ମନୋରଞ୍ଜନ
ଓଡ଼ିଶା
Saturday Horoscope: ଶନିବାର ରାଶିଫଳ (୦୪-୦୭-୨୦୨୬)
ମେଷ: ଯୋଜନା ମୁତାବକ କାମ କରିବେ। ଅଟକି ଥିବା ଧନ ମିଳିପାରେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବ୍ୟବସାୟ ଆଗକୁ ବଢ଼ାଇବାକୁ ପ୍ରୟାସ କରିବେ।
ବୃଷ: ଦୀର୍ଘ ଦିନର ଆଶା ପୂରଣ ହେବ। ପରିବାର ସଦସ୍ୟଙ୍କ ସହ ଉତ୍ତମ ବୁଝାମଣା ରହିବ। ମହିଳାମାନେ ପୂଜାର୍ଚ୍ଚନାରେ ବ୍ୟସ୍ତ ରହିବେ। ଭାବିଚିନ୍ତି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବା ଭଲ।
ମିଥୁନ: ଅଫିସ୍ କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ପରିଶ୍ରମ ଅନୁସାରେ ଫଳ ମିଳିବ। ବାଦବିବାଦରୁ ଦୂରେଇ ରହିବେ। ଜୀବନସାଥୀଙ୍କୁ ସମୟ ଦେବେ।
କର୍କଟ: ସୃଜନାତ୍ମକ କାର୍ଯ୍ୟରେ ସମୟ ଅତିବାହିତ କରିବେ। କାର୍ଯ୍ୟକ୍ଷେତ୍ରରେ ସଫଳ ହେବେ। ଗୁରୁଜନଙ୍କ ଆଶୀର୍ବାଦ ନେଇ ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଜମି କିଣିବା ଯୋଗ ଅଛି।
ସିଂହ: ପୁରୁଣା ନିବେଶରୁ ଲାଭ ମିଳିବ। ଦିନଟି ହସଖୁସିରେ କଟିବ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବେ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ନିଜ ଲୋକ ଶତ୍ରୁ ସାଜି ପାରନ୍ତି। ଚକ୍ଷୁ ସମସ୍ୟା ଭୋଗି ପାରନ୍ତି।
କନ୍ୟା: ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ପରିବାର ସଦସ୍ୟଙ୍କ ମନ ଜିଣିବେ। ନିଯୁକ୍ତିକୁ ନେଇ ଖୁସି ଖବର ମିଳିପାରେ। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ।
ତୁଳା: ବ୍ୟବସାୟରେ ଲାଭ ମିଳିବ। ବୈବାହିକ ଜୀବନ ସୁଖମୟ ହେବ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହେବ। କୋର୍ଟ କଚେରୀ ମାମଲାର ଶୁଣାଣି ହେବ।
ବିଛା: ବ୍ୟବସାୟ ବୃଦ୍ଧି ପାଇଁ ନୂଆ ଯୋଜନା କରିବେ। ସନ୍ତାନଙ୍କ ସହ ବୁଲିବାକୁ ଯିବେ। ବନ୍ଧୁମିଳନ ଯୋଗ ଅଛି। ଆଣ୍ଠୁଗଣ୍ଠି ସମସ୍ୟା ହୋଇପାରେ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।
ଧନୁ: ଯୋଜନାମୁତାବକ ସମସ୍ତ କାର୍ଯ୍ୟ କରିବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ଭଲ। ଉଧାର ଦେଇଥିବା ଟଙ୍କା ଫେରିପାଇବେ। ବ୍ୟକ୍ତିଗତ କଥା ଅନ୍ୟମାନଙ୍କ ସହ ସେୟାର କରନ୍ତୁନି।
ମକର: ସମୟର ସଠିକ ଉପଯୋଗ କରିବେ। ସମ୍ପର୍କୀୟଙ୍କ ସହଯୋଗ ମିଳିବ। ମହିଳାମାନେ ପୂଜାର୍ଚ୍ଚନାରେ ସମୟ ଅତିବାହିତ କରିବେ। ଯାନବାହନ ଚଳାଇବା ବେଳେ ସତର୍କତା ଅବଲମ୍ବନ କରିବେ।
କୁମ୍ଭ: ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିପାରନ୍ତି। ଅଫିସ୍ରେ କାର୍ଯ୍ୟଭାର କମ୍ ହେବ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି।
ମୀନ: ଛାତ୍ରଛାତ୍ରୀ ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ। ରାଜନେତାଙ୍କ ପାଇଁ ଦିନଟି ଭଲ। ଅଚାନକ ବିଦେଶ ଯାତ୍ରା କରିପାରନ୍ତି। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ।