ଶନିବାର ରାଶିଫଳ ( ୩୦-୧୦-୨୦୨୧ )

The Sakala Picture
Published On

ମେଷ: ପରିଶ୍ରମର ଫଳ ପାଇବେ। ଚାକିରିରେ ସହଯୋଗ ପାଇବେ। ରାଜନୀତିରେ ଜନସେବାରେ ବ୍ରତୀ ରହିବେ। ବାଣିଜ୍ୟରେ ସଫଳତା ପାଇବେ । ଶିକ୍ଷାର୍ଥୀମାନେ ଚଳଚଞ୍ଚଳ ରହିବେ । ଶୁଭ ଅଙ୍କ – ୩, ଶୁଭ ରଙ୍ଗ-କ୍ରିମ୍ ବୃଷ: ସମାଜରେ ଉଚ୍ଚ ସମ୍ମାନ ପାଇବେ। ମହିଳାମାନେ ରକ୍ଷଣଶୀଳ ହେବେ। ଚାକିରିରେ ସ୍ଥାୟିତ୍ଵ ରହିବ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ ଅଧୟନ ପ୍ରିୟ ରହିବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ । ମିଥୁନ: ବ୍ୟୟ ବହୁଳତା କାରଣରୁ ଅଭାବରେ […]

ମେଷ: ପରିଶ୍ରମର ଫଳ ପାଇବେ। ଚାକିରିରେ ସହଯୋଗ ପାଇବେ। ରାଜନୀତିରେ ଜନସେବାରେ ବ୍ରତୀ ରହିବେ। ବାଣିଜ୍ୟରେ ସଫଳତା ପାଇବେ । ଶିକ୍ଷାର୍ଥୀମାନେ ଚଳଚଞ୍ଚଳ ରହିବେ । ଶୁଭ ଅଙ୍କ – ୩, ଶୁଭ ରଙ୍ଗ-କ୍ରିମ୍

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

ବୃଷ: ସମାଜରେ ଉଚ୍ଚ ସମ୍ମାନ ପାଇବେ। ମହିଳାମାନେ ରକ୍ଷଣଶୀଳ ହେବେ। ଚାକିରିରେ ସ୍ଥାୟିତ୍ଵ ରହିବ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ ଅଧୟନ ପ୍ରିୟ ରହିବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।

ଆହୁରି ପଢ଼ନ୍ତୁ: ୨୦୨୬ ଫେବୃଆରୀରୁ ବଦଳିବ ଏହି ୪ ରାଶିର ଭାଗ୍ୟ: ମିଳିବ ପ୍ରଚୁର ଧନ ଓ ସଫଳତା

ମିଥୁନ: ବ୍ୟୟ ବହୁଳତା କାରଣରୁ ଅଭାବରେ ପଡ଼ିବେ । ଚାକିରିରେ ସମସ୍ୟା ରହିବ। ରାଜନୀତିରେ ବିରୋଧୀ ପ୍ରଭାବିତ କରିବେ । ବାଣିଜ୍ୟ ପ୍ରତିକୂଳ ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିକ୍ ।

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୧୧-୦୩-୨୦୨୬)

କର୍କଟ: ଦିନଟି ହ୍ରଷୋୖଲାସରେ କଟିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ଚାକିରିରେ ଆସ୍ଥାଭାଜନ ହେବେ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ-ମେରୁନ୍ ।

ସିଂହ:କେତେକ ବିଷୟକୁ ନେଇ ବ୍ୟସ୍ତ ରହିବେ । ଚାକିରିରେ ଦୂରଯାତ୍ରା କରିପାରନ୍ତି। ରାଜନୀତିରେ ସହଯୋଗ ପାଇବେ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ ।

କନ୍ୟା: ସ୍ବପ୍ନ ସାକାର ହେବ। ଉଭୟ ପ୍ରେମ ଓ ସାଂସାରିକ ସୁଖମୟ ରହିବ। ପ୍ରଶାସନିକ ସକ୍ରିୟ ରହିବେ । ବାଣିଜ୍ୟରେ ସମୃଦ୍ଧି ପ୍ରାପ୍ତି ହେବ । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ତୁଳା:କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ରାଜନୀତିରେ ପ୍ରତିଷ୍ଠା ବୃଦ୍ଧି ପାଇବ । ଚାକିରିରେ ନିଷ୍ଠାପର ରହିବେ। ବାଣିଜ୍ୟରେ ଆୟବୃଦ୍ଧି ହେବ । ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍।

ବିଛା: ଅସ୍ଥିରତା କାରଣରୁ କାର୍ଯ୍ୟତ୍ରୁଟି କରିପାରନ୍ତି। ଧର୍ମାଦି କାର୍ଯ୍ୟରେ ବ୍ୟୟ କରି ଅଭାବରେ ପଡ଼ିବେ। ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍।

ଧନୁ: କର୍ମକ୍ଷେତ୍ରରେ ବିଷମ ପରିସ୍ଥିତି ରହିବ । ରାଜନୀତିରେ ଷଡ଼ଯନ୍ତ୍ରରେ ପଡ଼ିପାରନ୍ତି। ମହିଳାମାନେ ଦୁଶ୍ଚିନ୍ତାରେ ରହିବେ । ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ଅସଫଳ ହୋଇପାରନ୍ତି । ଶୁଭ ଅଙ୍କ-୯, ଶୁଭ ରଙ୍ଗ – କମଳା ।

ମକର: ଅଟକି ରହିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଚାକିରିରେ ପଦୋନ୍ନତି ହୋଇପାରେ। ପ୍ରଶାସନିକ ସମ୍ମାନିତ ହେବେ । ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ- କଳା ।

କୁମ୍ଭ: ଦୁଃସାହସ ଭିତରେ କାର୍ଯ୍ୟ ସମ୍ପନ୍ନ କରିବେ । ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ଶିଳ୍ପ ଓ ବାଣିଜ୍ୟରେ ସୁଫଳ ପାଇବେ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।

ମୀନ: କର୍ମକ୍ଷେତ୍ରରେ ଆବଦ୍ଧଯୋଗ ଦେଖାଦେବ । ସନ୍ତାନମାନେ ଚିନ୍ତାରେ ପକାଇବେ। ମହିଳାମାନେ ହତାଦର ହେବେ । ବାଣିଜ୍ୟ ମାନ୍ଦା ରହିବ। ଶୁଭ ଅଙ୍କ-୭, ଶୁଭ ରଙ୍ଗ- କଫି ।

30 Oct 2021 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp