Saturday Horoscope: ଶନିବାର ରାଶିଫଳ (୦୬-୦୬-୨୦୨୬)

Madhusudan Das Picture
Published On

ମେଷ: ସାମାଜିକ କାର୍ଯ୍ୟ ପାଇଁ ସମୟ ବାହାର କରିବେ। ଶୁଭ ଖବର ମିଳିପାରେ। ଅଫିସ୍‌ରେ ସହକର୍ମୀଙ୍କୁ ସାହାଯ୍ୟ କରିବେ। ଜୀବନସାଥୀଙ୍କ ସହ ସୁଖଦ ସମୟ ଅତିବାହିତ କରିବେ। 

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ (୦୧-୦୬-୨୦୨୬)

ବୃଷ: ଆଶା କରିଥିବା ଦିଗରୁ ଅର୍ଥ ମିଳିପାରେ। ଦୂର ସ୍ଥାନକୁ ଯାତ୍ରା ଯୋଗ ଅଛି। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବ୍ୟବସାୟକୁ ନେଇ ଚିନ୍ତାରେ ରହିପାରନ୍ତି। ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁ ନାହିଁ।

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୦୨-୦୬-୨୦୨୬ )

ମିଥୁନ: ସାହିତ୍ୟ ପ୍ରତି ରୁଚି ବଢ଼ିବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିପାରନ୍ତି। ଗୁରୁଜନଙ୍କ ପରାମର୍ଶ ନେଇ ବ୍ୟବସାୟ ଆରମ୍ଭ କରିବେ। କୌଣସି କଥାକୁ ନେଇ ମନ ଉଣା ହୋଇପାରେ। 

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ (୦୩-୦୬-୨୦୨୬)

କର୍କଟ: ପାରିବାରିକ ଜୀବନରେ ସୁଖ, ସମୃଦ୍ଧି ବୃଦ୍ଧି ପାଇବ। ଆୟ ଓ ବ୍ୟୟ ସମାନ ରହିବ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ସାମିଲ ରହିବେ।

ସିଂହ: ଯୋଜନା ମୁତାବକ କାମ ହେବ। କୋର୍ଟ କଚେରୀ ମାମଲାରୁ ଦୂରେଇ ରହିବେ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ପିତାମାତା ଚିନ୍ତାରେ ରହିପାରନ୍ତି। ବ୍ୟବସାୟରୁ ଲାଭ ମିଳିପାରେ।  

କନ୍ୟା: ବ୍ୟବସାୟରେ ଲାଭ ହେବ। ଲୋକସମ୍ପର୍କ ବୃଦ୍ଧି ପାଇବ। ପରିବାର ପାଇଁ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଭଲ। ଧାର୍ମିକ କାର୍ଯ୍ୟରେ ସାମିଲ ରହିବେ।

ତୁଳା: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ପ୍ରତିଯୋଗିତା ମନୋଭାବ ନେଇ ବିଦ୍ୟାର୍ଥୀ ଆଗକୁ ବଢ଼ିବେ। ପାରିବାରିକ ସମସ୍ୟାର ସମାଧାନ ହେବ। ଆୟର ନୂତନ ମାର୍ଗ ଉନ୍ମୋଚନ ହେବ। 

ବିଛା: ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ଅଫିସ୍‌ ସହକର୍ମୀଙ୍କ ସହଯୋଗ ମିଳିପାରେ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। ସାମାଜିକ କାର୍ଯ୍ୟରେ ସାମିଲ ରହିପାରନ୍ତି।  

ଧନୁ: ଦୀର୍ଘ ଦିନର ଆଶା ପୂରଣ ହେବ। ମନ ଚଞ୍ଚଳ ରହିବ। ଧୈର୍ଯ୍ୟର ସହ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ତୁଲାଇବେ। ଭାବପ୍ରବଣ ହୋଇ ନିଷ୍ପତ୍ତି ନିଅନ୍ତୁନି। ଆଇନଜୀବୀଙ୍କୁ ସଫଳତା ମିଳିପାରେ। 

ମକର: ଘରେ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ଅଫିସ୍‌ ସହକର୍ମୀଙ୍କ ସହଯୋଗ ମିଳିପାରେ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ଚକ୍ଷୁ ସମସ୍ୟା ଭୋଗିପାରନ୍ତି। ପୁରୁଣା ନିବେଶରୁ ଲାଭ ମିଳିପାରେ। 

କୁମ୍ଭ: ଭଲ କାମ କରି ପ୍ରଶଂସିତ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖମୟ ହେବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ବ୍ୟକ୍ତିଗତ କଥା ଅନ୍ୟମାନଙ୍କ ସହ ସେୟାର କରନ୍ତୁନି। 

ମୀନ: କଳା କ୍ଷେତ୍ରରେ ସଫଳତା ମିଳିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ମନ ପ୍ରସନ୍ନ ରହିବ। ମହିଳାମାନେ ଘର କାର୍ଯ୍ୟରେ ବ୍ୟସ୍ତ ରହିବେ। ପିଲାମାନେ ଖେଳକୁଦରେ ସମୟ ବିତାଇବେ।

06 Jun 2026 By Madhusudan Das

Saturday Horoscope: ଶନିବାର ରାଶିଫଳ (୦୬-୦୬-୨୦୨୬)

ମେଷ: ସାମାଜିକ କାର୍ଯ୍ୟ ପାଇଁ ସମୟ ବାହାର କରିବେ। ଶୁଭ ଖବର ମିଳିପାରେ। ଅଫିସ୍‌ରେ ସହକର୍ମୀଙ୍କୁ ସାହାଯ୍ୟ କରିବେ। ଜୀବନସାଥୀଙ୍କ ସହ ସୁଖଦ ସମୟ ଅତିବାହିତ କରିବେ। 

ବୃଷ: ଆଶା କରିଥିବା ଦିଗରୁ ଅର୍ଥ ମିଳିପାରେ। ଦୂର ସ୍ଥାନକୁ ଯାତ୍ରା ଯୋଗ ଅଛି। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବ୍ୟବସାୟକୁ ନେଇ ଚିନ୍ତାରେ ରହିପାରନ୍ତି। ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁ ନାହିଁ।

ମିଥୁନ: ସାହିତ୍ୟ ପ୍ରତି ରୁଚି ବଢ଼ିବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିପାରନ୍ତି। ଗୁରୁଜନଙ୍କ ପରାମର୍ଶ ନେଇ ବ୍ୟବସାୟ ଆରମ୍ଭ କରିବେ। କୌଣସି କଥାକୁ ନେଇ ମନ ଉଣା ହୋଇପାରେ। 

କର୍କଟ: ପାରିବାରିକ ଜୀବନରେ ସୁଖ, ସମୃଦ୍ଧି ବୃଦ୍ଧି ପାଇବ। ଆୟ ଓ ବ୍ୟୟ ସମାନ ରହିବ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ସାମିଲ ରହିବେ।

ସିଂହ: ଯୋଜନା ମୁତାବକ କାମ ହେବ। କୋର୍ଟ କଚେରୀ ମାମଲାରୁ ଦୂରେଇ ରହିବେ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ପିତାମାତା ଚିନ୍ତାରେ ରହିପାରନ୍ତି। ବ୍ୟବସାୟରୁ ଲାଭ ମିଳିପାରେ।  

କନ୍ୟା: ବ୍ୟବସାୟରେ ଲାଭ ହେବ। ଲୋକସମ୍ପର୍କ ବୃଦ୍ଧି ପାଇବ। ପରିବାର ପାଇଁ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଭଲ। ଧାର୍ମିକ କାର୍ଯ୍ୟରେ ସାମିଲ ରହିବେ।

ତୁଳା: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ପ୍ରତିଯୋଗିତା ମନୋଭାବ ନେଇ ବିଦ୍ୟାର୍ଥୀ ଆଗକୁ ବଢ଼ିବେ। ପାରିବାରିକ ସମସ୍ୟାର ସମାଧାନ ହେବ। ଆୟର ନୂତନ ମାର୍ଗ ଉନ୍ମୋଚନ ହେବ। 

ବିଛା: ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ଅଫିସ୍‌ ସହକର୍ମୀଙ୍କ ସହଯୋଗ ମିଳିପାରେ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। ସାମାଜିକ କାର୍ଯ୍ୟରେ ସାମିଲ ରହିପାରନ୍ତି।  

ଧନୁ: ଦୀର୍ଘ ଦିନର ଆଶା ପୂରଣ ହେବ। ମନ ଚଞ୍ଚଳ ରହିବ। ଧୈର୍ଯ୍ୟର ସହ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ତୁଲାଇବେ। ଭାବପ୍ରବଣ ହୋଇ ନିଷ୍ପତ୍ତି ନିଅନ୍ତୁନି। ଆଇନଜୀବୀଙ୍କୁ ସଫଳତା ମିଳିପାରେ। 

ମକର: ଘରେ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ଅଫିସ୍‌ ସହକର୍ମୀଙ୍କ ସହଯୋଗ ମିଳିପାରେ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ଚକ୍ଷୁ ସମସ୍ୟା ଭୋଗିପାରନ୍ତି। ପୁରୁଣା ନିବେଶରୁ ଲାଭ ମିଳିପାରେ। 

କୁମ୍ଭ: ଭଲ କାମ କରି ପ୍ରଶଂସିତ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖମୟ ହେବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ବ୍ୟକ୍ତିଗତ କଥା ଅନ୍ୟମାନଙ୍କ ସହ ସେୟାର କରନ୍ତୁନି। 

ମୀନ: କଳା କ୍ଷେତ୍ରରେ ସଫଳତା ମିଳିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ମନ ପ୍ରସନ୍ନ ରହିବ। ମହିଳାମାନେ ଘର କାର୍ଯ୍ୟରେ ବ୍ୟସ୍ତ ରହିବେ। ପିଲାମାନେ ଖେଳକୁଦରେ ସମୟ ବିତାଇବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp