। ସମାଜରେ ମାନ, ପ୍ରତିଷ୍ଠା ବଢ଼ିବ। ସମାଜସେବାରେ ନିଜକୁ ନିୟୋଜିତ କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। 

ମକର: ଶାରୀରିକ ଯନ୍ତ୍ରଣା ଭୋଗିବେ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବୁଲାବୁଲି ପାଇଁ ଯୋଜନା ପ୍ରସ୍ତୁତ କରିବେ। ଖେଳାଳିଙ୍କୁ ସଫଳତା ମିଳିବ। ବ୍ୟବସାୟରେ କ୍ଷତି ଘଟିବ। 

କୁମ୍ଭ: ନିବେଶରୁ ଲାଭ ମିଳିବ। କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଆତ୍ମବିଶ୍ବାସର ସହ କାର୍ଯ୍ୟ ସମ୍ପାଦନ କରିବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। 

ମୀନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ପଡ଼ୋଶୀଙ୍କ ସହ ବିବାଦ ଦେଖା ଦେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp